-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା    (24-Oct-2026)       ||      ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   (24-Oct-2026)       ||      କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   (24-Oct-2026)       ||      ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||     

HOME   ଜିଲ୍ଲା

କଣ୍ଟାବାଞ୍ଜି: ରାଜେନ୍ଦ୍ର ନଗର ଫୁଟବଲ ନକ୍ ଆଉଟ ଟୁର୍ଣାମେଣ୍ଟ ଉଦଯାପିତ

29-Jan-2021



କଣ୍ଟାବାଞ୍ଜି, (ପ୍ରେରଣା ଖବର): କଣ୍ଟାବାଞ୍ଜି ସହରର ରାଜେନ୍ଦ୍ର ନଗର ଫୁଟବଲ କମିଟି ଆନୁକୂଲ୍ୟରେ ଦ୍ବିତୀୟ ବର୍ଷର  ନକ ଆଉଟ ଫୁଟବଲ ଟୁର୍ଣାମେଣ୍ଟ  ଡାଙ୍ଗ ବାହାଲି ଖେଳ ପଡିଆରେ ଚଳିତ ମାସ ୨୨ତାରିଖରୁ ଆରମ୍ଭ ହୋଇ ୨୯ତାରିଖରେ ଫାଇନାଲ ଖେଳ ଅନୁଷ୍ଠିତ ହୋଇଯାଇଛି।ଏହି ଫାଇନାଲ ଖେଳରେ  ଫିରୋଜ ଖାନ,ସାଧାରଣ ସମ୍ପାଦକ, ବିଜୁ ଜନତା ଦଳ ବଲାଙ୍ଗୀର ଜିଲ୍ଲା ମୁଖ୍ୟ ଅତିଥି, ପ୍ରକୃତିବନ୍ଧୁ ବିରଞ୍ଚି ନାରାୟଣ ଦାଶ ମୁଖ୍ୟ ବକ୍ତା, ଛୋଟୁ ସିଂ ସାଲୁଜା, ସଭାପତି, ପ୍ରେସ କ୍ଳବ,ସମାଜସେବୀ ଶେଖ ଅମଜଦ ଖାନ,ଚିନ୍ମୟ କୁମାର ଯୋଷୀ,ଆଇନଜୀବୀ ଅରୁଣ କୁମାର ବାଗ,ଶୁଭେନ୍ଦୁ ମୋହନ ମହାନ୍ତି ସମ୍ମାନିତ ଅତିଥି ଭାବେ ଉପସ୍ଥିତ ଥିଲେ।ଅତିଥି ମାନେ କଣ୍ଟାବାଞ୍ଜୀ ରେ ପୂର୍ବ ଭଳି ଗୋଲ୍ଡ ମେଡାଲ ଫୁଟବଲ ଟୁର୍ଣାମେଣ୍ଟ କରିବା ପାଇଁ ମତାମତ ଦେଇଥିଲେ। ସୂର୍ଯ୍ୟକାନ୍ତ ରଣା ଓ ଅର୍ଜୁନ ମାଝୀ ପୂରା ଖେଳର ଧାରା ବିବରଣୀ ପ୍ରଦାନ କରିଥିଲେ।ଫାଇନାଲ ଖେଳରେ ଯୁରାବନ୍ଧ ଦଳ ହଳଦୀ ଦଳ

କୁ ୨/୧ଗୋଲରେ ପରାସ୍ତ କରି ବିଜୟୀ ହୋଇଥିଲା। ବିଜୟୀ ଦଳକୁ ଟ୍ରଫି,୭୦୦୦ଟଙ୍କା ଓ ରନର ଦଳକୁ ଟ୍ରଫି,୫୦୦୦ଟଙ୍କା ପ୍ରଦାନ କରାଯାଇଥିଲା।ଏହି ଟୁର୍ଣାମେଣ୍ଟ କୁ ସଫଳ କରିବାରେ ସଭାପତି ପରମାନନ୍ଦ ପୁଟେଲ, ଜଗନ୍ନାଥ ପୁଟେଲ ,ଗୌର ପୁଟେଲ, ଉପ ସଭାପତି ଓ ସଭ୍ୟ ବୃନ୍ଦ ଅକ୍ଳାନ୍ତ ପରିଶ୍ରମ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା   24-Oct-2026
  ଜିଲ୍ଲା  
ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   24-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   24-Oct-2026
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026

You Might Also Like