-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ରାଜନୀତି

ନୁଆପଡା ବିଧାନସଭା ଉପ ନିର୍ବାଚନରେ ବିଜୁ ଜନତା ଦଳ ସପକ୍ଷରେ ପ୍ରଚାର ପ୍ରସାର ଜୋରଦାର

29-Oct-2025



ନୁଆପଡା(ପ୍ରେରଣା ଖବର): ରାଜ୍ୟସଭା ସାଂସଦ ତଥା ବିଜେଡି ସ୍ଟାର  ପ୍ରଚାରକ ଶ୍ରୀ ନିରଞ୍ଜନ ବିଶୀ ବିଭିନ୍ନ ସଭା ଓ ଶୋଭାଯାତ୍ରା ଯୋଗଦେଇ ଲୋକଙ୍କୁ ବିଜେଡିକୁ ସମର୍ଥନ କରିବାକୁ ନିବେଦନ କରିଛନ୍ତି। ଶ୍ରୀ ବିଶି ବିଜେପି ସରକାରଙ୍କ ଜନବିରୋଧୀ ଓ ଆଦିବାସୀ,ଦଳିତ,ଗରିବ ବିରୋଧୀ ନୀତିର କଡା ସମା ଲୋଚନା କରିଛନ୍ତି। ମହାତ୍ମା ଗାନ୍ଧୀ କର୍ମ ନିଯୁକ୍ତି ଯୋଜନା ରେ କାର୍ଯ୍ୟ ଦିବସ ୩୦୦ ଦିନରୁ ହ୍ରାସ କରି ୧୦୦ ଦିନ କରାଯାଇଛି ଓ ଦିନକୁ ମଜୁରି ₹୩୫୨ ରୁ ହ୍ରାସ କରି ₹୨୭୩କରିଛି, ଯାହାର ଫଳରେ ଗରିବ ଶ୍ରମିକ, ଆଦିବାସୀ ପରିବାରମାନେ ବହୁତ ଅସୁବିଧା ସମ୍ମୁଖୀନ ହେଉଛନ୍ତି। ହଜାର ହଜାର ଯୁବକ ଜୀବିକା ପାଇଁ ବାହାର ରାଜ୍ୟକୁ ଦାଦନ ଶ୍ରମିକ ହେବାକୁ ବାଧ୍ୟ ହେଉଛନ୍ତି। ଶ୍ରୀ ବିଶି ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଶାସନକାଳରେ ମିଶନ୍  ଶକ୍ତି ମାଧ୍ୟମରେ ନାରୀ ସଶକ୍ତିକରଣ,କୃଷକ ପାଇଁ କଳିଆ ବଳିଆ ଯୋଜନା ସୁବିଧା,ଆଦିବାସୀ, ଦଳିତ, ପଛୁଆ ବର୍ଗ ଛାତ୍ରଛାତ୍ରୀଙ୍କ ପାଇଁ ଆର୍ଥିକ ସହାୟତା, ଯୁବ ଶକ୍ତି ପାଇଁ ରୋଜଗାର ଯୋଜନା,ପ୍ରତ୍ୟେକ ଗାଁ କୁ ସଡ଼କ, ବିଜୁଳି, ପାଣି, ଚାଷୀ କ୍ଷେତ କୁ ଜଳସେଚନ, ମନ୍ଦିର ସୌନ୍ଦର୍ଯ୍ୟ କରଣ, ଗାଁ ମଣ୍ଡପ ନିର୍ମାଣ, ସ୍କୁଲ କଲେଜ ହଷ୍ଟେଲ, ଡାକ୍ତରଖାନା ନିର୍ମାଣ, ମାଁ ପେଟରୁ ସ୍ମଶାନ ଘାଟ ପର୍ଯ୍ୟନ୍ତ ବିକାଶ କାର୍ଯ୍ୟକ୍ରମ ଉପରେ ଆଲୋକପାତ କରିଥିଲେ । ତେଣୁ, ନୁଆପଡାର ଲୋକଙ୍କ ମାନ ମର୍ଯ୍ୟାଦା, ଅଧିକାର ଓ ଉନ୍ନତି ପାଇଁ ବିଜେଡି ଶଙ୍ଖ ଚି଼ହ୍ନ ରେ ଭୋଟ ଦେଇ ଶ୍ରୀମତୀ ସ୍ନେହାଙ୍ଗିନୀ ଛୁରିଆ ଙ୍କୁ ବିଜୟୀ କରିବା ଆବଶ୍ୟକ ବୋଲି  ଶ୍ରୀ ବିଶି, ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା, ତେଜରାଜ ଶବର, ବକ୍ତା ମାନେ ନିବେଦନ କରିଥିଲେ.


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like