-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||     

HOME   ଜିଲ୍ଲା

ଅଞ୍ଚଳର ବିକାଶରେ ବରିଷ୍ଠ ନାଗରିକ ଓ ଗଣମାଧ୍ୟମ ଭୂମିକା ଗୁରୁତ୍ୱପୂର୍ଣ୍ଣ , ରେଢାଖୋଲ ସାମ୍ବାଦିକ ସଂଘର ଆଲୋଚନାଚକ୍ର

29-Jan-2021



ରେଢାଖୋଲ(ଅନିଲ କୁମାର ପୃଷ୍ଟି): ବରିଷ୍ଠ ନାଗରିକଙ୍କ ଜ୍ଞାନ ଓ ଗଣମାଧ୍ୟମର ଭୂମିକା ଆମ ସମାଜ ବିକାଶ ପାଇଁ ଆଜିର ସମୟରେ ନିହାତି ଜରୁରୀ। ସମ୍ବଲପୁର ଜିଲ୍ଲା ରେଢାଖୋଲ ସାମ୍ବାଦିକ ସଂଘ ପକ୍ଷରୁ ଆୟୋଜିତ ଏକ ଆଲୋଚନାଚକ୍ରରେ 'ଆମ ଅଞ୍ଚଳର ବିକାଶରେ ବରିଷ୍ଠ ନାଗରିକ ଓ ସାମ୍ବାଦିକଙ୍କ ଭୂମିକା' କୁ ନେଇ ଆମନ୍ତ୍ରିତ  ଉପସ୍ଥିତ ଅତିଥି ମାନେ ମତ ପ୍ରକାଶ କରିଛନ୍ତି। ଏହି ପରିପ୍ରେକ୍ଷୀରେ ରେଢାଖୋଲ ସାମ୍ବାଦିକ  ସଂଘ ପକ୍ଷରୁ ନାକଟିଦେଉଳ ବ୍ଲକ ସରାପାଲି ପଞ୍ଚାୟତର ରାଜୀବ ଗାନ୍ଧୀ ଭବନରେ ସଂଘର ସଭାପତି ରମାକାନ୍ତ ମହାନନ୍ଦଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଆଲୋଚନାଚକ୍ରରେ  ନାକଟିଦେଉଳ ବିଡ଼ିଓ ବିବେକା ନନ୍ଦ ସାହୁ ମୁଖ୍ୟ ଅତିଥି , ନାକଟିଦେଉଳ ତହସିଲଦାର ସୁକାନ୍ତ କୁମାର ନାଏକ ସମ୍ମାନୀତ ଅତିଥି, ବରିଷ୍ଠ ନାଗରିକ ହୃଷିକେଶ ସାହୁ, ବରିଷ୍ଠ ସାମ୍ବାଦିକ ରବୀନ୍ଦ୍ର ନାଥ ପ୍ରଧାନ ପ୍ରମୁଖ ଯୋଗ ଦେଇ ଅଞ୍ଚଳର ପର୍ଯ୍ୟଟନ ସ୍ଥଳୀ ଭୀମ ମଣ୍ଡଳୀ, ଦେଦରା, କୁଲାଡେରାର ବିକାଶ ତଥା ଅନୁପ୍ରବେଶକାରୀ ସମସ୍ୟା, କଲେଜର ଅନୁଦାନ ସମସ୍ୟା, ଶିକ୍ଷା ସମସ୍ୟା, ସାଧାରଣ ଲୋକଙ୍କ ପାଖରେ ସରକାରୀ ଯୋଜନା ନ ପହଞ୍ଚିବା  ଏହାର ଉପରେ ସମସ୍ତଙ୍କର ଗୁରୁ ଦାୟିତ୍ୱ ରହିଛି ବୋଲି ନିମନ୍ତ୍ରିତ ଅତିଥି ମାନେ ମତବ୍ୟକ୍ତ କରିଛନ୍ତି। ଗାଁ ଗହଳିରେ ଲୁଚି ଯାଉଥିବା ଖବର ଉପରେ ଗୁରୁତ୍ୱ ଦେବା ପାଇଁ ସାମ୍ବାଦିକ ମାନେ ମତ ପ୍ରକାଶ କରିଥିଲେ।

ଏହି କାର୍ଯ୍ୟକ୍ରମରେ ବରିଷ୍ଠ ନାଗରିକ ଅଚ୍ୟୁତାନନ୍ଦ ବିଶ୍ୱାଳ, ପୂର୍ବତନ ଜିଲ୍ଲା ପରିଷଦ ବିପିନ ବିହାରୀ ପ୍ରଧାନ,  ଅବସର ପ୍ରାପ୍ତ ଶିକ୍ଷକ ଗୋପୀ ନାଥ ପ୍ରଧାନ ନାକଟିଦେଉଳ ଡିଗ୍ରୀ  କଲେଜ ଅଧ୍ୟକ୍ଷ ସୁଧୀର କୁମାର ସାହୁ, ସାମ୍ବାଦିକ ଜୟନ୍ତ ଖଡ଼ିରତ୍ନ, ପ୍ରସନ୍ନ କୁମାର ପ୍ରଧାନ, ସରତ କୁମାର ପ୍ରଧାନ, ଶଙ୍କର ପୃଷ୍ଟି, ସରୋଜ ସାହୁ, ରୋହିତ ଭୋଇ, ସରୋଜ ରାଉତ, ରଶ୍ମିତା ରାଉତ, ପରୀକ୍ଷିତ ଦାସ, ଜିତେନ୍ଦ୍ର କୁମାର ସାହୁ, ଅରୁଣ କୁମାର ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ। ଶେଷରେ ସଂଘର ସମ୍ପାଦକ କନ୍ଦର୍ପ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026

You Might Also Like