-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||      ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||      ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   (31-Oct-2026)       ||      ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   (31-Oct-2026)       ||      ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   (31-Oct-2026)       ||      ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   (31-Oct-2026)       ||      ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   (31-Oct-2026)       ||      ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   (31-Oct-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      *ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   (31-Oct-2026)       ||      ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   (31-Oct-2026)       ||      ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   (31-Oct-2026)       ||      ପଦୋନ୍ନତି ପାଇଲେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପ୍ରଧାନ; - ଶ୍ରମ ବିଭାଗ ର ଯୁଗ୍ମ ସଚିବ ଭାବେ ଯୋଗ ଦେବେ -   (31-Oct-2026)       ||     

HOME   ଜିଲ୍ଲା

ଭରସୁଜ ଓ ଲକ୍ଷ୍ମଣପାଳି ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ

14-Oct-2025



ଆଗଲପୁର, (ବିନୋଦ ଦୀପ) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ଭରସୂଜା ଓ ଲକ୍ଷ୍ମଣପ।ଲି ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ପ୍ରଥମେ ଲଖନପାଲି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ଉଦଘାଟନ ଉତ୍ସବ ରେ   ମୁଖ୍ୟଅତିଥି ଭାବେ ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ୟାମ ମେହେର ଯୋଗଦେଇ ଥିବା ବେଳେ l ମୁଖ୍ୟବକ୍ତା ଭାବେ ପୂର୍ବତନ ବଲାଙ୍ଗୀର ପ୍ରକଳ୍ପ ନିର୍ଦ୍ଦେଶକ ଜଳଛାୟା ର ସୋମନାଥ ସାହୁ , ସ୍ଥାନୀୟ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଗୋବିନ୍ଦଚନ୍ଦ୍ର ଭୋଇ ସଭାପତିତ୍ୱ ନିର୍ବାହ କରିଥିବା ବେଳେ ପୂର୍ବତନ ନୁନିଆପ।ଲି ଗ୍ରାମ ପଞ୍ଚାୟତ ସମିତିସଭ୍ୟ ନୁରାଚାନ୍ଦ ସାହୁ  ଓ ଏହି ସଭା ରେ ସନୋଜ କୁମ୍ଭାର ମଞ୍ଚ ପରିଚାଳନା କରିଥିଲେ l ସର୍ବ ମୋଟ ୯ ଟି ସ୍କୁଲ ର ୧୧୮ ଜଣ ଛାତ୍ର ଛାତ୍ରୀ ୨୨ ଟି ପ୍ରତିଯୋଗିତାରେ ଭାଗ ନେଇ ଥିଲେ । ଏହି ଅବସର ରେ ନୁନିଆପ।ଳି ଗ୍ରାମ ର ବଳରାମ ସାହୁ ଓ ଏ ଏସ ପରୀକ୍ଷାରେ 140 ରେଂକ୍ ରଖି କୃତ୍ କାର୍ଯ୍ୟ ଯୋଗୁଁ ତାଙ୍କୁ ମାନପତ୍ର ଓ ଉପଢଉକନ ଦେଇ ସମ୍ମାନିତ କରାଯାଇଥିଲା ।  ଶେଷରେ ସି ଅର୍ ସି ସି ସନୋଜ୍ କୁମ୍ଭାର ଅତିଥି ଙ୍କୁ ଧନ୍ୟବାଦ ଦେଇ ସଭା ସାଙ୍ଗ ଘୋଷଣା କରିଥିଲେ ।ଏହାପରେ ସଂ।ସ୍କୃତିକୁ କାର୍ଯ୍ୟକ୍ରମ କରାଯାଇଥିଲା l ସେହି ପରି ଛେଲିଆପ। ଟ ନୋଡାଲ ଉଚ୍ଚ ବିଦ୍ୟାଳୟ ର ଉଦଘାଟନ ଉତ୍ସବ ରେ ଭରସୂଜ। ସରପଞ୍ଚ ଉମାକାନ୍ତ ସାହୁ ଯୋଗ ଦେଇଥିବା ବେଳେ ମୁଖ୍ୟବକ୍ତା ଭାବ ସନାତନ ସାହୁ , ସଭାର ସଭାପତି ଭାବେ ଆଦିକନ୍ଦ ସାହୁ  ଓ ପ୍ରଧାନ ଶିକ୍ଷୟିତ୍ରି ସୁଜାତା ସାହୁ , ସି ଆର ସି ସି ରମେଶ ତ୍ରିପାଠୀ  ଏବଂ  ମଞ୍ଚ କୁ ଦିଲ୍ଲୀପ ଡାଙ୍ଗ ପରିଚାଳନା କରିଥିଲେ l ଏହି ଉତ୍ସାବ ରେ ସର୍ବ ମୋଟ 105 ଜଣ ଛାତ୍ର ଛାତ୍ରୀ 22 ଟି ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ l ଉକ୍ତ ସୁରଭି କାର୍ଯ୍ୟ କ୍ରମ ରେ 11 ଟି ବିଭିନ୍ନ ବିଦ୍ୟାଳୟ ର ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ l ଶେଷରେ ସି ଆର ସି ସି ରମେଶ ତ୍ରିପାଠୀ ଧନ୍ୟବାଦ ଦେଇ ସଭା ସାଙ୍ଗ ଘୋଷଣା କରି ଥିଲେ । ଏହାପରେ ଛ।ତ୍ର ଛତ୍ରି ମାନେ ସଂ।କୃତିକ କାର୍ଯ୍ୟକ୍ରମ ରେ ଭାଗ ନେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ   01-Nov-2026
  ଜିଲ୍ଲା  
ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   01-Nov-2026
  ଜିଲ୍ଲା  
ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ   01-Nov-2026
  ଜିଲ୍ଲା  
ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ   01-Nov-2026
  ଜିଲ୍ଲା  
ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   01-Nov-2026
  ଜିଲ୍ଲା  
ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   01-Nov-2026
  ଜିଲ୍ଲା  
ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Nov-2026
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   31-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   31-Oct-2026
  ଜିଲ୍ଲା  
ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   31-Oct-2026
  ଜିଲ୍ଲା  
ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    31-Oct-2026
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   31-Oct-2026

You Might Also Like