-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ଜିଲ୍ଲା

ଫୂଟବଲ ଖେଳାଳୀ ଶଙ୍କର ଶର୍ମାଙ୍କ ବିୟୋଗରେ ରାମଧୁନ୍ କ୍ଲବ ପକ୍ଷରୁ ଶୋକଶୋଭା ଅନୁଷ୍ଠିତ

12-Oct-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ସ୍ଥାନୀୟ ଗାନ୍ଧି ଷ୍ଟାଡିୟମ ଠାରେ ରାମ ଧୂନ୍ କ୍ଲବ୍ ର ଫୂଟବଲ ଖେଳାଳୀ ଶଙ୍କର ଶର୍ମା (୨୯)ଙ୍କ ଅକାଳ ବିୟୋଗ ର ସ୍ମ୍ତତି ଉଦ୍ଦେଶ୍ୟରେ ଏକ ଶୋକଶୋଭା ଅନୁଷ୍ଠିତ ହୋଇଯାଇଛି l ରାମ ଧୂନ୍ କ୍ଲବ୍ ପକ୍ଷରୁ ଆୟୋଜିତ ସୁବର୍ଣ୍ଣପୁର ଜ଼ିଲ୍ଲା କ୍ରୀଡା ସଂଘ,  ବିଏସଏଫ କ୍ଳବ, ଇନଫିନିଟି ଆଥଲେଟିକ ଏକାଡେମୀ ର ମିଳିତ ସହଯୋଗ ରେ ଉଦୟମାନ ଫୁଟବଲ ଖେଳାଳୀ ତଥା ବେଷ୍ଟ ଡିଫେନ୍ସ ଖେଳାଳୀ ଶଙ୍କର ଙ୍କ ସ୍ମୃତି ଚାରଣ କରାଯିବା ସହ ଅମର ଆତ୍ମାର ସଦଗତି ପାଈଁ  ୨ ମିନିଟ ନିରବ ପ୍ରାର୍ଥନା କରାଯିବା ସହ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରାଯାଇଥିଲା l ଏବଂ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଏହି ଦୁଃଖଦ ସମୟରେ ଭଗବାନ ଅସୀମ ଧର୍ଯ୍ୟ ଓ ସାହସ ପ୍ରଦାନ ପାଇଁ ପ୍ରାର୍ଥନା କରଯାଇଥିଲା l ସୂଚନା ଯୋଗ୍ୟ ଯେ ଗତ ୩ ତାରିଖ ରାତିରେ ରାବଣ ପୋଡି ଉତ୍ସବରେ ସ୍ଥାନୀୟ ବ୍ଲକ ଛକ ଦୁର୍ଗାପୂଜା କମିଟି ତରଫରୁ ଅନୁଷ୍ଠିତ ସାଂସ୍କୃତିକ କାର୍ଯ୍ୟକ୍ରମରେ ଶଙ୍କର ଟେଣ୍ଟ ହାଉସର ଲାଇନମ୍ୟାନ ଭାବେ କାର୍ଯ୍ୟ କରୁଥିଲେ l ଏହି ସମୟରେ ଜେନେରେଟର ଲାଇନ୍‌ର ସଂସ୍ପର୍ଶରେ ଆସି ତାଙ୍କ ମୃତ୍ୟୁ ଘଟିଥିଲା l ଏହି ଅବସରରେ ଜିଲ୍ଲା କ୍ରୀଡା ସଂଘ ସମ୍ପାଦକ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଟିତ ଏହି ଶୋକ ସଭାରେ ରାମ ଧୁନ କ୍ଲବ୍ ସଭାପତି ରାଜୀବ ସାହୁ, ରବି ଦେହୁରୀ, ରଞ୍ଜୁ ସାହୁ, ହୃଷୀକେଶ ପଣ୍ଡା, ବିକାଶ ପଣ୍ଡା, ସୁଭାଷ ବିଶ୍ଵାଳ, ବି ଏସ ଏଫ୍ କ୍ଲବ୍ ର ସଭାପତି ରାଜୀବ ପଟ୍ଟନାୟକ, ଚାହିଦ୍ ମହଲଦାର, ଗୁରୁ ଦଳାଇ, ଶିବ ଶାଣ୍ଢ, କଲିମ୍ ମହମ୍ମଦ, ରାଜ କୁମାର୍ ନାଏକ, ଚନ୍ଦନ ବେହେରା, ଲିପୁନ ପଧାନ , ଅନିଲ ମହାରଣା ପ୍ରମୁଖ ରାମ ଧୂନ୍ କ୍ଲବ୍ ର ସମସ୍ତ ସଦସ୍ୟ ସ୍ୱର୍ଗୀୟ ଶଙ୍କର ଶର୍ମା ଙ୍କ ଫଟୋ ଚିତ୍ର ରେ ଧୂପ ପୁଷ୍ପ ପ୍ରଦାନ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ l ଓ ଶଙ୍କର ଙ୍କ ବିୟୋଗ ରେ ରାମ ଧୂନ୍ ଫୁଟ୍ ବଲ୍ କ୍ଲବ୍, ବି ଏସ ଏଫ୍ କ୍ଲବ, ଓ କ୍ରୀଡ଼ା ସଂଘ ର ଏକ ଅପୂରଣୀୟ କ୍ଷତି ଘଟିଛି ବୋଲି ମତ ପ୍ରକାଶ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like