-+91-9937148622 |

prerana_bgr@rediffmail.com |

  Thursday 12th March 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ଏକ ସାଇନବୋର୍ଡ ପାଲଟିଛି - ନରସିଂହ   (11-Mar-2026)       ||      ବାଇକ ଧକ୍କାରେ କଲେଜେ ଛାତ୍ରୀଙ୍କ ମୃତ୍ୟୁ ପରେ ଚେତିଲା ପୋଲିସ♦️ ସ୍ପିଡ଼ ବାଇକର୍ ମାନଙ୍କୁ ସାବାଡ କରିବ ବଲାଙ୍ଗୀର ପୋଲିସ    (11-Mar-2026)       ||      ଜିଲ୍ଲାପାଳ ଙ୍କ ଅସ୍ଥାୟୀ ବସଷ୍ଟାଣ୍ଡ ପରିଦର୍ଶନ* - *ବସ ଯାତ୍ରୀ ମୌଳିକ ସୁବିଧା ରୁ ବଞ୍ଚିତ ନ ହେବାକୁ ଅଧିକାରୀ ଙ୍କ ଉପରେ ଗର୍ଜିଲେ ଜିଲ୍ଲାପାଳ*- -   (11-Mar-2026)       ||      ମହାରାଜା ପି ଏମ ଶ୍ରୀ ହାଇସ୍କୁଲ ର ସହକାରୀ ଶିକ୍ଷକ ନିଲମ୍ବିତ* - *ଶିକ୍ଷକ ମହଲ ରେ କୋକୁଆ ଭୟ*-   (11-Mar-2026)       ||      ଚୋରି କରିବା ପଡିଲା ମହଙ୍ଗା, ୫ ଜଣ ଗିରଫ ପରେ କୋର୍ଟ ଚାଲାଣ   (11-Mar-2026)       ||      *ନୂଆପଡ଼ାରେ ଉଦ୍ୟାନ କୃଷି ଯୋଜନାର ସମୀକ୍ଷା ବୈଠକ ଅନୁଷ୍ଠିତ, ୫ ଜଣ ପ୍ରଗତିଶୀଳ ଚାଷୀଙ୍କୁ ସମ୍ବର୍ଦ୍ଧନା*   (11-Mar-2026)       ||      *ଡାବୁଗାଁ ବ୍ଲକରେ ଆଣ୍ଠେଇ ପଡ଼ିଲାଣି ମେଗା ପାନୀୟ ଜଳ ପ୍ରକଳ୍ପ*   (11-Mar-2026)       ||      “ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମହିଳା ଦିବସ”   (11-Mar-2026)       ||      ବିଚ ରାସ୍ତାରେ ଖଣ୍ଡା ବୁଲାଇ ଭୟଭୀତ କରୁଥିଲା ଦୃର୍ଵୣର୍ତ୍ତ   (11-Mar-2026)       ||      ଶାସ୍ତ୍ରୀୟ ଭାଷା ଦିବସ ପାଳିତ    (11-Mar-2026)       ||      ନର୍ଲା ଏକତା ସ୍ୱାଭିମାନ ସମିତି ପକ୍ଷରୁ ୧୨ ଘଣ୍ଟିଆ ରାସ୍ତାରୋକ   (11-Mar-2026)       ||      ରକ୍ତଦାନ ଶିବିର ଅନୁଷ୍ଠିତ    (11-Mar-2026)       ||      ତାନଶ୍ରୀ ପାଣିଗ୍ରାହୀଙ୍କୁ ଜାତୀୟ ଉତ୍କଳ କାବ୍ୟ ରୌପ୍ୟ ରତ୍ନ ସମ୍ମାନ    (11-Mar-2026)       ||      *ନୂଆପଡ଼ା ଜିଲ୍ଲା ପ୍ରଶାସନ ପକ୍ଷ ରୁ ସୁଭଦ୍ରା ଶକ୍ତି ମେଳା ଶୁଭ ଉଦ୍ଘାଟିତ*   (11-Mar-2026)       ||      ରଶ୍ମିତା ପାଣ୍ଡେ ଶ୍ରେଷ୍ଠ ଯୁବ ମହିଳା ଏଚିଭର -୨୬ ରେ ସମ୍ମାନିତ   (10-Mar-2026)       ||      *ଅପରାଧ କୁ ନିୟନ୍ତ୍ରଣ ପାଇଁ ଅପରେସନ ସାଇବର କବଚ ଅଭିଜାନ ଉପରେ ସାମ୍ୱାଦିକ ସମ୍ମିଳନୀ*-   (10-Mar-2026)       ||      ଅଭିଭାବକ କୃତଜ୍ଞତା ଅର୍ପଣ ଉତ୍ସବ   (10-Mar-2026)       ||      ନୂଆପଡ଼ାରେ ଜିଲ୍ଲାସ୍ତରୀୟ ‘ସୁଭଦ୍ରା ଶକ୍ତି ମେଳା–୨୦୨୬  ମହିଳା ଉଦ୍ୟୋଗୀତା ଓ ସାଂସ୍କୃତିକ ପରମ୍ପରାର ମହୋତ୍ସବ ଉଦ୍ଘାଟିତ    (10-Mar-2026)       ||      ୧୫ କିମି ସାଇକଲରେ ଯାଇ ଅଭିଯୋଗ ଶୁଣିଲେ ବିଡିଓ   (10-Mar-2026)       ||      ବଲାଙ୍ଗିର ଜିଲ୍ଲା ପ୍ରଶାସନ ପକ୍ଷରୁ ‘ଶ୍ରୀଜଗନ୍ନାଥ ଦର୍ଶନ’ ଯାତ୍ରାର ଶୁଭାରମ୍ଭ   (10-Mar-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଉଦଯାପିତ;

07-Nov-2025



ବଲାଙ୍ଗୀର(ପ୍ରେରଣା ଖବର): ସ୍ଥାନୀୟ ପିଏମଶ୍ରୀ ପୃଥ୍ଵୀରାଜ ଉଚ୍ଚ ବିଦ୍ୟାଳୟ ପରିସରରେ ଜିଲ୍ଲା ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ କୁମାର ନାଗ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ଉତ୍ସବରେ ଉପଜିଲ୍ଲାପାଳ ଆଲୋକ ପଟେଲ ମୁଖ୍ୟ ଅତିଥି,ସମ୍ମାନୀତ ଅତିଥି ଭାବେ ଏଡିଇଓ ରୀନା କୁମାରୀ ବେହେରା, ସେବାଶ୍ରୀ ଭୋଇ, ପ୍ରବୀର ପଣ୍ଡା,ସଦର ବ୍ଲକ ବିଇଓ ନୀଳମଣି ପଟେଲ,ପି ଆର ହାଇସ୍କୁଲ ର ପ୍ରଧାନ ଶିକ୍ଷକ ସନ୍ତୋଷିନୀ ସେଠୀ ପ୍ରମୁଖ ମଞ୍ଚାସୀନ ଥିଲେ।  

ସରକାରୀ ଟାଉନ ବାଳିକା ବିଦ୍ୟାଳୟର ଛାତ୍ରୀ ମାନେ ସ୍ୱାଗତ ସଂଗୀତ ପରିବେଷଣ କରିଥିଲେ।ମୁଖ୍ୟ ଅତିଥି ଶ୍ରୀ ପଟେଲ ନିଜ ବକ୍ତବ୍ୟରେ ଆଜିର ଶିଶୁ ଶିକ୍ଷିତ, ସଚେତନ ଓ ସଂସ୍କାରି ହେଲେ ଆସନ୍ତା କାଲି ଏକ ଉଜ୍ବଳ ଭବିଷ୍ୟତ ଗଠନ ହେବ ବୋଲି କହିବା ସହ ଶିଶୁକୁ ଭଲ ପରିବେଶ,ସୁସ୍ଥ ଜୀବନ ଓ ସୁନିଶ୍ଚିତ ଶିକ୍ଷା ଦେବା ଉଚିତ ବୋଲି କହିଥିଲେ।ଜୁନିଅର, ସିନିଅର ଓ ସୁପର ସିନିଅର ଏପରି ୩ଟି ବର୍ଗର ୩୫୦ରୁ ଊର୍ଧ୍ୱ ଛାତ୍ରଛାତ୍ରୀ ମାନେ ପ୍ରବନ୍ଧ, ବକ୍ତୃତା, ତର୍କ, କୁଇଜ, ସୃଜନଶୀଳ ଲିଖନ, ସଂଗୀତ, ସୁନ୍ଦର ହସ୍ତାକ୍ଷର, ଶିଳ୍ପକଳା ଓ ଚିତ୍ରକଳା, ସାଂସ୍କୃତିକ କାର୍ଯ୍ୟକ୍ରମ ଆଦି ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ।ଉଦଯାପନୀ ଉତ୍ସବରେ ମୁଖ୍ୟଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ପବିତ୍ର କୁମାର ବେହେରା ଯୋଗ ଦେଇ ଶିଶୁ ମାନେ ହେଉଛନ୍ତି ଜାତିର ଭବିଷ୍ୟତ ସ୍ତମ୍ଭ। ତାଙ୍କୁ ଯଦି ସଠିକ ଦିଗ ଦେଖାଯାଏ ତେବେ ସେମାନେ ଦେଶକୁ ନୂତନ ଉଚ୍ଚତାକୁ ନେଇଯିବେ 

ବୋଲି ମତବ୍ୟକ୍ତ କରିଥିଲେ।ଶିକ୍ଷକ ସରୋଜ ନାୟକ, ନାରାୟଣ ମିଶ୍ର, ଅଳକା ଦାଶ ଓ ସୈଲେନ୍ଦ୍ରୀ ପରିଡା କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ। ଶେଷରେ ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କ ସହ ସାଂସ୍କୃତିକ କାର୍ଯ୍ୟକ୍ରମରେ ଲୋଇସିଂହା ବ୍ଲକ ପ୍ରଥମ ସ୍ଥାନ ଅଧିକାର କରିଥିବାରୁ ତାଙ୍କୁ ପୁରସ୍କୃତ କରିବା ସହ ଶିକ୍ଷକ ଦେବକାନ୍ତ ମେହେରଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ସମସ୍ତ ବ୍ଲକ ଶିକ୍ଷା ଅଧିକାରୀ,ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ, ସମଗ୍ର ଶିକ୍ଷା କାର୍ଯ୍ୟାଳୟର ସମସ୍ତ କର୍ମଚାରୀ, ସମସ୍ତ ସିଆରସିସି, ଵିଆରସିସି, ସ୍ଥାନୀୟ ହାଇସ୍କୁଲର ସମସ୍ତ ଶିକ୍ଷକ, ଶିକ୍ଷୟତ୍ରୀ ଓ ଶିକ୍ଷା କର୍ମଚାରୀ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ଏକ ସାଇନବୋର୍ଡ ପାଲଟିଛି - ନରସିଂହ   11-Mar-2026
  ଜିଲ୍ଲା  
ବାଇକ ଧକ୍କାରେ କଲେଜେ ଛାତ୍ରୀଙ୍କ ମୃତ୍ୟୁ ପରେ ଚେତିଲା ପୋଲିସ♦️ ସ୍ପିଡ଼ ବାଇକର୍ ମାନଙ୍କୁ ସାବାଡ କରିବ ବଲାଙ୍ଗୀର ପୋଲିସ   11-Mar-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କ ଅସ୍ଥାୟୀ ବସଷ୍ଟାଣ୍ଡ ପରିଦର୍ଶନ* - *ବସ ଯାତ୍ରୀ ମୌଳିକ ସୁବିଧା ରୁ ବଞ୍ଚିତ ନ ହେବାକୁ ଅଧିକାରୀ ଙ୍କ ଉପରେ ଗର୍ଜିଲେ ଜିଲ୍ଲାପାଳ*- -   11-Mar-2026
  ଜିଲ୍ଲା  
ମହାରାଜା ପି ଏମ ଶ୍ରୀ ହାଇସ୍କୁଲ ର ସହକାରୀ ଶିକ୍ଷକ ନିଲମ୍ବିତ* - *ଶିକ୍ଷକ ମହଲ ରେ କୋକୁଆ ଭୟ*-   11-Mar-2026
  ଜିଲ୍ଲା  
ଚୋରି କରିବା ପଡିଲା ମହଙ୍ଗା, ୫ ଜଣ ଗିରଫ ପରେ କୋର୍ଟ ଚାଲାଣ   11-Mar-2026
  ଜିଲ୍ଲା  
*ନୂଆପଡ଼ାରେ ଉଦ୍ୟାନ କୃଷି ଯୋଜନାର ସମୀକ୍ଷା ବୈଠକ ଅନୁଷ୍ଠିତ, ୫ ଜଣ ପ୍ରଗତିଶୀଳ ଚାଷୀଙ୍କୁ ସମ୍ବର୍ଦ୍ଧନା*   11-Mar-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ଆଣ୍ଠେଇ ପଡ଼ିଲାଣି ମେଗା ପାନୀୟ ଜଳ ପ୍ରକଳ୍ପ*   11-Mar-2026
  ଜିଲ୍ଲା  
“ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମହିଳା ଦିବସ”   11-Mar-2026
  ଜିଲ୍ଲା  
ବିଚ ରାସ୍ତାରେ ଖଣ୍ଡା ବୁଲାଇ ଭୟଭୀତ କରୁଥିଲା ଦୃର୍ଵୣର୍ତ୍ତ   11-Mar-2026
  ଜିଲ୍ଲା  
ଶାସ୍ତ୍ରୀୟ ଭାଷା ଦିବସ ପାଳିତ   11-Mar-2026
  ଜିଲ୍ଲା  
ନର୍ଲା ଏକତା ସ୍ୱାଭିମାନ ସମିତି ପକ୍ଷରୁ ୧୨ ଘଣ୍ଟିଆ ରାସ୍ତାରୋକ   11-Mar-2026
  ଜିଲ୍ଲା  
ରକ୍ତଦାନ ଶିବିର ଅନୁଷ୍ଠିତ   11-Mar-2026

You Might Also Like