-+91-9937148622 |

prerana_bgr@rediffmail.com |

  Sunday 25th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||      ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   (24-Oct-2026)       ||      ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   (24-Oct-2026)       ||      ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   (24-Oct-2026)       ||      ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   (24-Oct-2026)       ||      ଟିଟିଲାଗଡ଼ରେ ଭୂତଳ ପୋଲ ନିକଟସ୍ଥ ରାସ୍ତା ବନ୍ଦ ପ୍ରସ୍ତାବକୁ ବିରୋଧ - ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ ଦାବି   (24-Oct-2026)       ||      ନ୍ୟାସନାଲ୍‌ ଅର୍ବାନ୍‌ କନ୍‌କ୍ଲେଭ୍‌-୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ♦️ପିଏମ ଇ-ବସ୍‌ ସେବା ଯୋଜନାରେ ୨୬ଟି ଇ-ବସ୍ ସେବାର ଶୁଭାରମ୍ଭ    (24-Oct-2026)       ||      ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା    (24-Oct-2026)       ||     

HOME   ଜିଲ୍ଲା

ଏମ.ଭି-୭୯ ଥାନା ପୋଲିସ ବିଭାଗ ପକ୍ଷରୁ “ସାଇବର ସୁରକ୍ଷା ଅଭିଯାନ”

21-Oct-2025



କାଲିମେଳା(ସନ୍ତୋଷ କୁମାର ପଣ୍ଡା) ମାଲକାନଗିରି ଜିଲ୍ଲା ଏମ ଭି ୭୯ ଥାନା ପ୍ରାଙ୍ଗଣରେ ପୋଲିସ ବିଭାଗ ପକ୍ଷରୁ “ସାଇବର ସୁରକ୍ଷା ଅଭିଯାନ” ଆୟୋଜିତ କରାଯାଇଛି। କାର୍ଯ୍ୟକ୍ରମରେ ସ୍ଥାନୀୟ ଅଧିକାରୀମାନେ ଓ ସାଧାରଣ ଲୋକ ଯୋଗଦେଇ ଥିଲେ।ଏମ ଭି ୭୯ ଥାନା ଅଧିକାରୀ IIC ଶ୍ରୀ ଚନ୍ଦ୍ରକାନ୍ତ ତାଣ୍ଡି  ଲୋକମାନଙ୍କୁ ଅନଲାଇନ୍ ଠକେଇ, ଫେସବୁକ ଓ ହ୍ୱାଟସଅପ୍ ମାଧ୍ୟମରେ ହୋଇଥିବା ଠକେଇ, ଏବଂ ବ୍ୟାଙ୍କ ଫ୍ରଡ୍‌ରୁ ସତର୍କ ରହିବା ଉପରେ ଜଣାଇଥିଲେ। ସାଇବର ଅପରାଧ ବିଷୟରେ ସଚେତନତା ବଢ଼ାଇବା ଓ ସାଧାରଣ ଜନତାଙ୍କୁ ସୁରକ୍ଷିତ ରଖିବା ଏହି ଅଭିଯାନର ମୁଖ୍ୟ ଉଦ୍ଦେଶ୍ୟ।ଅଧିକାରୀମାନେ ଲୋକଙ୍କୁ ସଲହା ଦେଇଥିଲେ ଯେ, କୌଣସି ଅଜଣା ଲିଙ୍କ୍ ଉପରେ କ୍ଲିକ୍ ନ କରିବା, ବ୍ୟକ୍ତିଗତ ସୂଚନା ଅନଲାଇନ୍‌ରେ ଶେୟାର୍ ନ କରିବା ଓ ସନ୍ଦେହଜନକ କାର୍ଯ୍ୟ ହେଲେ ତାହା ପୋଲିସଙ୍କୁ ଜଣାଇବା ଉଚିତ।
ଏହି ଅବସରରେ ପୋଲିସ ଅଧିକାରୀମାନେ ସାଇବର ହେଲ୍ପଲାଇନ୍ ନମ୍ବର 1930 ଓ ସାଇବର କ୍ରାଇମ ପୋର୍ଟାଲ୍ www.cybercrime.gov.in ବିଷୟରେ ସମସ୍ତଙ୍କୁ ଅବଗତ କରାଇଲେ।କାର୍ଯ୍ୟକ୍ରମ ଶେଷରେ ସମସ୍ତଙ୍କୁ ସାଇବର ସୁରକ୍ଷା ପାଇଁ ସଂକଳ୍ପ ନେଇ ଅଭିଯାନକୁ ସଫଳ କରିବାକୁ ଆହ୍ୱାନ ଦିଆଗଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   25-Oct-2026
  ଜିଲ୍ଲା  
ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   25-Oct-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ପିତୃ ବିୟୋଗ   25-Oct-2026
  ଜିଲ୍ଲା  
ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   25-Oct-2026
  ଦେଶ ବିଦେଶ  
ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ   25-Oct-2026
  ଜିଲ୍ଲା  
ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   24-Oct-2026
  ଜିଲ୍ଲା  
ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !    24-Oct-2026
  ଜିଲ୍ଲା  
ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   24-Oct-2026
  ରାଜ୍ୟ  
ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   24-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର   24-Oct-2026
  ଜିଲ୍ଲା  
ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   24-Oct-2026
  ଜିଲ୍ଲା  
ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   24-Oct-2026

You Might Also Like