-+91-9937148622 |

prerana_bgr@rediffmail.com |

  Thursday 29th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   (29-Oct-2026)       ||      ପୁରୁଣା ସରକାରୀ ଡାକ୍ତରଖାନା ଷ୍ଟାଫ କ୍ୱାର୍ଟର ମରାମତିରେ ଚରମ ଅବହେଳା - ଅସମ୍ପୂର୍ଣ୍ଣ କାମ ଯୋଗୁଁ ଡାକ୍ତରଙ୍କ ପରିବାର ହେଉଛନ୍ତି ଅସୁବିଧାର ସମ୍ମୁଖୀନ    (29-Oct-2026)       ||      ପିପି ଏକାଡେମୀ ରେ ସଙ୍ଗୀତ ଓ କଲେଜଛକ କଲ୍ୟାଣ ମଣ୍ଡପ ରେ ରଙ୍ଗୋଲି ଲି ପ୍ରତିଯୋଗିତା   (28-Oct-2026)       ||      ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା କ୍ଷେତ୍ରରେ ଶୂନ୍ୟ ଜୀବନହାନି ଓ ଫସଲ କ୍ଷୟକ୍ଷତି ରୋକିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   (28-Oct-2026)       ||      ସାହୁ ପରିବାର"ର ପ୍ରଥମ ସାଧାରଣ ଅଧିବେଶନ : ରମେଶ ଚନ୍ଦ୍ର ସାହୁ ସଭାପତି ଏବଂ ବିଶ୍ୱନାଥ ସାହୁ ସମ୍ପାଦକ   (28-Oct-2026)       ||      ସୁରକ୍ଷିତ ବଚପନ ଅଭିଯାନ ସଫଳ ନେଇ ସଚେତନତା   (28-Oct-2026)       ||      ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି :  ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର   (28-Oct-2026)       ||      *ନବରଙ୍ଗପୁର କୋର୍ଟ ପରିସରରେ ସ୍ଥିତ ଅଭିଯୋଜନ କାର୍ଯ୍ୟାଳୟରେ ଦୁର୍ନୀତିମୁକ୍ତ ସମାଜ ନିମନ୍ତେ ଶପଥ କାର୍ଯ୍ୟକ୍ରମ ଅନୁଷ୍ଠିତ*   (28-Oct-2026)       ||      ସୁରକ୍ଷିତ ଶୈଶବ ଅଭିଯାନ ସଚେତନତା କାର୍ଯ୍ୟକ୍ରମ   (28-Oct-2026)       ||      ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ    (28-Oct-2026)       ||      ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର    (27-Oct-2026)       ||      ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ    (27-Oct-2026)       ||      ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   (27-Oct-2026)       ||      ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   (27-Oct-2026)       ||      ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (27-Oct-2026)       ||      ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   (27-Oct-2026)       ||      ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   (27-Oct-2026)       ||      ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା    (27-Oct-2026)       ||      ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   (27-Oct-2026)       ||      ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||     

HOME   ଜିଲ୍ଲା

ବାଞ୍ଜିକୋଟ ଗ୍ରାମ ରେ ମା ଠାକୁରାଣୀ ଙ୍କ ବାର୍ଷିକ ଦଶରା ପାଳିତ

24-Oct-2025



କୋକସରା (ତ୍ରିନାଥ ବେଶ୍ରା )
 କଳାହାଣ୍ଡିର ଜିଲ୍ଲା କୋକସରା ବ୍ଲକ ଗୋତୋମୁଣ୍ଡା ପଞ୍ଚାୟତ ଅଧିନସ୍ତ ବାଞ୍ଜିକୋଟ ଗ୍ରାମ ରେ ମା ଠାକୁରାଣୀ ଙ୍କ ବାର୍ଷିକ ଦଶରା ଯାତ୍ରା ଆଜି ଅନୁଷ୍ଠିତ ହୋଇଯାଇଛି  । ଏହି କାଯ୍ୟକ୍ରମ ରେ ମୁଖ୍ୟଅତିଥି ଭାବରେ ଶ୍ରୀଯୁକ୍ତ ମଣ୍ଟୁ ଅଗ୍ରୱାଲ, ଯୋଗଦାନ କରି ଏହି ବାର୍ଷିକ ଯାତ୍ରାରେ ସାମିଲ ହୋଇ ମା ଠାକୁରାଣୀ ଙ୍କ ମନ୍ଦିର କୁ ଯାଇ ଦର୍ଶନ କରି ପୂଜlର୍ଚ୍ଚନା କରିଥିଲେ l ଭକ୍ତଜନଙ୍କୁ ଦର୍ଶନ ଦିଅନ୍ତି ମା ଠାକୁରାଣୀ ଓ ଲାଠିଯାତ୍ରାରେ ସାମିଲ ହୋଇ ଥିଲେ ଅନେକ ଶ୍ରଦ୍ଧାଳୁ I  ସନ୍ଧ୍ୟାରେ ମଞ୍ଚ ଉଦ୍‌ଘାଟନ ସହିତ ରାତିରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ   ଘୁମୁରା ରେକର୍ଡ ଡ୍ୟାନ୍ସ  କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଥିଲା ।  ସିରା ଦେବିସିଂ ମାଝୀ,ମନୋହର ପୂଝlରୀ ଘର ଠାରୁ ପୁଜା ଚନ୍ନା କରି ଲାଠି, କାଳିସୀ ବଡ଼ ଧୁମ ଧାମରେ ବାଦ୍ୟ, ନୂତ୍ୟ, ସହ ମନ୍ଦିର ରେ ପହଞ୍ଚି ଭକ୍ତଙ୍କୁ ଦର୍ଶନ ଦେଲେ ମା ଜଗତଜନନୀ ମାଠାକୁରାଣୀ, ଜନସମାଗମକୁ ଦୃଷ୍ଟିରେ ରଖି କମିଟି ଓ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା।

ଏହି କାର୍ଯ୍ୟକ୍ରମ ରେ ପୂଜା କମିଟି ସଭାପତି ରାମ ପ୍ରସାଦ ମାଝୀ,ଉପ ସଭାପତି ଗଣ୍ଡା ରାମ ସୋରି ସମ୍ପାଦକ ମଧୁସୂଦନ ସୋରି,କୋଷାଧ୍ୟକ୍ଷ ପୁରୁନ ମାଝୀ ଏବଂ ଗ୍ରାମ୍ୟ କମିଟିର  ସଦସ୍ୟ ମାନେ ହେଲେ ହୃଷିକେଶ ମାଝୀ, ରୋମାନ ପୂଝlରୀ କେଶବ ମାଝୀ, ମଳୟ ସୋରି, ଲାଳଧର ମାଝୀ, ପଙ୍କଜ ମାଝୀ ସୁବଳ ମାଝୀ, ବିକାଶ ଛତ୍ରିଆ ମଧ୍ୟ୍ୟ ସାହାଯ୍ୟ ସହଯୋଗ କରିଥିବା ବେଲେ ପୋଲିସ ପ୍ରଶାସନ ପକ୍ଷ ରୁ ବହୁ ସୁନ୍ଦର ଭାବରେଶାନ୍ତି ଶୃଙ୍ଖଳା ସହ ଯାତ୍ରା ସମାପନ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   29-Oct-2026
  ଜିଲ୍ଲା  
ପୁରୁଣା ସରକାରୀ ଡାକ୍ତରଖାନା ଷ୍ଟାଫ କ୍ୱାର୍ଟର ମରାମତିରେ ଚରମ ଅବହେଳା - ଅସମ୍ପୂର୍ଣ୍ଣ କାମ ଯୋଗୁଁ ଡାକ୍ତରଙ୍କ ପରିବାର ହେଉଛନ୍ତି ଅସୁବିଧାର ସମ୍ମୁଖୀନ   29-Oct-2026
  ଜିଲ୍ଲା  
ପିପି ଏକାଡେମୀ ରେ ସଙ୍ଗୀତ ଓ କଲେଜଛକ କଲ୍ୟାଣ ମଣ୍ଡପ ରେ ରଙ୍ଗୋଲି ଲି ପ୍ରତିଯୋଗିତା   28-Oct-2026
  ଜିଲ୍ଲା  
ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା କ୍ଷେତ୍ରରେ ଶୂନ୍ୟ ଜୀବନହାନି ଓ ଫସଲ କ୍ଷୟକ୍ଷତି ରୋକିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   28-Oct-2026
  ଜିଲ୍ଲା  
ସାହୁ ପରିବାର"ର ପ୍ରଥମ ସାଧାରଣ ଅଧିବେଶନ : ରମେଶ ଚନ୍ଦ୍ର ସାହୁ ସଭାପତି ଏବଂ ବିଶ୍ୱନାଥ ସାହୁ ସମ୍ପାଦକ   28-Oct-2026
  ଜିଲ୍ଲା  
ସୁରକ୍ଷିତ ବଚପନ ଅଭିଯାନ ସଫଳ ନେଇ ସଚେତନତା   28-Oct-2026
  ଜିଲ୍ଲା  
ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି :  ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର   28-Oct-2026
  ଜିଲ୍ଲା  
*ନବରଙ୍ଗପୁର କୋର୍ଟ ପରିସରରେ ସ୍ଥିତ ଅଭିଯୋଜନ କାର୍ଯ୍ୟାଳୟରେ ଦୁର୍ନୀତିମୁକ୍ତ ସମାଜ ନିମନ୍ତେ ଶପଥ କାର୍ଯ୍ୟକ୍ରମ ଅନୁଷ୍ଠିତ*   28-Oct-2026
  ଜିଲ୍ଲା  
ସୁରକ୍ଷିତ ଶୈଶବ ଅଭିଯାନ ସଚେତନତା କାର୍ଯ୍ୟକ୍ରମ   28-Oct-2026
  ରାଜ୍ୟ  
ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ   28-Oct-2026
  ଜିଲ୍ଲା  
ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର   27-Oct-2026
  ଜିଲ୍ଲା  
ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ   27-Oct-2026

You Might Also Like