-+91-9937148622 |

prerana_bgr@rediffmail.com |

  Wednesday 11th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   (11-Nov-2026)       ||      ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ    (10-Nov-2026)       ||      ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   (10-Nov-2026)       ||      ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   (10-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   (10-Nov-2026)       ||      କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   (10-Nov-2026)       ||      ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   (10-Nov-2026)       ||      ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   (10-Nov-2026)       ||      ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   (10-Nov-2026)       ||      ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   (10-Nov-2026)       ||      *ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||      ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   (10-Nov-2026)       ||      କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   (10-Nov-2026)       ||      ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   (09-Nov-2026)       ||      ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ    (09-Nov-2026)       ||      ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ    (09-Nov-2026)       ||      ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   (09-Nov-2026)       ||      ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   (09-Nov-2026)       ||      *ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   (09-Nov-2026)       ||     

HOME   ଜିଲ୍ଲା

ବରପାଲି ଶୀତଳ ଷଷ୍ଠୀ ତରଫରୁ କପିଲେଶ୍ବର ବାବାଙ୍କୁ ଖେଚୁଡ଼ି ଓ ସାକରା ଭୋଗ ଅର୍ପଣ

05-Nov-2025



ବରପାଲି  (ସୁଦାମ ଦୀପ)
ବରପାଲି ଶୀତଳଷଷ୍ଠୀ ମହୋତ୍ସବ କମିଟି ପକ୍ଷରୁ କପିଳେଶ୍ବର ମହାଦେବ ମନ୍ଦିର ପରିସରରେ କାର୍ତ୍ତିକ ଚତୁର୍ଦ୍ଦଶୀ ପର୍ବ ପାଳିତ ହୋଇଯାଇଛି। ଏହି ଅବସରରେ ବାବା କପିଲେଶ୍ବର ଓ ମାତା ପାର୍ବତୀଙ୍କ ଦର୍ଶନ ସହ ଆଶିର୍ବାଦ ପ୍ରାପ୍ତି ପାଇଁ ହଜାର ହଜାର ଶ୍ରଦ୍ଧାଳୁ ଭକ୍ତଙ୍କ ସମାଗମ ହୋଇଥିଲା। କାର୍ତ୍ତିକ ମାସ ତ୍ରୟୋଦଶୀ ଠାରୁ ଦେବ ଦମ୍ପତିଙ୍କ ସ୍ବତନ୍ତ୍ର ପୂଜାର୍ଚ୍ଚନା ପରମ୍ପରା ଅନୁସାରେ ଆୟୋଜିତ ହୋଇଥାଏ। ଚତୁର୍ଦ୍ଦଶୀ ରାତ୍ରରେ ମନ୍ଦିର ଧ୍ବଜ ପରିବର୍ତ୍ତନ ପରମ୍ପରା ପୂଜକମାନଙ୍କ ସହଯୋଗରେ ଅନୁଷ୍ଠିତ ହୋଇଥିଲା। ଚତୁର୍ଦ୍ଦଶୀ ତିଥିରେ କପିଳେଶ୍ବର ବାବା ମାତା ପାର୍ବତୀଙ୍କ ସ୍ବତନ୍ତ୍ର ଭାବରେ ଆଜି କାର୍ତ୍ତିକ ପୂର୍ଣ୍ଣିମା ତିଥିରେ ଶୀତଳଷଷ୍ଠୀ କମିଟି ପକ୍ଷରୁ ମହାସମାରୋହରେ ପୂଜାର୍ଚ୍ଚନା, ମହାଆଳତୀ ସମର୍ପଣ କରାଯାଇଥିଲା। ସଭାପତି ଆନନ୍ଦ ବାବୁ,ସମ୍ପାଦକ ଜୟନ୍ତ ତ୍ରିପାଠୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ହୋଇଥିବା ପୂଜାର୍ଚ୍ଚନା କାର୍ଯ୍ୟକ୍ରମରେ ସମସ୍ତ ବରିଷ୍ଠ ଓ ଯୁବ ସଦସ୍ୟ ଉପସ୍ଥିତ ରହିଥିଲେ। ମୁଖ୍ୟଅତିଥି ଭାବେ ଉପଜିଲ୍ଲାପାଳ ପ୍ରସନ୍ନ ପାଣ୍ଡେ ଯୋଗ ଦେଇଥିଲେ। ଏହି ପରିପ୍ରେକ୍ଷୀରେ ଶୀତଳଷଷ୍ଠୀ ଯାତ୍ରା କମିଟି ଦ୍ବାରା ଉପଜିଲ୍ଲାପାଳ ପାଣ୍ତେଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   11-Nov-2026
  ଜିଲ୍ଲା  
ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   10-Nov-2026
  ଜିଲ୍ଲା  
ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   10-Nov-2026
  ଜିଲ୍ଲା  
ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   10-Nov-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   10-Nov-2026
  ଜିଲ୍ଲା  
କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   10-Nov-2026
  ଜିଲ୍ଲା  
ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   10-Nov-2026
  ଜିଲ୍ଲା  
ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   10-Nov-2026
  ଜିଲ୍ଲା  
ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   10-Nov-2026
  ଜିଲ୍ଲା  
ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   10-Nov-2026
  ଜିଲ୍ଲା  
*ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   10-Nov-2026
  ଜିଲ୍ଲା  
ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   10-Nov-2026

You Might Also Like