-+91-9937148622 |

prerana_bgr@rediffmail.com |

  Saturday 6th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ    (05-Jun-2026)       ||      ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   (05-Jun-2026)       ||      ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    (05-Jun-2026)       ||      ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   (05-Jun-2026)       ||      ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ    (05-Jun-2026)       ||      ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ    (05-Jun-2026)       ||      ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   (05-Jun-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   (05-Jun-2026)       ||      *ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   (05-Jun-2026)       ||      ଦେଓଗାଁ ୧୩ନମ୍ବର ଜିଲ୍ଲାପରିଷଦଜୋନର ୧୦ ପଞ୍ଚାୟତବାସୀ ଘେରିଲେ ଅରଡବ୍ଲୁଏସଏସ ଓ ବିଦ୍ୟୁତକାର୍ଯ୍ୟାଳୟ   (05-Jun-2026)       ||      *ଜୁନ ୨୧ ଯୋଗ ଦିବସ ପାଳନ ପାଇଁ ଯୋଗ ପ୍ରୋଟୋକଲ ପ୍ରଶିକ୍ଷଣ ଶିବିର*   (05-Jun-2026)       ||      ସ୍ୱଚ୍ଛ ଗାଁ – ସୁରକ୍ଷିତ ଜଳବାୟୁ: ସିଂହପୁର ଗ୍ରାମସଭାରେ ସରପଞ୍ଚ ଶଶାଙ୍କ ଶେଖର ଖିଲାରଙ୍କ ସଚେତନତା ବାର୍ତ୍ତା    (05-Jun-2026)       ||      ପଂଚାୟତ ଉଚ୍ଚ ବିଦ୍ୟାଳୟ, ବନ୍ଧପଡ଼ାକୁ ପ୍ରକୃତି ମିତ୍ର ଓ ଆନନ୍ଦ ବଡ଼ପଣ୍ଡାଙ୍କୁ ପ୍ରକୃତିବନ୍ଧୁ ପୁରସ୍କାର    (05-Jun-2026)       ||      ଆସ ଆମେ ପଢ଼ିବା କାର୍ଯ୍ୟକ୍ରମ    (05-Jun-2026)       ||      ସମାଜସେବୀ ବିରଞ୍ଚି ନାରାୟଣ ଦାଶଙ୍କୁ ମିଳିଲା ପ୍ରକୃତି ବନ୍ଧୁ ପୁରସ୍କାର    (05-Jun-2026)       ||      ଆଇ.ଟି.ଆଇ. କଲେଜରେ ବୈଷୟିକ ଶିକ୍ଷା ପାଠ୍ୟକ୍ରମ ପାଇଁ ପରାମର୍ଶ ଶିବିର ଅନୁଷ୍ଠିତ    (05-Jun-2026)       ||      ମାଲକାନଗିରିରେ ସରକାରୀ ଡାକ୍ତରଙ୍କ ପ୍ରାଇଭେଟ୍ ଚିକିତ୍ସାକୁ ଗୁରୁତ୍ୱ (ଗରିବ ଓ ମଧ୍ୟବିତ୍ତ ରୋଗୀ ଆର୍ଥିକ ଶୋଷଣର ଶିକାର)   (05-Jun-2026)       ||      କଟକ ବାଲିଯାତ୍ରା ତଳ ପଡ଼ିଆରେ ପ୍ରେମୀଯୁଗଳ ଏବଂ ମଦୁଆଙ୍କ ସହିତ ପିସିଆର ଭ୍ୟାନ୍ ର ଲୁଚିକାଳୀ ଖେଳେ ।   (05-Jun-2026)       ||     

HOME   ଖେଳ

ବଲାଙ୍ଗିର ଜିଲ୍ଲାସ୍ତରୀୟ ବିଦ୍ୟାଳୟ ସମୂହ ଫୁଟବଲ ପ୍ରତିଯୋଗିତା-୨୦୨୫ ଉଦଘାଟିତ

31-Oct-2025



ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲା ଦେଓଗାଁ ବ୍ଲକ ଅନ୍ତର୍ଗତ ଆଞ୍ଚଳିକ ନୋଡାଲ ସରକାରୀ ଉଚ୍ଚ ବିଦ୍ୟାଳୟ, ଉପରଝର ଠାରେ ଜିଲ୍ଲାସ୍ତରୀୟ ବିଦ୍ୟାଳୟ ସମୂହ ଫୁଟବଲ ପ୍ରତିଯୋଗିତା ଉଦଘାଟିତ ହୋଇଯାଇଛି । ତିନିଦିନ ଧରି ହେବାକୁ ଥିବା ଏହି ପ୍ରପ୍ରତିଯୋଗିତାରଉଦଘାଟନୀ ଉତ୍ସବରେ ଦେଓଗାଁ ବ୍ଲକ ଶିକ୍ଷା ଅଧିକାରୀ ମମତା ମହାଡ଼ିକଙ୍କ ସଭାପତିତ୍ଵରେ ଅନୁଷ୍ଠିତ ହୋଇଥିଲା । ମୁଖ୍ୟ ଅତିଥି ଭାବରେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ କୁମାର ନାଗ ଯୋଗ ଦେଇ ଥିଲେ, ଅନ୍ୟ ସମ୍ମାନିତ ଅତିଥି ଭାବରେ ତୁରେକେଲା ବ୍ଲକ ଶିକ୍ଷା ଅଧିକାରୀ ଗୌତମ ପଟେଲ, ବଲାଙ୍ଗୀର ଫୁଟବଲ ପ୍ରଶିକ୍ଷକ ପରାଶର ବାଗ, ପୂର୍ବତନ ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ଅନ୍ତର୍ଯ୍ୟାମୀ ବିଶ୍ଵାଳ, ପର୍ଯ୍ୟବେକ୍ଷକ ଭାବରେ ସୁନୀଲ କୁମାର ବିଶ୍ଵାଳ, ଦେଓଗାଁ ବ୍ଲକର ଏଜିଇଓ ଚୈତନ୍ୟ ଧରୁଆ ଓ ଦେଓଗାଁ ବ୍ଲକ କ୍ରିଡା ସଂଗଠନର ସମ୍ପାଦକ  ଉମେଶ ଚନ୍ଦ୍ର ପାଣିଗ୍ରାହୀ ମଞ୍ଚାସୀନ ଥିଲେ । ପ୍ରାରମ୍ଭିକ ପର୍ଯ୍ୟୟରେ ଆୟୋଜକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅନନ୍ତ ବାରିକ ସ୍ଵାଗତ ଅଭିଭାଷଣ କରିଥିବା ବେଳେ ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ପ୍ରଦୀପ କୁମାର ପାତ୍ର ବିବରଣୀ ପାଠ କରିଥିଲେ । ଏଥିରେ ବଲାଙ୍ଗିର ଜିଲ୍ଲାର ୧୪ ଗୋଟି ବ୍ଲକର ୧୭ ବର୍ଷରୁ କମ ବୟସର ବାଳକ ଓ ବାଳିକା ଦଳ ଅଂଶଗ୍ରହଣ କରିଛନ୍ତି ସର୍ବମୋଟ ୩୧୯ ଜଣ ଖେଳାଳି, ୩୧ ଜଣ ମେନେଜର ଓ ୩୧ ଜଣ ଅଫିସିଆଲ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ।  ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିବା ଉଦ୍ଦେଶ୍ୟ କେବଳ ପୁରସ୍କାର ଲାଭ ନୁହେଁ ବରଂ ଶୃଙ୍ଖଳା ସହ ସୁସ୍ଥ ଜୀବନ ମୂଲ୍ୟବୋଧ ହିଁ ଏହାର ପ୍ରଧାନ ଉଦ୍ଦେଶ୍ୟ ବୋଲି ଅତିଥିଗଣ ମାନେ ମତବ୍ୟକ୍ତ କରିଥିଲେ । ମନୋନୀତ ଖେଳାଳି ମାନେ ଆସନ୍ତା ନଭେମ୍ବର ମାସରେ ବଲାଙ୍ଗିର ଜିଲ୍ଲାରେ ହେବାକୁ ଥିବା ରାଜ୍ୟ ବିଦ୍ୟାଳୟ ଫୁଟବଲ ପ୍ରତିଯୋଗୀତାରେ ବଲାଙ୍ଗିର ଜିଲ୍ଲାକୁ ପ୍ରତିନିଧିତ୍ଵ କରିବେ । କାର୍ଯ୍ୟକ୍ରମରେ ଦେଓଗାଁ ବ୍ଲକର ସମସ୍ତ ପ୍ରଧାନଶିକ୍ଷକ, କ୍ରିଡା ଶିକ୍ଷକ, ଶିକ୍ଷକ ତଥା ଉପରଝର ଗ୍ରାମବାସୀ ସହଯୋଗ କରିଥିଲେ । ମଞ୍ଚ ପରିଚାଳନା ହେମନ୍ତ ପ୍ରଧାନ ଓ  ଧନ୍ୟବାଦ ଅର୍ପଣ ସନ୍ଧ୍ୟା ରାଣୀ ଛତ୍ରିଆ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ   05-Jun-2026
  ଜିଲ୍ଲା  
ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   05-Jun-2026
  ଜିଲ୍ଲା  
ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    05-Jun-2026
  ଜିଲ୍ଲା  
ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   05-Jun-2026
  ଜିଲ୍ଲା  
ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ   05-Jun-2026
  ଜିଲ୍ଲା  
ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ   05-Jun-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   05-Jun-2026
  ଜିଲ୍ଲା  
*ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   05-Jun-2026
  ଜିଲ୍ଲା  
*ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   05-Jun-2026
  ଜିଲ୍ଲା  
ଦେଓଗାଁ ୧୩ନମ୍ବର ଜିଲ୍ଲାପରିଷଦଜୋନର ୧୦ ପଞ୍ଚାୟତବାସୀ ଘେରିଲେ ଅରଡବ୍ଲୁଏସଏସ ଓ ବିଦ୍ୟୁତକାର୍ଯ୍ୟାଳୟ   05-Jun-2026

You Might Also Like