-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||     

HOME   ଜିଲ୍ଲା

ହରଗୈ।ରୀ ଙ୍କ ପୀଠରେ କୁଙ୍କୁମ ପୂଜା ଭାଗନେଲେ ଶତାଧିକ ମହିଳା

12-Oct-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ହରଗୈ।ରୀ ଯାତ୍ରା ର ସପ୍ତମ ଦିବସରେ ବହୁ ପ୍ରତିକ୍ଷିତ କୁଙ୍କୁମ ପୂଜା ଅନୁଷ୍ଠିତ ହୋଇଯାଇଛି ।  ଢେରାପଡା ରେ ଅନୁଷ୍ଠିତ
 ହରଗୈ।ରୀ ଯାତ୍ରା ସମୟରେ ଏହି କୁଙ୍କୁମ ପୂଜା ରେ ବସିବା ପାଇଁ ସମସ୍ତ ମହିଳା ଙ୍କ ମଧ୍ୟରେ ଅନେକ ଅପେକ୍ଷା ଥାଏ। କୁଙ୍କୁମ ପୂଜା ସଧବା ନାରୀ ଓ ଅବିବାହିତ ଯୁବତୀ ମାନେ କରିଥାନ୍ତି। ଏହାଦ୍ବାରା ଅନେକ ପୂଣ୍ୟଫଳ ପ୍ରାପ୍ତି ହେବାସହ ପରିବାର ରେ ସୁଖଶାନ୍ତି , ଆରୋଗ୍ୟ ତଥା ଐଶ୍ୱର୍ଯ୍ୟ ଓ  ଯଶପ୍ରାପ୍ତି ହୋଇଥାଏ ବୋଲି ମନେ କରାଯାଏ । ତେଲୁଗୁ ପାନ୍ତୁଲୁ ଆଦିୱ।ନୀ ଦୁର୍ଗାପ୍ରସାଦ  ଙ୍କ ଗୁରୁ ଗମ୍ଭୀର ମନ୍ତ୍ରୋଚ୍ଚାରଣ ଓ ବ୍ରତଧାରୀ ଙ୍କ ହୁଳହୁଳି ରେ  ସମଗ୍ର ପୂଜାସ୍ଥଳି ରେ ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥିଲା। ସାଂସାରିକ ଶୁଭ୍ରତା , ଶାନ୍ତି ଓ ମହିଳା ଙ୍କ ଆୟୁ,  ସୁଭାଗ୍ୟ ପ୍ରାପ୍ତି ପାଇଁ ଏହି କୁଙ୍କୁମ ପୂଜା କରାଯାଇଥାଏ ।  ସେପଟେ ପ୍ରାତଃ ସମୟରୁ ମାଁ ବୁଢିମାଙ୍କ ଠାରେ ସ୍ଵତନ୍ତ୍ର ରୀତି ନୀତି ଅନୁଯାୟୀ ପୂଜାପାଠ ସହ ହରଗୈ।ରୀ ଙ୍କ ପୀଠରେ  ସୁପ୍ରଭାତମ୍ , ମହାପୂଜା ଓ ରୁଦ୍ରାଭିଷେକ ଅନୁଷ୍ଠିତ ହୋଇଥିଲା ଆଜି କର୍ତ୍ତା ଭାବରେ ରମୁ ଅଗ୍ରୱାଲ ଓ ଗୁତୁ ଲିଙ୍ଗରାଜ ପାତ୍ର ସପତ୍ନୀକ କାର୍ଯ୍ୟ ତୁଲାଇଥିଲେ। ସଂଧ୍ୟା ରେ 
ହରଗୈ।ରୀ ଙ୍କୁ ସ୍ଵ ଆସ୍ଥାନ ରୁ ଆଣି ନଗର ପରିକ୍ରମା କରାଇ ବିଭିନ୍ନ  ଦ୍ୱାର ସାମ୍ନାରେ  ଶ୍ରଦ୍ଧାଳୁ ହରଗୈ।ରୀ ଙ୍କ ପୂଜା କରିଥିଲେ।ଆଜି ହର ଙ୍କୁ ରାଉରକେଲା  ର ରିଙ୍କୁ ପାତ୍ର ଓ ଗୈାରୀ ଙ୍କୁ ମାଥିଲି ର ନମ୍ରତା ପାତ୍ର ମୁଣ୍ଡରେ ବୋହି ବିଭିନ୍ନ ସାହି ପରିକ୍ରମା କରିଥିଲେ। କାର୍ଯ୍ୟକ୍ରମ ରେ ସମ୍ବଲପୁର ର ପଞ୍ଚବାଦ୍ୟ ଅନୁଷ୍ଠାନ ପକ୍ଷରୁ   ଲୋକନାଚ ଗୀତ ପରିବେଷଣ ରେ ଢେର ରାତି ଯାଏ ଲୋକେ ମଜା ନେଇଥିଲେ।


News Comment




Photo in News

Advertisment
Lastest News
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026

You Might Also Like