-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||      ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   (24-Oct-2026)       ||      ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   (24-Oct-2026)       ||      ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   (24-Oct-2026)       ||      ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   (24-Oct-2026)       ||      ଟିଟିଲାଗଡ଼ରେ ଭୂତଳ ପୋଲ ନିକଟସ୍ଥ ରାସ୍ତା ବନ୍ଦ ପ୍ରସ୍ତାବକୁ ବିରୋଧ - ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ ଦାବି   (24-Oct-2026)       ||      ନ୍ୟାସନାଲ୍‌ ଅର୍ବାନ୍‌ କନ୍‌କ୍ଲେଭ୍‌-୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ♦️ପିଏମ ଇ-ବସ୍‌ ସେବା ଯୋଜନାରେ ୨୬ଟି ଇ-ବସ୍ ସେବାର ଶୁଭାରମ୍ଭ    (24-Oct-2026)       ||      ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା    (24-Oct-2026)       ||      ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   (24-Oct-2026)       ||      କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   (24-Oct-2026)       ||      ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||     

HOME   ଜିଲ୍ଲା

ତହଁକ କୁଟୁମ ର କୋସଲି କବିତା ଆସର 

28-Oct-2025



ବଲାଙ୍ଗୀର ଦିନ ଅବସରରେ ଆଜି ସ୍ଥାନୀୟ ସୈନିକ ଭବନ ଠାରେ ତହଁକ କୁଟୁମ ତରଫରୁ କୋସଲି କବିତା ଆସର ଅନୁଷ୍ଠିତ ହୋଇଯାଇଛି। କବି ଆନନ୍ଦ ଚନ୍ଦ୍ର ସାହୁଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ଏହି ଆସରରେ ମୂଖ୍ଯ ଅତିଥି ପଦ୍ମଶ୍ରୀ ଜିତେନ୍ଦ୍ର ହରିପାଲ୍, ହାସ୍ୟ ଅଭିନେତା ବିନ୍ଦୁ, ନିହାଲ ସିଂ, କବି ଶୁସାନ୍ତ ବାଗ, କବି ଦିଲ୍ଲିପ ପୁରୋହିତ, କବି ଗୋପିନାଥ ଦଣ୍ଡସେନା, ବିନୋଦ କାଳସାଏ, ପ୍ରତାପ ଚନ୍ଦ୍ର ରଥ ମଞ୍ଚାସୀନ ଥିଲେ । କବି ଦିଲ୍ଲିପ ମିଶ୍ର ସ୍ବାଗତ ଅଭିଭାଷଣ ଦେଇଥିବା ବେଳେ ସଂପାଦକ ରାଜେଶ ଦଣ୍ଡସେନା ଉଦ୍ଧେଶ୍ୟ ଜ୍ଞାପନ କରିଥିଲେ ମୂଖ୍ଯ

ସଂପାଦକ ଅର୍ଜୁନ କୁମାର ସାହୁ ସଭା ପରିଚାଳନା କରିଥିଲେ । ପରେ ପୁଷ୍ପାଞ୍ଜଳି ମେହେର ଏବଂ ମିଲନ ପଣ୍ଡା ଙ୍କ ସଂଯୋଜନା କବିତା ଆସରରେ ଶତାଧିକ କବି ଯୋଗଦେଇ କୋସଲି କବିତା ପଠନ କରିଥିଲେ । ନିରୁପମା ମିଶ୍ର, ମଧୁସୂଦନ ଦାସ, ବ୍ରହ୍ମାନନ୍ଦ ବନଛୋର, ପ୍ରଭାସିନି ଭୋଇ, ସୁଦେଷ୍ନା ମିଶ୍ର,ଉତ୍ତମ ଖମାରୀ, ବାବା ରଘୁନାଥ, ଧର୍ମେନ୍ଦ୍ର ପ୍ରଧାନ,ଶୁଭସ୍ମିତା ମାହାଣା, ନେପାଲ ବାଗ୍, ଚିନ୍ମୟ ମେହେର,ଯାଜ୍ଞସେନୀ ସାହୁ, ପ୍ରହଲ୍ଲାଦ ଦଣ୍ଡସେନା, ନିରୁପମା ପଟେଲ, ରାଜିବ ଭୋଇ,ରାମଶଙ୍କର ଶତପଥୀ କବିତା ପାଠ କରିଥିଲେ। ଗୋପାଲ ମେହେର ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   24-Oct-2026
  ରାଜ୍ୟ  
ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   24-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର   24-Oct-2026
  ଜିଲ୍ଲା  
ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   24-Oct-2026
  ଜିଲ୍ଲା  
ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   24-Oct-2026
  ଜିଲ୍ଲା  
ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ   24-Oct-2026
  ଜିଲ୍ଲା  
ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   24-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   24-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   24-Oct-2026
  ଜିଲ୍ଲା  
ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   24-Oct-2026
  ଜିଲ୍ଲା  
ଟିଟିଲାଗଡ଼ରେ ଭୂତଳ ପୋଲ ନିକଟସ୍ଥ ରାସ୍ତା ବନ୍ଦ ପ୍ରସ୍ତାବକୁ ବିରୋଧ - ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ ଦାବି   24-Oct-2026
  ଜିଲ୍ଲା  
ନ୍ୟାସନାଲ୍‌ ଅର୍ବାନ୍‌ କନ୍‌କ୍ଲେଭ୍‌-୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ♦️ପିଏମ ଇ-ବସ୍‌ ସେବା ଯୋଜନାରେ ୨୬ଟି ଇ-ବସ୍ ସେବାର ଶୁଭାରମ୍ଭ   24-Oct-2026

You Might Also Like