-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||      ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   (24-Oct-2026)       ||      ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   (24-Oct-2026)       ||      ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   (24-Oct-2026)       ||      ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   (24-Oct-2026)       ||      ଟିଟିଲାଗଡ଼ରେ ଭୂତଳ ପୋଲ ନିକଟସ୍ଥ ରାସ୍ତା ବନ୍ଦ ପ୍ରସ୍ତାବକୁ ବିରୋଧ - ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ ଦାବି   (24-Oct-2026)       ||      ନ୍ୟାସନାଲ୍‌ ଅର୍ବାନ୍‌ କନ୍‌କ୍ଲେଭ୍‌-୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ♦️ପିଏମ ଇ-ବସ୍‌ ସେବା ଯୋଜନାରେ ୨୬ଟି ଇ-ବସ୍ ସେବାର ଶୁଭାରମ୍ଭ    (24-Oct-2026)       ||      ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା    (24-Oct-2026)       ||      ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   (24-Oct-2026)       ||      କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   (24-Oct-2026)       ||      ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||     

HOME   ଜିଲ୍ଲା

ବିନିକା ଥାନାରେ ବାପାର ଶବ ରଖି ମା ଓ ପୁଅର ନ୍ୟାୟ ଭିକ୍ଷା

26-Oct-2025



ବିନିକା(ହିମାଂଶୁ ଶେଖର ପୁଟେଲ) କୁଆଡେ ପାରିବାରିକ କଲହଜୁ ନେଇ ପରିବାର ଲୋକେ ବାପାର ଶବକୁ ଗ୍ରହଣ ନକରିବାରୁ ଶେଷରେ ନ୍ୟାୟ ଭିକ୍ଷା ପାଇଁ ସ୍ତ୍ରୀ ଓ ପୁଅ ବାପାର ଶବକୁ ଧରି ଆଜି ସକାଳେ ବିନିକା ଥାନାକୁ ଆସି ନ୍ୟାୟ ଭିକ୍ଷା କରିଛନ୍ତି ।ଦୀର୍ଘ ୮ଘଣ୍ଟା ଧରି ଶବ ଥାନାରେ ରହିଥିଲେ ମଧ୍ୟ ଖବର ଲେଖା ହେବା ପର୍ଯ୍ୟନ୍ତ ଉଭୟ ମା ଓ ପୁଅକୁ ପୋଲିସ ପ୍ରଶାସନ ପକ୍ଷରୁ କୌଣସି ନ୍ୟାୟ ମିଳି ନଥିବା ଜଣାପଡ଼ିଛି ।ଘଟଣାଟି ଘଟିଛି ବିନିକା ବ୍ଲକ ଅନ୍ତର୍ଗତ ସିଲାଟି ପଞ୍ଚାୟତ ବରପଦର ଗ୍ରାମରେ ।ଗ୍ରାମର ପ୍ରମୋଦ ବାଗ(୩୮)ଙ୍କ ଦେହ ଅସୁସ୍ଥ ହେବାରୁ ସ୍ତ୍ରୀ ଜନନୀ ବାଗ ତାଙ୍କ ସ୍ଵାମୀର ଉନ୍ନତ ଚିକିତ୍ସା ପାଇଁ ପ୍ରଥମେ କୁଚିଣ୍ଡା ମେଡିକାଲରେ ଭର୍ତ୍ତି କରିଥିଲେ ।ପରେ ସେଠାରୁ ବୁର୍ଲାକୁ ଚିକିତ୍ସା ପାଇଁ ନେଇଥିଲେ ।ହେଲେ ସେଠାରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା । ଶବ ସତ୍କାର ସକାଶେ ସ୍ତ୍ରୀ ଜନନୀ ନିଜ ସ୍ୱାମୀର ଶବକୁ ମହାପ୍ରୟାଣ ଗାଡ଼ିରେ ଧରି ଗତକାଲି ରାତିରେ ବରପଦର ଗ୍ରାମକୁ ଆଣିଥିଲେ ।ହେଲେ ସେଠାରେ ତାଙ୍କ ପରିବାର ଲୋକେ ଶବକୁ ଗ୍ରହଣ କରି ନଥିଲେ ।ଅନନ୍ୟୋପାୟ ହୋଇ  ଗାଡ଼ି ସହ ଶବକୁ ଧରି ସ୍ତ୍ରୀ ଓ ୭ବର୍ଷୀୟା ପୁଅ ଆଜି ସକାଳେ ବିନିକା ଥାନାକୁ ନ୍ୟାୟ ଭିକ୍ଷା ପାଇଁ ପହଞ୍ଚିଥିଲେ ।ଥାନାରେ ଦୀର୍ଘ ୮ଘଣ୍ଟା କାଳ ଧରି ଶବକୁ ମା,ପୁଅ ଜଗି ରହିଥିଲେ ହେଁ ଅଦ୍ୟାବଧି ସେମାନଙ୍କୁ ନ୍ୟାୟ ମିଳି ପାରି ନାହିଁ ।ପୋଲିସ ବରପଦର ଗ୍ରାମକୁ ଯାଇ ତଦନ୍ତ କଲେ ପ୍ରକୃତ ସତ୍ୟାସତ୍ୟ ଘଟଣା ଜଣାପଡିବ ବୋଲି ଆଶା କରାଯାଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   24-Oct-2026
  ଜିଲ୍ଲା  
ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !    24-Oct-2026
  ଜିଲ୍ଲା  
ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   24-Oct-2026
  ରାଜ୍ୟ  
ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   24-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର   24-Oct-2026
  ଜିଲ୍ଲା  
ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   24-Oct-2026
  ଜିଲ୍ଲା  
ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   24-Oct-2026
  ଜିଲ୍ଲା  
ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ   24-Oct-2026
  ଜିଲ୍ଲା  
ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   24-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   24-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   24-Oct-2026
  ଜିଲ୍ଲା  
ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   24-Oct-2026

You Might Also Like