-+91-9937148622 |

prerana_bgr@rediffmail.com |

  Saturday 13th December 2025 |

| | | |

R.N.I. Regd No. ODIODI/2010/46693

Breaking News

ସିନାପାଲି ବ୍ଲକ ସ୍ତରୀୟ କାର୍ଯ୍ୟାଳୟରେ ନିରନ୍ତର ବିକାଶ ତାଲିମ ଶିବିର ଅନୁଷ୍ଠିତ l   (13-Dec-2025)       ||      ଲୁତୁରପଙ୍କ କ୍ରିକେଟ କପ୍ ର ଚଏସ ଲଳିଙ୍ଗ ଉତ୍ସବ   (13-Dec-2025)       ||      ତୋଷାଳୀ ବିଦ୍ୟାମନ୍ଦିରର ସପ୍ତମ ବାର୍ଷିକ କ୍ରୀଡା ଉତ୍ସବ   (13-Dec-2025)       ||      ବନବିଭାଗ ର ବଡ ସଫଳତା, ୪ ଟ୍ରାକ୍ଟର ଖଇର ଗଣ୍ଡି ଜବତ, ହେଲେ କାଠ ମାଫିଆ କିମ୍ବା ଗାଡି ଜବତ କରିବାରେ ବିଫଳ   (13-Dec-2025)       ||      ନୂଆପଡାରେ ଆପଣଙ୍କ ପୁଞ୍ଜି ଆପଣଙ୍କ ଅଧିକାର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Dec-2025)       ||      ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ    (13-Dec-2025)       ||      ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ    (13-Dec-2025)       ||      ଝାରସୁଗୁଡ଼ା: ଏସ୍. ୟୁ. ଜେ ର ଫେବୃଆରୀ ୧୧ ରାଜ୍ୟ ବାର୍ଷିକ ଉତ୍ସବର ରୂପରେଖ ସମ୍ପର୍କରେ ଆଲୋଚନା    (12-Dec-2025)       ||      ବାଲେଶ୍ୱର – ଜିଲ୍ଲାସ୍ତରୀୟ ଯୁବୋତ୍ସବ ଉଦଘାଟିତ   (12-Dec-2025)       ||      ବୁଢୀବଲଣ୍ଡl ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପୂର୍ବତନ ପ୍ରଧାନଶିକ୍ଷକଙ୍କୁ ଅର୍ଥ ତୋଷlରପାତ ମାମଲାରେ ୪ବର୍ଷ ଜେଲ ଦଣ୍ଡାଦେଶ   (12-Dec-2025)       ||      ଜିଲ୍ଲାସ୍ତରୀୟ ଯୁବୋତ୍ସବ ନିମନ୍ତେ ବିଭିନ୍ନ ପ୍ରତିଯୋଗିତା   (12-Dec-2025)       ||      *ନୂଆପଡ଼ା ଜିଲ୍ଲା ଯୋଙ୍କ ପୋଲିସ କୁ ବଡ ସଫଳତା, ୫୭ ଜଣ ଦାଦନ ଶ୍ରମିକ ମହିଳା,ଓ ନାବାଳକ ଙ୍କୁ ଉଦ୍ଧାର, ଜଣେ ଦଲାଲ ଗିରଫ*   (12-Dec-2025)       ||      କୃଷି ସମବାୟ ସମିତି ବୋଡ଼େନରେ ଧାନ ମଣ୍ଡି ଉଦଘାଟନ   (12-Dec-2025)       ||      ହିତାଧିକାରୀଙ୍କୁ ଅଧିକାରୀଙ୍କ ଜୁହାର,ଘର ସମ୍ପୂର୍ଣ୍ଣ କରିବାକୁ ଅନୁରୋଧ   (12-Dec-2025)       ||      ହଧାନର ମନ୍ଥରତାରୁ ସମାଧାନ ପାଇଁ ଅତାବିରା ଏନ୍ଏସି ସ୍ତରୀୟ ଚାଷୀଙ୍କ ବୈଠକ   (12-Dec-2025)       ||      *ଉପ ଜିଲ୍ଲାପାଳ ଓ ଡିଏସପି ଙ୍କୁ ସହର ବାସୀଙ୍କ ପକ୍ଷରୁ ସ୍ବାଗତ ସମ୍ବର୍ଧନା*-   (12-Dec-2025)       ||      *ଆସନ୍ତା କାଲି ଠୁ ସୁବର୍ଣ୍ଣପୁର ଡିଷ୍ଟ୍ରିକ୍ ଏନୁଏଲ ଏଥଲେଟିକ ମିଟ*   (12-Dec-2025)       ||      *ନବରଙ୍ଗପୁରରେ କ୍ଷତ୍ରିୟ ଧାକଡ ସମାଜ ପଦାଧିକାରୀ ବୈଠକ*   (12-Dec-2025)       ||      ମନମୁଣ୍ଡା ହାଇସ୍କୁଲର ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ    (12-Dec-2025)       ||      ମଣ୍ଡଳସ୍ତରୀୟ କୁଇଜ୍ ପ୍ରତିଯୋଗିତା    (12-Dec-2025)       ||     

HOME   ଜିଲ୍ଲା

*ସୋନପୁର ର ପ୍ରାକ୍ତନ ବିଧାୟକ ସ୍ଵର୍ଗତ କୁନ୍ଦୁରୁ କୁଶଳ ଙ୍କ ୧୮ ତମ ଶ୍ରାଦ୍ଧ ବାର୍ଷିକୀ ପାଳନ*-

08-Nov-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ)
 ସୋନପୁର ର ପୂର୍ବତନ ବିଧାୟକ ତଥା ସୋନପୁର ର ବାଇମୁଣ୍ଡି କୁହା ଯାଉଥିବା ସ୍ୱର୍ଗତ କୁନ୍ଦୁରୁ କୁଶଳ ଙ୍କ ୧୮ ତମ ଶ୍ରାଦ୍ଧ ବାର୍ଷିକୀ ସ୍ଥାନୀୟ କୁଞ୍ଜ ଛକ ଠାରେ ପାଳିତ ହୋଇ ଯାଇଛି l ଏହି ଅବସର ରେ ସକାଳେ ପ୍ରଥମେ ବ୍ଲକ ଛକ ଠାରୁ କୁଞ୍ଜ ଛକ ଯାଏ ଏକ ମାରାଥନ ପ୍ରତି ଯୋଗିତା ଅନୁଷ୍ଟିତ ହୋଇଥିଲା l ପରେ ସ୍ୱର୍ଗତ ଶ୍ରୀ କୁଶଳ ଙ୍କ ପ୍ରତିମୂର୍ତ୍ତି ରେ ବରେଣ୍ୟ ଅତିଥି ଓ ଶହ ଶହ ଶୁଭେଚ୍ଛୁ ଧୂପ ଦୀପ ଓ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଭକ୍ତି ପୂତ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଥିଲେ l ଓ "କୁନ୍ଦୁରୁ କୁଶଳ ଅମର ରହେ" "ମୋର୍ ସୋନପୁର ମୋତେ ସୁନ୍ଦର୍" ନାରା ଦେଇ ଥିଲେ l ପରେ ପରେ ଏଠାରେ ଏକ ସଭା ର ଆୟୋଜନ କରା ଯାଇଥିଲା l ଏଠାରେ ମୁଖ୍ୟ ଅତିଥି ଭାବେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପଧାନ ଯୋଗ ଦେଇ ଶ୍ରୀ କୁଶଳ କେବଳ ଯେ ଏକ ଅପ୍ରତିଦ୍ଵନ୍ଦୀ ନେତା ନ ଥିଲେ,  ସେ ଜଣେ ଭଲ ମଣିଷ ଥିଲେ ନିଜ ମାଟି କୁ ଓ ଗରିବ ଙ୍କୁ ଭଲ ପାଉଥିଲେ ବୋଲି କହିଥିଲେ l ସମ୍ମାନିତ ଅତିଥି ଭାବରେ ପୌର ପରିଷଦ ପ୍ରାକ୍ତନ ଅଧ୍ୟକ୍ଷ କଇରୁ ସ୍ବାଇଁ, ସମାଜ ସେବୀ ଶ୍ରୀବତ୍ସ ମଲ୍ଲିକ, ଶ୍ରମିକ ନେତା ଗୋବିନ୍ଦ ମହାରଣା, ପ୍ରାଧ୍ୟାପକ ଡ଼ଃ ସୌରଭ ରଞ୍ଜନ ଖମାରୀ ଯୋଗ ଦେଇ ଶ୍ରୀ କୁଶଳ ଙ୍କ ସ୍ମୁତି ଚାରଣ କରିଥିଲେ l ଜଣେ ଅପାଠୁଆ ହୋଈ ବି ବିଜୁ ପଟ୍ଟନାୟକ ଙ୍କ ଅତି ପ୍ରିୟ ଓ ଓଡ଼ିଶା ର ପରିଚିତ ନେତା ଭାବେ ଆଗୁଆ ଥିଲେ l ଓ ତାଙ୍କ ସବୁ ସ୍ମୃତି କୁ ସାଉଁଟି ଆଗମୀ ଦିନରେ ଏକ ସ୍ମରଣିକା ପ୍ରକାଶ କଲେ ଓ ଓଡ଼ିଶା ର ପ୍ରତି ଲାଇବ୍ରେରୀ ରେ ପହଞ୍ଚାଇଲେ ରାଜ୍ୟ ର ସବୁ ଛାତ୍ର ଛାତ୍ରୀ ସଧାରଣ ଲୋକେ ତାଙ୍କୁ ଜାଣି ପାରିବେ ବୋଲି ଡଃ ଖମାରୀ କହିଥିଲେ l ସାହିତ୍ୟ ରେ ଇତିହାସ ରେ ସେ ନ ରହିଲେ ବି ଶ୍ରଦ୍ଧା ରେ ଅନ୍ତର ରେ ସମସ୍ତେ ମନେ ରଖିବା ଭଳି ଜଣେ ଅସାଧାରଣ ମଣିଷ ଶ୍ରୀ କୁଶଳ ବୋଲି ଶ୍ରୀ ମହାରଣା ପ୍ରକାଶ କରି ଥିଲେ ଓ ରାସ୍ତା ରେ ନିଜେ ପିଚୁ ଢାଳିବା ଠୁ ଆରମ୍ଭ କରି ବିଜୁ ବାବୁ ଙ୍କ ଗୋଡ଼ ଧରି ମହାନଦୀ ବ୍ରିଜ୍ ଓ ସୋନପୁର ଅଞ୍ଚଳ ର  ଅନେକ ଐତିହାସିକ କାର୍ଯ୍ଯ ହାସଲ କରିଥିଲେ ଶ୍ରୀ କୁଶଳ ବୋଲି  କହିଥିଲେ l

ଜିଲ୍ଲା ଗଠନ ରେ ଶ୍ରୀ କୁଶଳ ଙ୍କ ଭୂମିକା ଅବିସ୍ମରଣୀୟ ଓ ସାରା ଓଡ଼ିଶାର ଲୋକେ ବିଧାୟକ ଶ୍ରୀ କୁଶଳ ଙ୍କୁ ଥରେ ଦେଖିବାକୁ ତାଙ୍କ କଥା ଟିକେ ଶୁଣି ବାକୁ ଉତ୍କଣ୍ଠା ର ସହ ଚାହୁଁଥିଲେ  ବୋଲି ଅତିଥି ଶ୍ରୀ ମଲ୍ଲିକ କହିଥିଲେ l ଆଦିବାସୀ ହରିଜନ ଶ୍ରମିକ ଙ୍କୁ ସଂଗଠିତ କରାଇବାରେ , ସୋନପୁର ରୁ ଭୁବନେଶ୍ୱର ଯିବାକୁ ଲୋକ ଙ୍କ ପାଇଁ ସରକାରୀ ବସ ରେ ସିଟ୍କୋଟା ପାଈଁ ଆନ୍ଦୋଳନ କରି କାମ ହାସଲ କରିବାରେ ଓ ଫୁଲବାଣୀ ସାଂସଦ କ୍ଷେତ୍ର ରେ ନିର୍ବାଚନୀ ପ୍ରଚାର ପ୍ରସାର ରେ ଶ୍ରୀ କୁଶଳ ଙ୍କ ଭୂମିକା ଗୁରୁତ୍ଵପୂର୍ଣ୍ଣ ଥିଲା ବୋଲି ଅତିଥି ଶ୍ରୀ ସ୍ବାଇଁ କହିଥିଲେ l ପ୍ରାକ୍ତନ ମତ୍ସ୍ୟ ନିଗମ ଅଧ୍ୟକ୍ଷ ଶ୍ରୀ ଅଭିମନ୍ୟୁ କୁଶଳ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵl ବଧାନ ରେ ସମସ୍ତ କାର୍ଯ୍ଯ କ୍ରମ ଅନୁଷ୍ଟିତ ହୋଇଥିଲା l ଏହି ସଭା କୁ କୋଶଳ ହାଇସ୍କୁଲ୍ ପ୍ରଧାନ ଶିକ୍ଷକ ପରମାନନ୍ଦ ନାଏକ ପରିଚାଳନା କରିଥିବା ବେଳେ ସାମ୍ୱାଦିକ ମନୋରଞ୍ଜନ ତ୍ରୀପାଠୀ ଅତିଥି ସ୍ଵାଗତ କରି ଥିଲେ l ଇଂରାଜୀ ପ୍ରଧ୍ୟାପକ ଶ୍ରୀ ମଦନ ସୁନ୍ଦର ଖେତୀ ଧନ୍ୟ ବାଦ ଅର୍ପଣ କରି ମୃତ୍ୟୁ ସମସ୍ତଙ୍କୁ ଆସି ନ ଥାଏ, କେହି କେହି ମୃତ୍ୟୁ କୁ ଜିଣି ଥାଆନ୍ତି, ମୃତ୍ୟୁଞ୍ଜୟ ବା ଚିରଞ୍ଜିବୀ ହୋଈ ରହିବା ଗୋଟେ କଳା ସମସ୍ତ ଙ୍କ ପାଖରେ ନ ଥାଏ, ଆଉ ଏ ହେଉଛି ଭାବାବାନ ଙ୍କ ବରଦାନ ବୋଲି କୁନ୍ଦୁରୁ କୁଶଳ ଙ୍କ ଉଦାହରଣ ଦେଇଥିଲେ l ଶେଷରେ ମାରାଥନ ଦୌଡ଼  ଓ ବକ୍ତୃତା ପ୍ରତି ଯୋଗିତା ର କୃତୀ ଛାତ୍ର ଛାତ୍ରୀ ଙ୍କୁ ଅତିଥି ଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନାପାଲି ବ୍ଲକ ସ୍ତରୀୟ କାର୍ଯ୍ୟାଳୟରେ ନିରନ୍ତର ବିକାଶ ତାଲିମ ଶିବିର ଅନୁଷ୍ଠିତ l   13-Dec-2025
  ଜିଲ୍ଲା  
ଲୁତୁରପଙ୍କ କ୍ରିକେଟ କପ୍ ର ଚଏସ ଲଳିଙ୍ଗ ଉତ୍ସବ   13-Dec-2025
  ଜିଲ୍ଲା  
ତୋଷାଳୀ ବିଦ୍ୟାମନ୍ଦିରର ସପ୍ତମ ବାର୍ଷିକ କ୍ରୀଡା ଉତ୍ସବ   13-Dec-2025
  ଜିଲ୍ଲା  
ବନବିଭାଗ ର ବଡ ସଫଳତା, ୪ ଟ୍ରାକ୍ଟର ଖଇର ଗଣ୍ଡି ଜବତ, ହେଲେ କାଠ ମାଫିଆ କିମ୍ବା ଗାଡି ଜବତ କରିବାରେ ବିଫଳ   13-Dec-2025
  ଜିଲ୍ଲା  
ନୂଆପଡାରେ ଆପଣଙ୍କ ପୁଞ୍ଜି ଆପଣଙ୍କ ଅଧିକାର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Dec-2025
  ଜିଲ୍ଲା  
ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ   13-Dec-2025
  ଜିଲ୍ଲା  
ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ   13-Dec-2025
  ଜିଲ୍ଲା  
ଝାରସୁଗୁଡ଼ା: ଏସ୍. ୟୁ. ଜେ ର ଫେବୃଆରୀ ୧୧ ରାଜ୍ୟ ବାର୍ଷିକ ଉତ୍ସବର ରୂପରେଖ ସମ୍ପର୍କରେ ଆଲୋଚନା   12-Dec-2025
  ଜିଲ୍ଲା  
ବାଲେଶ୍ୱର – ଜିଲ୍ଲାସ୍ତରୀୟ ଯୁବୋତ୍ସବ ଉଦଘାଟିତ   12-Dec-2025
  ଜିଲ୍ଲା  
ବୁଢୀବଲଣ୍ଡl ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପୂର୍ବତନ ପ୍ରଧାନଶିକ୍ଷକଙ୍କୁ ଅର୍ଥ ତୋଷlରପାତ ମାମଲାରେ ୪ବର୍ଷ ଜେଲ ଦଣ୍ଡାଦେଶ   12-Dec-2025
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଯୁବୋତ୍ସବ ନିମନ୍ତେ ବିଭିନ୍ନ ପ୍ରତିଯୋଗିତା   12-Dec-2025
  ଜିଲ୍ଲା  
*ନୂଆପଡ଼ା ଜିଲ୍ଲା ଯୋଙ୍କ ପୋଲିସ କୁ ବଡ ସଫଳତା, ୫୭ ଜଣ ଦାଦନ ଶ୍ରମିକ ମହିଳା,ଓ ନାବାଳକ ଙ୍କୁ ଉଦ୍ଧାର, ଜଣେ ଦଲାଲ ଗିରଫ*   12-Dec-2025

You Might Also Like