-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||     

HOME   ଜିଲ୍ଲା

ମାଲକାନଗିରି ସଦରରେ ସେକ୍ସ ରାକେଟ ଠାବ, ୬ ଗିରଫ 

02-Nov-2025



ମାଲକାନଗିରି,ମାଲକାନଗିରି ସଦର ମହକୁମା ସ୍ଥିତ ଏକ ଭଡ଼ା ଘରେ ସେକ୍ସ ରାକେଟ୍ ଚାଲିଥିବା  ବେଳେ ବିଶ୍ବସ୍ତ ସୂତ୍ରରୁ ସୂଚନା ପାଇ ମାଲକାନଗିରି ପୋଲିସ ଅଚାନକ ଚଢ଼ାଉ କରି ରାଣୀ ମହୁମାଛି ସମେତ ୬ ଜଣକୁ ଗିରଫ କରିବାରେ ସଫଳ ହୋଇଛି। ଏହା ବ୍ୟତିତ କିଛି ଟଙ୍କା,ଏକ ସ୍କର୍ପିଓ ଗାଡ଼ି ସହିତ ବହୁ ଆପତ୍ତିଜନକ ସାମଗ୍ରୀ ମଧ୍ୟ ପୋଲିସ ଜବତ କରିଛି।
ପ୍ରାପ୍ତ ସୂଚନାରୁ ଜଣାପଡିଛି ଯେ, ମାଲକାନଗିରି ଜିଲ୍ଲା ସଦର ମହାକୁମା ସ୍ଥିତ ପାତ୍ରଗୁଡା ସାହିରେ ଏକ ଭଡ଼ା ଘରେ ସେକ୍ସ ରାକେଟ୍ ଦୀର୍ଘ ଦିନ ହେଲା ଚାଲିଥିଲା । ମାଲକାନଗିରି ଥାନା ପୋଲିସ ଏକ ନିର୍ଭରଯୋଗ୍ୟ ସୂତ୍ରରୁ ସୂଚନା ପାଇ ଅଚାନକ ଚଢ଼ାଉ କରିଥିଲା ।  ଏସଡିପିଓ ଦିବ୍ୟ ସଙ୍କର ଦଳେଇଙ୍କ ନେତୃତ୍ୱରେ ମାଲକାନଗିରି ଥାନା ଅଧିକାରୀ ରିଗାନ କିଣ୍ଡୋ

ଏବଂ ଅନ୍ୟ ମହିଳାଇ ପୋଲିସମାନେ ଉକ୍ତ ଭଡା ଘରେ ଚଢ଼ାଉ କରି ୬ ଜଣଙ୍କୁ ଗିରଫ କରିଥିଲା । ସେମାନେ ହେଲେ ୨ଜଣ ଦେହଜୀବୀ, ୨ ଜଣ ଗ୍ରାହକ, ଜଣେ ଯୋଗସୂତ୍ରକାରୀ  ଏବଂ ଜଣେ ରାଣୀ ମହୁମାଛି ଗିରଫ ହୋଇଛି ।
ଏହି ରାଣୀ ମହୁମାଛି ଜଣଙ୍କ ପୂର୍ବରୁ ଗିରଫ ହୋଇ ଜାମିନ୍ ଆସିଥିବା ପୋଲିସ ପ୍ରକାଶ କରିଛି। ବର୍ତ୍ତମାନ ଗିରଫ ହୋଇଥିବା ୨ ଦେହଜୀବୀଙ୍କ ଘର  ଜଗତସିଂହପୁର ଓ ଭଦ୍ରକ ଜିଲ୍ଲାରେ  ହୋଇଥିବା ବେଳେ ଗ୍ରାହକମାନେ ପଡ଼ୋଶୀ  ଛତିଶଗଡ଼ ରାଜ୍ୟର ସୁକୁମା ଜିଲ୍ଲାର ବୋଲି ଜଣାପଡ଼ିଛି।ତେବେ ଏହି ସେକ୍ସ ରାକେଟରେ ଆଉ କେଉଁମାନେ ସମ୍ପୃକ୍ତି ଅଛନ୍ତି କି ନାହିଁ ମାଲକାନଗିରି ପୋଲିସ ତଦନ୍ତ ଜାରି ରଖିଛି।
(ରିପୋର୍ଟ: କେଶବ ଚନ୍ଦ୍ର ନାୟକ)


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   25-Oct-2026
  ଜିଲ୍ଲା  
ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   25-Oct-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ପିତୃ ବିୟୋଗ   25-Oct-2026
  ଜିଲ୍ଲା  
ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   25-Oct-2026
  ଦେଶ ବିଦେଶ  
ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ   25-Oct-2026

You Might Also Like