-+91-9937148622 |

prerana_bgr@rediffmail.com |

  Saturday 6th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ    (05-Jun-2026)       ||      ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   (05-Jun-2026)       ||      ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    (05-Jun-2026)       ||      ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   (05-Jun-2026)       ||      ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ    (05-Jun-2026)       ||      ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ    (05-Jun-2026)       ||      ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   (05-Jun-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   (05-Jun-2026)       ||      *ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   (05-Jun-2026)       ||      ଦେଓଗାଁ ୧୩ନମ୍ବର ଜିଲ୍ଲାପରିଷଦଜୋନର ୧୦ ପଞ୍ଚାୟତବାସୀ ଘେରିଲେ ଅରଡବ୍ଲୁଏସଏସ ଓ ବିଦ୍ୟୁତକାର୍ଯ୍ୟାଳୟ   (05-Jun-2026)       ||      *ଜୁନ ୨୧ ଯୋଗ ଦିବସ ପାଳନ ପାଇଁ ଯୋଗ ପ୍ରୋଟୋକଲ ପ୍ରଶିକ୍ଷଣ ଶିବିର*   (05-Jun-2026)       ||      ସ୍ୱଚ୍ଛ ଗାଁ – ସୁରକ୍ଷିତ ଜଳବାୟୁ: ସିଂହପୁର ଗ୍ରାମସଭାରେ ସରପଞ୍ଚ ଶଶାଙ୍କ ଶେଖର ଖିଲାରଙ୍କ ସଚେତନତା ବାର୍ତ୍ତା    (05-Jun-2026)       ||      ପଂଚାୟତ ଉଚ୍ଚ ବିଦ୍ୟାଳୟ, ବନ୍ଧପଡ଼ାକୁ ପ୍ରକୃତି ମିତ୍ର ଓ ଆନନ୍ଦ ବଡ଼ପଣ୍ଡାଙ୍କୁ ପ୍ରକୃତିବନ୍ଧୁ ପୁରସ୍କାର    (05-Jun-2026)       ||      ଆସ ଆମେ ପଢ଼ିବା କାର୍ଯ୍ୟକ୍ରମ    (05-Jun-2026)       ||      ସମାଜସେବୀ ବିରଞ୍ଚି ନାରାୟଣ ଦାଶଙ୍କୁ ମିଳିଲା ପ୍ରକୃତି ବନ୍ଧୁ ପୁରସ୍କାର    (05-Jun-2026)       ||      ଆଇ.ଟି.ଆଇ. କଲେଜରେ ବୈଷୟିକ ଶିକ୍ଷା ପାଠ୍ୟକ୍ରମ ପାଇଁ ପରାମର୍ଶ ଶିବିର ଅନୁଷ୍ଠିତ    (05-Jun-2026)       ||      ମାଲକାନଗିରିରେ ସରକାରୀ ଡାକ୍ତରଙ୍କ ପ୍ରାଇଭେଟ୍ ଚିକିତ୍ସାକୁ ଗୁରୁତ୍ୱ (ଗରିବ ଓ ମଧ୍ୟବିତ୍ତ ରୋଗୀ ଆର୍ଥିକ ଶୋଷଣର ଶିକାର)   (05-Jun-2026)       ||      କଟକ ବାଲିଯାତ୍ରା ତଳ ପଡ଼ିଆରେ ପ୍ରେମୀଯୁଗଳ ଏବଂ ମଦୁଆଙ୍କ ସହିତ ପିସିଆର ଭ୍ୟାନ୍ ର ଲୁଚିକାଳୀ ଖେଳେ ।   (05-Jun-2026)       ||     

HOME   ଜିଲ୍ଲା

*କାଳିଆ ତୁଳସୀ ରଥ କମିଟି ର ଜରୁରୀ ବୈଠକ ଅନୁଷ୍ଠିତ*

08-Nov-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ)  ଶ୍ରୀ ଶ୍ରୀ ଯୋଗେଶ୍ୱର ମନ୍ଦିର (ଛଞ୍ଚାଣ ଡୁଙ୍ଗୁରି) ପରିସରରେ କାଳିଆ ତୁଳସୀ କମିଟି ର ସଦସ୍ୟ ମାନଂକୁ ନେଇ ସଭାପତି ଶ୍ରୀଯୁକ୍ତ ଗଦାଧର ବାରିକଙ୍କ ଅଧ୍ୟକ୍ଷତା ରେ ଏକ ବୈଠକ ଅନୁଷ୍ଠିତ ହୋଇ ଯାଇଛି। ବୈଠକ ରେ ଚଳିତ ବର୍ଷର ଆୟ ବ୍ୟୟ ର ଚିଠା କମିଟିର ସଦସ୍ୟ ପଦ୍ମ ଲୋଚନ ମିଶ୍ର ଉପସ୍ଥାପନା କରିବା ସହିତ ଅନୁମୋଦନ ପ୍ରସ୍ତାବ ଆଗତ କରିଥିଲେ। ଚିଠା ଅନୁମୋଦିତ ହେଲାପରେ କମିଟି ର ବିଭିନ୍ନ ଦାୟିତ୍ୱ ନିମ୍ନ ସଦସ୍ୟ ସଦସ୍ୟା ମାନଂକୁ ପ୍ରଦାନ କରାଯାଇଥିଲା। ଶ୍ରୀ ଗଦାଧର ବାରିକ, ଶ୍ୟାମା ଓଁ ପ୍ରସାଦ ମିଶ୍ର, ଶ୍ରୀବତ୍ସ ମଲ୍ଲିକ  ଓ ଚନ୍ଦ୍ର ଶେଖର ଓତା, ଅନୁଷ୍ଠାନ ର ଉପଦେଷ୍ଟା ଭାବେ ସଭାପତି ଭାବେ ଶ୍ରୀମତୀ ସୁନନ୍ଦା ସାହୁ,ଉପ- ସଭାପତି ଭାବେ ଶ୍ରୀମତୀ ସଂଯୁକ୍ତା ହୋତା,ଓ  ଶ୍ରୀମତୀ ପୁର୍ଣିମା ସା ସମ୍ପାଦିକା ଭାବେ ଶ୍ରୀମତୀ ସ୍ମିତା ରାଣୀ ମେହେର, ସହ ସମ୍ପାଦିକା ଭାବେ ଶ୍ରୀମତୀ  ନିରୁପମା  ପରଧିଆ ଓ ଶ୍ରୀମତୀ ଆରତୀ ଖମାରୀ 
କୋଷାଧକ୍ଷ ଭାବେ ଲଷ୍ମୀପ୍ରିୟା ପାଣିଗ୍ରାହୀ ଙ୍କୁ ମନୋନୀତ କରା ଯାଇଥିଲା l ଗଣେଶ୍ୱର ପାଣିଗ୍ରାହୀ, ଦୁର୍ଯୋଧନ ସାହୁ, ରଘୁନାଥ ମହାପାତ୍ର, ରାଜେଶ ସିଂ, ସନ୍ତୋଷ ମହାପାତ୍ର,  ଶ୍ରଦ୍ଧାଞ୍ଜଳୀ ମିଶ୍ରଙ୍କୁ କୋର କମିଟି ର ସଦସ୍ୟ ଭାବେ ଦାୟିତ୍ୱ ପ୍ରଦାନ କରାଯାଇଛି।ଏହି ବୈଠକ ରେ ବିଭିନ୍ନ ବିଷୟରେ ଆଲୋଚନା କରିବା ସହିତ ଏହି ତୁଳସୀ ଯାତ୍ରାକୁ ଆଗାମୀ ଦିନରେ ଏକ ଆଧ୍ୟାତ୍ମିକ ଆନ୍ଦୋଳନ ରେ ପରିଣତ କରିବାର ସଂକଳ୍ପ ନେଇ ଶ୍ରୀ ବଡ ଠାକୁର ଙ୍କ ଆଶୀର୍ବାଦ ଭିକ୍ଷା କରାଗଲା l ଶେଷରେ ସଭ୍ୟା  ଶ୍ରଦ୍ଧାଞ୍ଜଳି ମିଶ୍ର  ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ   05-Jun-2026
  ଜିଲ୍ଲା  
ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   05-Jun-2026
  ଜିଲ୍ଲା  
ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    05-Jun-2026
  ଜିଲ୍ଲା  
ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   05-Jun-2026
  ଜିଲ୍ଲା  
ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ   05-Jun-2026
  ଜିଲ୍ଲା  
ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ   05-Jun-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   05-Jun-2026
  ଜିଲ୍ଲା  
*ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   05-Jun-2026
  ଜିଲ୍ଲା  
*ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   05-Jun-2026
  ଜିଲ୍ଲା  
ଦେଓଗାଁ ୧୩ନମ୍ବର ଜିଲ୍ଲାପରିଷଦଜୋନର ୧୦ ପଞ୍ଚାୟତବାସୀ ଘେରିଲେ ଅରଡବ୍ଲୁଏସଏସ ଓ ବିଦ୍ୟୁତକାର୍ଯ୍ୟାଳୟ   05-Jun-2026

You Might Also Like