-+91-9937148622 |

prerana_bgr@rediffmail.com |

  Sunday 19th July 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାବାଞ୍ଜି ଅଞ୍ଚଳ ରେ ଗୋ ବ୍ୟବସାୟୀ ପଛରେ କିଏ ?♦️ କାହିଁକି ବଲାଙ୍ଗୀର ଜିଲ୍ଲା ପ୍ରଶାସନ ଓ ପୋଲିସ ନିରବ   (19-Jul-2026)       ||      ଜିଲ୍ଲା ଲେଖକ ପରିଷଦ, ପକ୍ଷରୁ "ଭାବର ଭୂଇଁ ଗନ୍ଧମାର୍ଦ୍ଦନ ଆଲୋଚନାଚକ୍ର ଅନୁଷ୍ଠିତ   (19-Jul-2026)       ||      ଡାକ୍ତର ଭଗବାନ ଙ୍କ ଦ୍ୱିତୀୟ ଅବତାର: ଗୌତମ ରାୟ ♦️୫ ବରିଷ୍ଠ ଡାକ୍ତରଙ୍କୁ ଜୀବନ ବ୍ୟାପି ସାଧନା ସମ୍ମାନ ♦️୭୧ ଡାକ୍ତରଙ୍କୁ ସ୍ବତନ୍ତ୍ର ସମ୍ମାନ   (19-Jul-2026)       ||      ଏନ ଏଚ ବାଇପାସ ପାଇଁ ଲଖପାଲି ରାସ୍ତା କାଦୁଅମୟ: ଅତିରିକ୍ତ ଜିଲ୍ଲାପାଳଙ୍କୁ BMM ଓ ଗ୍ରାମବାସୀଙ୍କ ଦାବିପତ୍ର   (19-Jul-2026)       ||      ୟନେକ୍ସ - ସନରାଇଜ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଘାଟିତ♦️ ଯୋଗ ଦେଲେ ୨୫୦ ରୁ ଉର୍ଦ୍ଧ୍ୱ ପ୍ରତିଯୋଗୀ   (19-Jul-2026)       ||      ସ୍ୱର୍ଗତ ସୁଶୀଲ ଭୁଏଙ୍କ ପରିବାରକୁ ଓଷ୍ଟା ପକ୍ଷରୁ ଆର୍ଥିକ ସହାୟତା ପ୍ରଦାନ ,ସଂଘର ସାମାଜିକ ବଦାନ୍ୟତାକୁ ସବୁଠି ପ୍ରଶଂସା   (19-Jul-2026)       ||      ମାନବ ସେବା ହିଁ ମାଧବ ସେବା " ଅତାବିରାରେ ସ୍କାଉଟ-ଗାଇଡ୍ ଓ ରେଡକ୍ରସର ରଥଯାତ୍ରା ସେବା ଶିବିର ଉଦ୍‌ଘାଟିତ   (19-Jul-2026)       ||      *କୋଶୋଲି ବରନ ବୋଧ ପାଣ୍ଡୁଲିପି ର ଉନ୍ମୋଚନ*-   (19-Jul-2026)       ||      ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜାତି ମୋର୍ଚ୍ଚା ସାଂଗଠାନିକ ବୈଠକ ଅନୁଷ୍ଠିତ।   (19-Jul-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍ ସଫଳତା ପାଇଁ କୁନି ପ୍ରତିଭା ନିଖିଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା   (19-Jul-2026)       ||      ଜେଏସ୍ ଏମ କଲେଜ ଅଫ୍ କମର୍ସରେ ଷଷ୍ଠ ତମ ଗ୍ରାଜୁଏସନ୍ ଦିବସ ପାଳିତ   (19-Jul-2026)       ||      ନବଭାରତୀ ରେ ନୂତନ ବିଦ୍ଯାଳୟ ପରିଚାଳନା କମିଟି ଗଠନ,   (19-Jul-2026)       ||      ମହିଳା ମାନଙ୍କୁ ସ୍ୱାବଲମ୍ବୀ କରିବାକୁ ଏକ ପ୍ରୟାସ   (19-Jul-2026)       ||      ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର   (18-Jul-2026)       ||      କବୟତ୍ରୀ ସରସ୍ବତୀ ମିଶ୍ର ଙ୍କ " ଛନେ ଆ" କୋସଲି କବିତା ବହି ମୁକୁଲାନ    (18-Jul-2026)       ||      ପ୍ରଦୂଷଣ ନିୟମ ଉଲ୍ଲଂଘନ : ଅଗ୍ରସେନ ସ୍ପଞ୍ଜକୁ ସିଲ୍ କଲା ଏସପିସିବି   (18-Jul-2026)       ||      ଚାଷୀଙ୍କ ଜମିରେ ରାସ୍ତା ! କ୍ଷତିପୁରଣ ଦାବୀ ନେଇ ରାସ୍ତାରେ କଂଟାବାଡ ରୋଗୀ ନେଇ ଆସୁଥୁବା ଆମ୍ବୁଲାନ୍ସ ଫେରିଗଲା, ତଦନ୍ତ ଜାରି   (18-Jul-2026)       ||      ବରପାଲି ରେ ପଞ୍ଚାୟତ ସମିତି ବୈଠକ   (18-Jul-2026)       ||      *ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର*   (18-Jul-2026)       ||      *ସର୍ବଭାରତୀୟ ନିଟ ୟୁଜି ପରୀକ୍ଷାରେ ଆଶିର୍ବାଦ ଙ୍କ କମାଲ*   (18-Jul-2026)       ||     

HOME   ଜିଲ୍ଲା

ଭାଳିଆମୁଣ୍ଡା ରେ ଆନ୍ତଃ ଜିଲା ଫୁଟବଲ ଟୁର୍ନାମେଣ୍ଟ ଉଦ୍‌ଘାଟିତ

12-Oct-2025



ଲୋଇସିଂହା, (ପ୍ରେରଣା ଖବର) ପବିତ୍ର ଗଜଲକ୍ଷ୍ମୀ ପୂଜା ଅବସରରେ ବଲାଙ୍ଗୀର ଜିଲ୍ଲା ଲୋଇସିଂହା ବ୍ଲକ ଭାଲିଆମୁଣ୍ଡା  ଖେଳ ପଡିଆଠାରେ ମାଁ ଗଜଲକ୍ଷ୍ମୀ ପୂଜା କମିଟି ଆନୁକୁଲ୍ୟରେ ଛଅ ଦିନ ଧରି ଚାଲିଥିବା ଆନ୍ତଃ ଜିଲା ଫୁଟବଲ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। ଉକ୍ତ ଟୁର୍ନାମେଣ୍ଟରେ ଓଡିଶାର ବିଭିନ୍ନ ଜିଲାର ପ୍ରତିଷ୍ଠିତ ଆଠ ଟି ଫୁଟବଲ ଦଳ ଭାଗ ନେଇଥିଲେ।  ଟୁର୍ନାମେଣ୍ଟ ର ଫାଇନାଲ ମ୍ୟାଚ ସୋନପୁର ଏମ.ଏମ.ଏଫ.ସି ଓ ଫୁଲବାଣୀ ବି.ଏଫ.ଏ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଏଥିରେ ସୋନପୁର ଦଳ ଫୁଲବାଣୀ ଦଳକୁ ୪-୦ ଗୋଲ ଦେଇ ଏକତରଫା ଭାବେ ବିଜୟ ହାସଲ କରି ଚାମ୍ପିୟନ ହୋଇଥିଲା l ପୁରସ୍କାର ବିତରଣ ଉତ୍ସବ ରେ ମୁଖ୍ୟଅତିଥି ଭାବେ ବିଜେଡ଼ି ନେତା ଆକାଶ ମିଶ୍ର ଯୋଗଦେଇ ଚମ୍ପିୟାନ ସୋନପୁର ଦଳ କୁ ନଗଦ ଦଶହଜାର ଟଙ୍କା ର ପୁରସ୍କାର ରାଶି ସହ ଚମ୍ପିୟନ ଟ୍ରଫି ପ୍ରଦାନ କରିଥିଲେ । ସମ୍ମାନିତ ଅତିଥି ଭାବେ ବାଦିବାହାଲ ସରପଞ୍ଚ ପ୍ରଶାନ୍ତ ତ୍ରିପାଠୀ ଯୋଗଦେଇ ଉପ ବିଜେତା ଦଳ କୁ ନଗଦ ସାତ ହଜାର ଟଙ୍କା ର ପୁରସ୍କାର ରାଶି ସହ ଉପ ବିଜେତା ଟ୍ରଫି ପ୍ରଦାନ କରିଥିଲେ। ଅନ୍ୟତମ ଅତିଥି ଭାବେ ବୁର୍ଡା ସରପଞ୍ଚ ସୁଦିପ ସା,କୁଶମେଲ ସରପଞ୍ଚ କସ୍ତୁବ ସାହୁ,ବାଦିବାହାଲ ସମିତିସଭ୍ୟ ଅଜିତ ବେହେରା ପ୍ରମୁଖ ଯୋଗଦେଇ ଟୁର୍ନାମେଣ୍ଟ ର ଶ୍ରେଷ୍ଠ ଖେଳାଳି ଭାବେ ସୋନପୁର ଦଳ ର ଦେବରାଜ ସା,ଫାଇନାଲ ମ୍ୟାଚ ର ଶ୍ରେଷ୍ଠ ଖେଳାଳି ଭାବେ ସୋନପୁର ଦଳ ର ବଣ୍ଟି ଙ୍କୁ ପୁରସ୍କୃତ କରିଥିଲେ ।ଏହି ଅବସରରେ ଲୋଇସିଂହା ମହକ ଟିଭି ପ୍ରତିନିଧି ମହେଶ କର, ସମାଜ ଖବରକାଗଜ ପ୍ରତିନିଧି ସାରଙ୍ଗ ଭୋଇ, ପ୍ରେରଣା ଖବର ପ୍ରତିନିଧି ବିନୋଦ ଦୀପ ଓ ସମସ୍ତ ମ୍ୟାଚ ରେଫରୀ ଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଆଜିର ଫାଇନାଲ ଖେଳ କୁ ସଂଜୀବ ସାହୁ, ସୁଶାନ୍ତ ବାଗ ଓ ଖୁଜାର ମହମ୍ମଦ ପରିଚାଳନା କରିଥିବା ବେଳେ କୁଲୁ ଭୋଇ ଧାରାବିବରଣୀ ପ୍ରଦାନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାବାଞ୍ଜି ଅଞ୍ଚଳ ରେ ଗୋ ବ୍ୟବସାୟୀ ପଛରେ କିଏ ?♦️ କାହିଁକି ବଲାଙ୍ଗୀର ଜିଲ୍ଲା ପ୍ରଶାସନ ଓ ପୋଲିସ ନିରବ   19-Jul-2026
  ଜିଲ୍ଲା  
ଜିଲ୍ଲା ଲେଖକ ପରିଷଦ, ପକ୍ଷରୁ "ଭାବର ଭୂଇଁ ଗନ୍ଧମାର୍ଦ୍ଦନ ଆଲୋଚନାଚକ୍ର ଅନୁଷ୍ଠିତ   19-Jul-2026
  ଜିଲ୍ଲା  
ଡାକ୍ତର ଭଗବାନ ଙ୍କ ଦ୍ୱିତୀୟ ଅବତାର: ଗୌତମ ରାୟ ♦️୫ ବରିଷ୍ଠ ଡାକ୍ତରଙ୍କୁ ଜୀବନ ବ୍ୟାପି ସାଧନା ସମ୍ମାନ ♦️୭୧ ଡାକ୍ତରଙ୍କୁ ସ୍ବତନ୍ତ୍ର ସମ୍ମାନ   19-Jul-2026
  ଜିଲ୍ଲା  
ଏନ ଏଚ ବାଇପାସ ପାଇଁ ଲଖପାଲି ରାସ୍ତା କାଦୁଅମୟ: ଅତିରିକ୍ତ ଜିଲ୍ଲାପାଳଙ୍କୁ BMM ଓ ଗ୍ରାମବାସୀଙ୍କ ଦାବିପତ୍ର   19-Jul-2026
  ଜିଲ୍ଲା  
ୟନେକ୍ସ - ସନରାଇଜ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଘାଟିତ♦️ ଯୋଗ ଦେଲେ ୨୫୦ ରୁ ଉର୍ଦ୍ଧ୍ୱ ପ୍ରତିଯୋଗୀ   19-Jul-2026
  ଜିଲ୍ଲା  
ସ୍ୱର୍ଗତ ସୁଶୀଲ ଭୁଏଙ୍କ ପରିବାରକୁ ଓଷ୍ଟା ପକ୍ଷରୁ ଆର୍ଥିକ ସହାୟତା ପ୍ରଦାନ ,ସଂଘର ସାମାଜିକ ବଦାନ୍ୟତାକୁ ସବୁଠି ପ୍ରଶଂସା   19-Jul-2026
  ଜିଲ୍ଲା  
ମାନବ ସେବା ହିଁ ମାଧବ ସେବା " ଅତାବିରାରେ ସ୍କାଉଟ-ଗାଇଡ୍ ଓ ରେଡକ୍ରସର ରଥଯାତ୍ରା ସେବା ଶିବିର ଉଦ୍‌ଘାଟିତ   19-Jul-2026
  ଜିଲ୍ଲା  
*କୋଶୋଲି ବରନ ବୋଧ ପାଣ୍ଡୁଲିପି ର ଉନ୍ମୋଚନ*-   19-Jul-2026
  ଜିଲ୍ଲା  
ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜାତି ମୋର୍ଚ୍ଚା ସାଂଗଠାନିକ ବୈଠକ ଅନୁଷ୍ଠିତ।   19-Jul-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍ ସଫଳତା ପାଇଁ କୁନି ପ୍ରତିଭା ନିଖିଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା   19-Jul-2026
  ଜିଲ୍ଲା  
ଜେଏସ୍ ଏମ କଲେଜ ଅଫ୍ କମର୍ସରେ ଷଷ୍ଠ ତମ ଗ୍ରାଜୁଏସନ୍ ଦିବସ ପାଳିତ   19-Jul-2026
  ଜିଲ୍ଲା  
ନବଭାରତୀ ରେ ନୂତନ ବିଦ୍ଯାଳୟ ପରିଚାଳନା କମିଟି ଗଠନ,   19-Jul-2026

You Might Also Like