-+91-9937148622 |

prerana_bgr@rediffmail.com |

  Wednesday 12th November 2025 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାବାଞ୍ଜି ପୋଲିସ ସହିତ ଏ ବି ଭି ପି ବାଂଲାଦେଶୀ ପ୍ରବାସୀ ଯାଞ୍ଚ ବିଷୟରେ ଆଲୋଚନା    (12-Nov-2025)       ||      ଝଲପ ପଲ୍ଲୀ ପ୍ରଗତି ପାଠାଗାରର ୩୬ତମ ପ୍ରତିଷ୍ଠା ଦିବସ ସମାରୋହ   (11-Nov-2025)       ||      କଣ୍ଟାବାଞ୍ଜି ପୋଲିସ ପକ୍ଷରୁ ୭ ଜଣ ଦାଦନ ଶ୍ରମିକ ଉଦ୍ଧାର    (11-Nov-2025)       ||      ସରକାରୀ ବାଳିକା ବିଦ୍ୟାଳୟରେ ଭ୍ରାମ୍ୟମାଣ ବିଜ୍ଞାନ ପ୍ରଦର୍ଶନୀ    (11-Nov-2025)       ||      ସୁବର୍ଣ୍ଣପୁର ଜିଲ୍ଲା ବନଖଣ୍ଡ ବିଭାଗ ପକ୍ଷରୁ ଓଡ଼ିଶା ବନାଞ୍ଚଳ ଉନ୍ନୟନ ପ୍ରକଳ୍ପ ପର୍ଯ୍ୟାୟ -୨ ର ସମୀକ୍ଷା ବୈଠକ   (11-Nov-2025)       ||      ଜେଏସ୍‌ଏମ୍ କଲେଜ ପକ୍ଷରୁ ଜାତୀୟ ଶିକ୍ଷା ଦିବସ ପାଳିତ   (11-Nov-2025)       ||      *ସୋନପୁର ବ୍ଲକ୍ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଅନୁଷ୍ଠିତ*   (11-Nov-2025)       ||      ବିନିକା ଗୋକୁଳାଷ୍ଟମୀ ମହୋତ୍ସବ,କୃଷ୍ଣ-ବଲରାମଙ୍କୁ ପଞ୍ଚବିଦ୍ୟା ପ୍ରଦାନ   (11-Nov-2025)       ||      ଅବସରପ୍ରାପ୍ତ ଶିକ୍ଷକ ବୁଧୁରାମଙ୍କ ପରଲୋକ   (11-Nov-2025)       ||      ବଲାଙ୍ଗୀର ଜିଲ୍ଲା ଦୌରା ଜଜ୍ ଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା   (11-Nov-2025)       ||      ବିଦ୍ୟୁତ ସୁରକ୍ଷା” ସମ୍ବନ୍ଧରେ ବିଶେଷତା ଏବଂ ଗୁଣବତ୍ତା ସମ୍ପର୍କିତ ତାଲିମ୍”   (11-Nov-2025)       ||      ବୁରୋମୁଣ୍ଡା ଅଲ ଇଣ୍ଡିଆ କ୍ରିକେଟ ଖେଳ - 2025 ର ଆଲୋଚନା ଓ ପ୍ରସ୍ତୁତି ବୈଠକ   (11-Nov-2025)       ||      ନୂଆପଡା ଉପନିର୍ବାଚନରେ ଦ୍ଵିତୀୟ ପ୍ରିଜାଇଡିଂ ଅଫିସର୍ ନିଲମ୍ବିତ l   (11-Nov-2025)       ||      ନୂଆପଡ଼ାରେ ଜୋରସୋର ମତଦାନ   (11-Nov-2025)       ||      ପ୍ରିଯାଇଡିଂ ଅଫିସର ନିଲମ୍ବିତ,   (11-Nov-2025)       ||      ୧କୋଟି ୩୮ଲକ୍ଷ ୯୪ ହଜାର ୩୫୬ଟଙ୍କା ମୂଲ୍ୟର ଅବକାରୀ ସାମଗ୍ରୀ , ୧୧ ବାଇକ୍ ,ଏକ ତିନି ଚକିଆ ଓ ଏକ ଚାରିଚକିଆ ଯାନ ଜବତ    (11-Nov-2025)       ||      ବିନିକା ଗୋକୁଳାଷ୍ଟମୀ ମହୋତ୍ସବ,କାରାଗୃହରେ କୃଷ୍ଣ ଜନ୍ମ   (11-Nov-2025)       ||      ‘କୋଶଳ ପ୍ରବାହ’ ରୌପ୍ୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   (11-Nov-2025)       ||      ବିନିକା ଗୋକୁଳାଷ୍ଟମୀ ମହୋତ୍ସବ,କାରାଗୃହରେ କୃଷ୍ଣ ଜନ୍ମ   (11-Nov-2025)       ||      ଓଡ଼ିଶା ଆଦିବାସୀ କଲ୍ୟାଣ ମହାସଂଘରୁ ବାଳକୃଷ୍ଣ ଶବରଙ୍କୁ ଅଧ୍ୟକ୍ଷ ପଦରୁ ବହିଷ୍କାର   (11-Nov-2025)       ||     

HOME   ଜିଲ୍ଲା

ବାଉରୀବନ୍ଧୁ ବେହେରା ପାଇଲେ ମୁଖ୍ୟମନ୍ତ୍ରୀ ବନ୍ୟପ୍ରାଣୀ ସୁରକ୍ଷା ସମ୍ମାନ -୨୦୨୫

12-Oct-2025



ଡେଲାଙ୍ଗ(ଦିଲ୍ଲୀପ କୁମାର ଧାଉଡିଆ )ଚଳିତ ବର୍ଷର ମୁଖ୍ୟମନ୍ତ୍ରୀ ବନ୍ୟପ୍ରାଣୀ ସୁରକ୍ଷା ସମ୍ମାନ -୨୦୨୫ ପୁରୀ ଜିଲ୍ଲା ନିମାପଡ଼ା ବ୍ଲକ ଅନ୍ତର୍ଗତ ମଠସାହି ଗ୍ରାମର ପ୍ରକୃତିବନ୍ଧୁ ବାଉରୀବନ୍ଧୁ ବେହେରା ଙ୍କୁ ପ୍ରଦାନ କରାଯାଇଅଛି |୭୧ତମ ବନ୍ୟପ୍ରାଣୀ ସପ୍ତାହ ପାଳନ ଅବସରରେ ତା ୦୮/୧୦/୨୦୨୫ ରିଖରେ ବାଲୁଖଣ୍ଡ ଅଭୟାରଣ୍ୟ ର ପ୍ରକୃତି ନିବାସ ଠାରେ ଆୟୋଜିତ ଉତ୍ସବରେ ଶ୍ରୀଯୁକ୍ତ ବେହେରା ଙ୍କୁ ପୁରୀ ବନଖଣ୍ଡ ଅଧିକାରୀ ସମ୍ମାନୀତ କରିଛନ୍ତି |ସମାଜସେବୀ ଶ୍ରୀଯୁକ୍ତ ବେହେରା ତାଙ୍କର ପ୍ରକୃତି ସୁରକ୍ଷା କାର୍ଯ୍ୟପାଇଁ ପ୍ରକୃତିବନ୍ଧୁ ପୁରସ୍କାର ପାଇ ଅଂଚଳ ପାଇଁ ଗୌରବ ଆଣିଦେଇଥିଲେ |ବନ୍ୟପ୍ରାଣୀ ସୁରକ୍ଷା ଉପରେ ଶ୍ରୀଯୁକ୍ତ ବେହେରା ଙ୍କର ତିନି ଗୋଟି ପୁସ୍ତକ ଯଥା : (୧)ବାଲୁଖଣ୍ଡ ଅଭୟାରଣ୍ୟ ରୁ ଜନପଦ ସହର (ପୃଷ୍ଠା -୩୭୬), (୨)ଏଡ଼ିସ ବଧ, (୩)ଶିକାରୀ ଶିକାର ପ୍ରକାଶ ପାଇ ପାଠକୀୟ ମହଲରେ ବହୁ ଆଦୃତ ହୋଇ ଆସୁଅଛି |ଆକାଶବାଣୀ କଟକ ଓ ଆକାଶବାଣୀ ପୁରୀ ରୁ ଶ୍ରୀଯୁକ୍ତ ବେହେରା ଙ୍କର ବହୁ ଆଲୋଚନା ଓ ଗାନ୍ଧୀ ଚର୍ଚ୍ଚା ପ୍ରସାରଣ ହୋଇ ଶ୍ରୋତୃମଣ୍ଡଳୀଙ୍କୁ ବିମୁଗ୍ଧ କରିଅଛି |ମୁଖ୍ୟମନ୍ତ୍ରୀ ବନ୍ୟପ୍ରାଣୀ ସୁରକ୍ଷା ସମ୍ମାନ ପାଇବାପରେ ଶ୍ରୀଯୁକ୍ତ ବେହେରା ଙ୍କ ପାଖକୁ ବହୁ ପ୍ରଶଂସା ର ସୁଅ ଛୁଟିବାରେ ଲାଗିଛି |


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାବାଞ୍ଜି ପୋଲିସ ସହିତ ଏ ବି ଭି ପି ବାଂଲାଦେଶୀ ପ୍ରବାସୀ ଯାଞ୍ଚ ବିଷୟରେ ଆଲୋଚନା    12-Nov-2025
  ଜିଲ୍ଲା  
ଝଲପ ପଲ୍ଲୀ ପ୍ରଗତି ପାଠାଗାରର ୩୬ତମ ପ୍ରତିଷ୍ଠା ଦିବସ ସମାରୋହ   11-Nov-2025
  ଜିଲ୍ଲା  
କଣ୍ଟାବାଞ୍ଜି ପୋଲିସ ପକ୍ଷରୁ ୭ ଜଣ ଦାଦନ ଶ୍ରମିକ ଉଦ୍ଧାର    11-Nov-2025
  ଜିଲ୍ଲା  
ସରକାରୀ ବାଳିକା ବିଦ୍ୟାଳୟରେ ଭ୍ରାମ୍ୟମାଣ ବିଜ୍ଞାନ ପ୍ରଦର୍ଶନୀ   11-Nov-2025
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲା ବନଖଣ୍ଡ ବିଭାଗ ପକ୍ଷରୁ ଓଡ଼ିଶା ବନାଞ୍ଚଳ ଉନ୍ନୟନ ପ୍ରକଳ୍ପ ପର୍ଯ୍ୟାୟ -୨ ର ସମୀକ୍ଷା ବୈଠକ   11-Nov-2025
  ଜିଲ୍ଲା  
ଜେଏସ୍‌ଏମ୍ କଲେଜ ପକ୍ଷରୁ ଜାତୀୟ ଶିକ୍ଷା ଦିବସ ପାଳିତ   11-Nov-2025
  ଜିଲ୍ଲା  
*ସୋନପୁର ବ୍ଲକ୍ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଅନୁଷ୍ଠିତ*   11-Nov-2025
  ଜିଲ୍ଲା  
ବିନିକା ଗୋକୁଳାଷ୍ଟମୀ ମହୋତ୍ସବ,କୃଷ୍ଣ-ବଲରାମଙ୍କୁ ପଞ୍ଚବିଦ୍ୟା ପ୍ରଦାନ   11-Nov-2025
  ଜିଲ୍ଲା  
ଅବସରପ୍ରାପ୍ତ ଶିକ୍ଷକ ବୁଧୁରାମଙ୍କ ପରଲୋକ   11-Nov-2025
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ଦୌରା ଜଜ୍ ଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା   11-Nov-2025
  ଜିଲ୍ଲା  
ବିଦ୍ୟୁତ ସୁରକ୍ଷା” ସମ୍ବନ୍ଧରେ ବିଶେଷତା ଏବଂ ଗୁଣବତ୍ତା ସମ୍ପର୍କିତ ତାଲିମ୍”   11-Nov-2025
  ଜିଲ୍ଲା  
ବୁରୋମୁଣ୍ଡା ଅଲ ଇଣ୍ଡିଆ କ୍ରିକେଟ ଖେଳ - 2025 ର ଆଲୋଚନା ଓ ପ୍ରସ୍ତୁତି ବୈଠକ   11-Nov-2025

You Might Also Like