-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   (24-Oct-2026)       ||      କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   (24-Oct-2026)       ||      ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||     

HOME   ଜିଲ୍ଲା

ବିଷାକ୍ତ ମଦ ପିଇ ୪ ମୃତ, ପୋଲିସ ଏବଂ ଅବକାରୀ ବିଭାଗର ୧୨ ଅଧିକାରୀ ନିଲମ୍ବିତ

29-Jan-2021



ଜୟପୁର (ପ୍ରେରଣା ଖବର ବ୍ୟୁରୋ) ବିଷାକ୍ତ ମଦ୍ୟ ପାନ କରି ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଏହି ଘଟଣା ରାଜସ୍ଥାନର ଭିଲାବାଡ଼ାରେ ଘଟିଛି। ମଦ ମୃତ୍ୟୁ ଘଟଣା ପରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ ପୋଲିସ ଏବଂ ଅବକାରୀ ବିଭାଗର ୧୨ ଅଧିକାରୀଙ୍କୁ ନିଲମ୍ବିତ କରିଛନ୍ତି। ଏଭଳି ଘଟଣା ନିକଟରେ ମଧ୍ୟପ୍ରଦେଶର ମୁରୈନା ଜିଲ୍ଲାରେ ଘଟିଥିଲା। ବିଷାକ୍ତ ମଦ ପିଇ ୨୪ରୁ ଅଧିକ ଲୋକଙ୍କ ଜୀବନ ଯାଇଥିଲା।

ମିଳିଥିବା ସୂଚନା ଅନୁସାରେ ବିଷାକ୍ତ ମଦ ପିଇ ମୃତ୍ୟୁ ହୋଇଥିବା ଘଟଣା ଗୁରୁବାର ରାତିରେ ସାରନର ଖେଡ଼ାରେ ଘଟିଛି। ଗାଁର କିଛି ଲୋକ ବିଷାକ୍ତ ମଦ ପିଇ ଦେଇଥିଲେ। ଏବେ ସୁଦ୍ଧା ୪ ଜଣଙ୍କ ମୃତ୍ୟୁ ହୋଇଛି। ଅନ୍ୟପଟେ ଅବକାରୀ ବିଭାଗ ସରକାରୀ ମଦ ଦୋକନରୁ ମଦ ଜବତ କରିବା ସହ ପରୀକ୍ଷା ପାଇଁ ପଠାଇଛି।
ମଦ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ତ୍ବରିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପୋଲିସ ଏବଂ ଅବକାରୀ ବିଭାଗର ୧୨ ଜଣ ଅଧିକାରୀଙ୍କୁ ନିଲମ୍ବିତ କରିବା ସହ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏଁ କ୍ଷତିପୂରଣ ଘୋଷଣା କରିଛନ୍ତି ରାଜସ୍ଥାନ ମୁଖ୍ୟମନ୍ତ୍ରୀ । ଏହା ସହ ଅସୁସ୍ଥ ବ୍ୟକ୍ତିଙ୍କ ପାଇଁ ୫୦ ହଜାର ଟଙ୍କା ଲେଖାଏଁ ଘୋଷଣା କରାଯାଇଥିବା ଜଣାପଡ଼ିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   24-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   24-Oct-2026
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026

You Might Also Like