-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ନୃସିଂହନାଥ ଠାରେ ରାଜବୋଡାସମ୍ବର ଭୂଲିଆ ସମାଜର ନୂତନ ଧର୍ମଶାଳା ଉଦଘାଟିତ

12-Oct-2025



ପଦ୍ମପୁର, (ପ୍ରେରଣା ଖବର) : 
ରାଜବୋଡାସମ୍ବର ମେହେର (ଭୂଲିଆ) ସମାଜର ନୂତନ କମିଟି ପକ୍ଷରୁ ନୃସିଂହନାଥ ପୀଠ ଠାରେ ନବ ନିର୍ମିତ ହୋଇଥିବା ଧର୍ମଶାଳା ର ଉଦଘାଟିତ ହୋଇଯାଇଛି | ସକାଳ ୯ଘ. ରୁ ନୂତନ ଧର୍ମଶାଳା ରୁ ନୃସିଂହନାଥ ଚାଳଧାର ଝରଣା କୁ ସଂକୀର୍ତ୍ତନ ର ତାଳେ ତାଳେ ଏକ ବିରାଟ ଶୋଭାଯାତ୍ରା ବାହାରିଥିଲା  |ନୂତନ କମିଟି ସଭାପତି ଶ୍ରୀଯୁକ୍ତ କେତନ କୁମାର ମେହେର ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଟିତ କାର୍ଯ୍ୟକ୍ରମରେ ଅଧ୍ୟାପିକା ଶ୍ରୀମତୀ ଜୟଶ୍ରୀ ମେହେର ସଭାକାର୍ଯ୍ୟ ପରିଚାଳନା କରିଥିବାବେଲେ ନିଖିଲ ଓଡିଶା  ମେହେର ଭୂଲିଆ ସମାଜର ରାଜ୍ୟ କାର୍ଯ୍ୟକାରୀ ସଭାପତି ସୁରେନ୍ଦ୍ର ମୋହନ ମେହେର ମୁଖ୍ୟ ଅତିଥି ଭାବରେ ଯୋଗଦେଇ ନୂତନ ଧର୍ମଶାଳାର ଉଦଘାଟନ କରିଛନ୍ତି  | ସେହିପରି ସମ୍ମାନୀତ ଅତିଥି ଭାବରେ  ବେଳପଡା ଭୂଲିଆ ସମାଜ ସଭାପତି ଚୂଡାମଣି ମେହେର, ସମାଜସେବୀ ଶ୍ରୀବତ୍ସ ମେହେର ପ୍ରମୁଖ ଉପସ୍ଥିତଥିଲେ |
ବୋଡାସମ୍ବର ଅଞ୍ଚଳର ବିଭିନ୍ନ ଜୋନ ରୁ ବହୁ ସଂଖ୍ୟାରେ ମହିଳା ଓ ପୁରୁଷ  ଯୋଗଦାନ କରିଥିଲେ | ମାଁ ସମଲେଶ୍ବରୀ,ସ୍ବଭାବ କବି ଗଙ୍ଗାଧର ମେହେର ଓ ବାବା ନୃସିଂହନାଥ ଙ୍କର ପ୍ରତିଛବି ରେ ପୁଷ୍ଷମାଲ୍ୟ ଦେଇ ପୂଜାର୍ଚ୍ଚନା କରାଯାଇଥିଲା | ସଂପାଦକ ପ୍ରସନ୍ନ କୁମାର ମେହେର ବିବରଣୀ ପଠନ  ଓ ଉଦେଶ୍ୟ ଜ୍ଞାପନ କରିଥିଲେ  | ସଭାପତି କେତନ କୁମାର ମେହେର ସମାଜର ବିଭିନ୍ନ ଦିଗ ଉପରେ ଆଲୋଚନା କରିଥିଲେ  | ସମାଜର ବରିଷ୍ଟ କାର୍ଯ୍ୟକର୍ତ୍ତା ଓ ଅତିଥି ମାନଙ୍କୁ ପୁଷ୍ପମାଲ୍ୟ ଓ ଉପଢୌକନ ଦେଇ ସମ୍ମାନୀତ କରାଯାଇଥିଲା | ଭୂଲିଆ ସମାଜ  ଝିଅମାନେ - ଶୀଖା,ବର୍ଷା ଓ ପ୍ରୀୟା ପ୍ରମୁଖ  ସ୍ବାଗତ ସଂଙ୍ଗୀତ ପରିବେଷଣ କରିଥିଲେ | ପରିଶେଷରେ ଶ୍ରୀଯୁକ୍ତ ଗୋରୀଶଙ୍କର ମେହେର ଧନ୍ୟବାଦ ଅର୍ପଣ କରିଥିଲେ |


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like