-+91-9937148622 |

prerana_bgr@rediffmail.com |

  Thursday 5th November 2026 |

| | | |

R.N.I. Regd No. ODIODI/2010/46693

Breaking News

କୁଟାସିଂହା ଅଙ୍ଗ ନଦୀ ଉପରେ ଇନ୍-ଷ୍ଟ୍ରିମ୍ ଷ୍ଟୋରେଜ ଷ୍ଟ୍ରକଚର(ବ୍ୟାରେଜ) ନିର୍ମାଣ ପ୍ରକଳ୍ପ ଅନୁମୋଦିତ   (05-Nov-2026)       ||      ବିଦ୍ୟାଧରପୁର କାଳୀପୂଜା ପ୍ରସ୍ତୁତି ୩୧ ମଣ୍ଡପରେ ପୂଜା ; ୧୮ରେ ଭସାଣି   (05-Nov-2026)       ||      କଣ୍ଟାବାଞ୍ଜି ପୁଲିସର ସଫଳତା ♦️ବସଷ୍ଟାଣ୍ଡରୁ ଉଦ୍ଧାର ହେଲେ ବେଆଇନ ୧୪ ଦାଦନ ଶ୍ରମିକ    (05-Nov-2026)       ||      ବଲାଙ୍ଗୀର ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳତା ଓ ଲୁକ୍କାୟିତ ଦକ୍ଷତାର ପରିପ୍ରକାଶ ପାଇଁ ସୁରଭି ଏକ ସୁନ୍ଦର ମଞ୍ଚ"   (04-Nov-2026)       ||      ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   (04-Nov-2026)       ||      ଯୁଗ୍ମ ସଚିବଙ୍କ ମହାବିଦ୍ୟାଳୟ ପରିଦର୍ଶନ   (04-Nov-2026)       ||      ସ୍ୱପ୍ନର ଡେଣା ମେଲାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ: ୨୮୮ ପ୍ରତିଭାର ନବସୃଜନ ଉତ୍ସବ   (04-Nov-2026)       ||      ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   (04-Nov-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ    (04-Nov-2026)       ||      ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   (04-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   (04-Nov-2026)       ||      ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   (04-Nov-2026)       ||      ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||     

HOME   ଜିଲ୍ଲା

ପ୍ରାଣୀ ବିଜ୍ଞାନ ବିଭାଗର ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ

18-Oct-2025



କନ୍ଧମାଳ ଜିଲ୍ଲା ଟିକାବାଲି ଏ ଏମ୍ ସି ଏସ୍  ମହାବିଦ୍ୟାଳୟର ପ୍ରାଣୀ ବିଜ୍ଞାନ ବିଭାଗର ପ୍ରଥମ ବର୍ଷ ସ୍ନାତକ,  ସ୍ନାତକୋତ୍ତର ଛାତ୍ର ଛାତ୍ରୀଙ୍କୁ ବରିଷ୍ଠ ଛାତ୍ର ଛାତ୍ରୀମାନେ ସ୍ୱାଗତ ସମ୍ବର୍ଦ୍ଧନା ଦେଇଥିଲେ । ଅଧ୍ୟକ୍ଷ ଦୀନବନ୍ଧୁ ମହାନ୍ତି ସଭାପତିତ୍ୱ କରି ଜୀବେ ଦୟା ଓ ପ୍ରାଣୀର ସୁରକ୍ଷା ଉପରେ ବକ୍ତବ୍ୟ ରଖିଥିଲେ । ଅଧ୍ୟାପକ ତୁଷାରକାନ୍ତ ପଣ୍ଡା ଅତିଥିଙ୍କୁ ସ୍ୱାଗତ କରିଥିବା ବେଳେ  ବିଭାଗୀୟ ମୁଖ୍ୟ ବିରୁପାକ୍ଷ ମିଶ୍ର ଅତିଥି ପରିଚୟ ଓ କାର୍ଯ୍ୟକ୍ରମର ଆଭିମୁଖ୍ୟ ଉପରେ ଆଲୋକପାତ କରିଥିଲେ । କାର୍ଯ୍ୟକ୍ରମରେ ଅଧ୍ୟାପକ ବିଷ୍ଣୁ ପ୍ରସାଦ ରଥ , ନରେନ୍ଦ୍ର ଦିଗାଳ , ବନମାଳୀ ବେହେରା , ବିରୁପାକ୍ଷ ତ୍ରିପାଠୀ , ରମେଶ କୁମାର ସାହୁ, ଶଙ୍କର ପାଢ଼ୀ , ରତନ କୁମାର ଦିଗାଳ , ଜ୍ଞାନ ଳରଞ୍ଜନ ଭୋଇ , ଅଭୟ ପ୍ରଧାନ , ବରିଷ୍ଠ କାର୍ଯ୍ୟାଳୟ ସହାୟକ ମନୋଜ କୁମାର ଭୋଇ , ଅଧ୍ୟାପିକା ଶିବାନୀ କହଁର , ସ୍ମୃତିରେଖା ନାୟକ , ସ୍ମିତା ସାହୁ , ଶ୍ରଦ୍ଧାଞ୍ଜଳି ସାହୁ ଯୋଗ ଦେଇ ନିଜ ନିଜ ବକ୍ତବ୍ୟ ରଖିଥିଲେ । କାର୍ଯ୍ୟକ୍ରମକୁ ବିଭାଗର ଅଧ୍ୟାପିକା ମିରାମ୍ବିକା , ସୁଭସ୍ମିତା ସାହୁ , ଅଧ୍ୟାପକ ସିଦ୍ଧାର୍ଥ ନାୟକ ପରିଚାଳନା କରିଥିବା ବେଳେ ଛାତ୍ରୀ ଲିସା ଭାରତୀ କଁହର ,ପ୍ରିତି ମହାନ୍ତୋ, ଛାତ୍ର ସୁମିତ କୁମାର ସାହୁ , ଅବିନାଶ ବେହେରା ମଞ୍ଚ ସଞ୍ଚାଳନ କରିଥିଲେ । ଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମକୁ ଛାତ୍ରୀ  ସ୍ଵାଗତିକା ମାଝୀ ପରିଚାଳନା କରିଥିଲେ 

(ରିପୋର୍ଟ: ରମେଶ ଚନ୍ଦ୍ର ପଣ୍ଡା)


News Comment




Photo in News

Advertisment
Lastest News
  ଜିଲ୍ଲା  
କୁଟାସିଂହା ଅଙ୍ଗ ନଦୀ ଉପରେ ଇନ୍-ଷ୍ଟ୍ରିମ୍ ଷ୍ଟୋରେଜ ଷ୍ଟ୍ରକଚର(ବ୍ୟାରେଜ) ନିର୍ମାଣ ପ୍ରକଳ୍ପ ଅନୁମୋଦିତ   05-Nov-2026
  ଜିଲ୍ଲା  
ବିଦ୍ୟାଧରପୁର କାଳୀପୂଜା ପ୍ରସ୍ତୁତି ୩୧ ମଣ୍ଡପରେ ପୂଜା ; ୧୮ରେ ଭସାଣି   05-Nov-2026
  ଜିଲ୍ଲା  
କଣ୍ଟାବାଞ୍ଜି ପୁଲିସର ସଫଳତା ♦️ବସଷ୍ଟାଣ୍ଡରୁ ଉଦ୍ଧାର ହେଲେ ବେଆଇନ ୧୪ ଦାଦନ ଶ୍ରମିକ   05-Nov-2026
  ଜିଲ୍ଲା  
ବଲାଙ୍ଗୀର ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳତା ଓ ଲୁକ୍କାୟିତ ଦକ୍ଷତାର ପରିପ୍ରକାଶ ପାଇଁ ସୁରଭି ଏକ ସୁନ୍ଦର ମଞ୍ଚ"   04-Nov-2026
  ଜିଲ୍ଲା  
ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   04-Nov-2026
  ଜିଲ୍ଲା  
ଯୁଗ୍ମ ସଚିବଙ୍କ ମହାବିଦ୍ୟାଳୟ ପରିଦର୍ଶନ   04-Nov-2026
  ଜିଲ୍ଲା  
ସ୍ୱପ୍ନର ଡେଣା ମେଲାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ: ୨୮୮ ପ୍ରତିଭାର ନବସୃଜନ ଉତ୍ସବ   04-Nov-2026
  ଅପରାଧ  
ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   04-Nov-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ   04-Nov-2026
  ଜିଲ୍ଲା  
ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   04-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   04-Nov-2026
  ଜିଲ୍ଲା  
ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   04-Nov-2026

You Might Also Like