-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   (24-Oct-2026)       ||      ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   (24-Oct-2026)       ||      ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   (24-Oct-2026)       ||      ଟିଟିଲାଗଡ଼ରେ ଭୂତଳ ପୋଲ ନିକଟସ୍ଥ ରାସ୍ତା ବନ୍ଦ ପ୍ରସ୍ତାବକୁ ବିରୋଧ - ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ ଦାବି   (24-Oct-2026)       ||      ନ୍ୟାସନାଲ୍‌ ଅର୍ବାନ୍‌ କନ୍‌କ୍ଲେଭ୍‌-୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ♦️ପିଏମ ଇ-ବସ୍‌ ସେବା ଯୋଜନାରେ ୨୬ଟି ଇ-ବସ୍ ସେବାର ଶୁଭାରମ୍ଭ    (24-Oct-2026)       ||      ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା    (24-Oct-2026)       ||      ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   (24-Oct-2026)       ||      କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   (24-Oct-2026)       ||      ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||     

HOME   ଦେଶ ବିଦେଶ

୬୦ ବର୍ଷ ହେଲା ଗୁମ୍ଫାରେ ରହୁଥିଲେ ୮୩ ବର୍ଷୀୟ ସାଧୁ, ରାମ ମନ୍ଦିର ପାଇଁ ଦେଲେ କୋଟିଏ ଟଙ୍କା

29-Jan-2021



ହରିଦ୍ବାରା (ପ୍ରେରଣା ଖବର) : ଦୀର୍ଘ ୬୦ ବର୍ଷ ଗୁମ୍ଫାରେ ରହିବା ପରେ ଜଣେ ସାଧୁ ରାମ ମନ୍ଦିର ନିର୍ମାଣ ପାଇଁ କୋଟିଏ ଟଙ୍କା ଦାନ କରିଛନ୍ତି। ଋଷିକେଶର ୮୩ ବର୍ଷୀୟ ସାଧୁ ସ୍ବାମୀ ଶଙ୍ଗର ଦାସ ଏକ କୋଟି ଟଙ୍କା ଦାନ କରିବାକୁ ନେଇ ସମସ୍ତେ ଆଶ୍ଚର୍ଯ୍ୟ। ଗତ ୬ ଦଶନ୍ଧି ଧରି ଗୁମ୍ପାରେ ରହିବା ପରେ ମଧ୍ୟ ସାଧୁ କୋଟିଏ ଟଙ୍କା ଦେବା ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। କିନ୍ତୁ ଏହାକୁ ନେଇ ଥିବା ଆଶା ଆଶଙ୍କା ଦୂର କରିଛନ୍ତି ଖୋଦ ସ୍ବାମୀ ଶଙ୍କର ଦାସ। ଗୁରୁ ଟାଟା ବାଲେ ବାବାଙ୍କ ଗୁମ୍ଫାରେ ଶ୍ରଦ୍ଧାଳୁମାନେ ଯାହା ଦାନ ଦିଅନ୍ତି ତାହାକୁ ଠୁଳ କରି ସେ ଏହି ଟଙ୍କା ଦେଇପାରିଛନ୍ତି ବୋଲି କହିଛନ୍ତି।

ବୁଧବାର ଋଷିକେଶରେ ଥିବା ଏସବିଆଇର ମୁଖ୍ୟ ବ୍ରାଞ୍ଚରେ ସାଧୁ କୋଟିଏ ଟଙ୍କାର ଚେକ୍‌ ନେଇ ପହଞ୍ଚିବା ପରେ ସମସ୍ତ କର୍ମଚାରୀ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ସାଧୁଙ୍କ ଆକାଉଣ୍ଟ ଯାଞ୍ଚ କରାଯାଇଥିଲା। ସତରେ ତାଙ୍କ ଆକାଉଣ୍ଟରେ କୋଟିଏରୁ ଉର୍ଦ୍ଧ୍ବ ଟଙ୍କା ଥିବା ଜାଣିବାକୁ ପାଇଥିଲେ ବ୍ୟାଙ୍କ କର୍ମଚାରୀ। ତାପରେ ବ୍ୟାଙ୍କକୁ ଆରଏସ୍‌ଏସ୍‌ କର୍ମୀଙ୍କୁ ଡାକି ରାମ ମନ୍ଦିର ପାଇଁ ଟଙ୍କା ଦେବା ପ୍ରକ୍ରିୟା ଆରମ୍ଭ ହୋଇଥିଲା।
ଖବର ପାଇବା ପରେ ଋଷିକେଶର ଆରଏସଏସ ମୁଖ୍ୟ ସୁଦାମା ସିଙ୍ଘଲ ବ୍ୟାଙ୍କରେ ପହଞ୍ଚିଥିଲେ। ସାଧୁ ଜଣଙ୍କ ସିଧା ସଳଖ ଟଙ୍କା ଦାନ କରିପାରିବେ ନାହିଁ ବୋଲି ତାଙ୍କଠୁ ଚେକ୍‌ ରଖି ତାଙ୍କୁ ରସିଦ ଦିଆଯାଇଛି ବୋଲି ସେ କହିଛନ୍ତି। ଏବେ ଏହି ଚେକ୍‌ ଟ୍ରଷ୍ଟ ଆକାଉଣ୍ଟରେ ବ୍ୟାଙ୍କ ମ୍ୟାନେଜର ଜମା କରିବେ।
ତେବେ ରାମ ମନ୍ଦିର ପାଇଁ ଗୁପ୍ତ ଦାନ କରିବାକୁ ଚାହୁଁଥିଲେ ସ୍ବାମୀ ଶଙ୍କର ଦାସ। କିନ୍ତୁ ଜଣାଇ ଦାନ କଲେ ଅନ୍ୟ ଲୋକଙ୍କୁ ଦାନ ପାଇଁ ପ୍ରେରଣା ମିଳିବ ବୋଲି ସେ ଭାବିଥିଲେ। ତେଣୁ ସ୍ବାମୀ ଶଙ୍କର ଦାସ ବ୍ୟାଙ୍କ ଜରିଆରେ ଦାନ କରିଛନ୍ତି। ସ୍ଥାନୀୟ ଲୋକେ ତାଙ୍କୁ ଫକ୍କଡ ବାବା କହୁଥିବା ବେଳେ ସେମାନଙ୍କ ଦାନ ଦକ୍ଷିଣାରେ ବଞ୍ଚୁଛନ୍ତି ବୋଲି ସ୍ବାମୀ ଶଙ୍କର ଦାସ କହିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   24-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   24-Oct-2026
  ଜିଲ୍ଲା  
ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   24-Oct-2026
  ଜିଲ୍ଲା  
ଟିଟିଲାଗଡ଼ରେ ଭୂତଳ ପୋଲ ନିକଟସ୍ଥ ରାସ୍ତା ବନ୍ଦ ପ୍ରସ୍ତାବକୁ ବିରୋଧ - ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ ଦାବି   24-Oct-2026
  ଜିଲ୍ଲା  
ନ୍ୟାସନାଲ୍‌ ଅର୍ବାନ୍‌ କନ୍‌କ୍ଲେଭ୍‌-୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ♦️ପିଏମ ଇ-ବସ୍‌ ସେବା ଯୋଜନାରେ ୨୬ଟି ଇ-ବସ୍ ସେବାର ଶୁଭାରମ୍ଭ   24-Oct-2026
  ଜିଲ୍ଲା  
ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା   24-Oct-2026
  ଜିଲ୍ଲା  
ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   24-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   24-Oct-2026
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026

You Might Also Like