-+91-9937148622 |

prerana_bgr@rediffmail.com |

  Saturday 30th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଉତ୍କଳ ମହିଳା ବିକାଶ ପରିଷଦ”ର ରୌପ୍ୟ ଜୟନ୍ତୀ ପାଳିତ    (30-May-2026)       ||      ବିନା ସୂଚନା ଫଳକ ରେ ଚାଲିଛି ପ୍ରଧାନମନ୍ତ୍ରୀ ସଡ଼କ ଯୋଜନା କାମ   (30-May-2026)       ||      ଓଡିଶା ହାଇକୋର୍ଟରେ ଜଷ୍ଟିସ ରାଧାଚରଣ ପଟ୍ଟନାୟକଙ୍କ ୩୪ତମ ପୂଣ୍ୟ ତିଥିରେ ଶ୍ରଦ୍ଧାଞ୍ଜଳି ଅର୍ପଣ   (30-May-2026)       ||      ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   (30-May-2026)       ||      କଲ୍ୟାଣୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଆମ୍ବୁଲାନ୍ସ ସେବାର ଲୋକାର୍ପଣ   (30-May-2026)       ||      ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ! ଘଟଣା ଦିନ ରାଜ୍ୟ ବାହାରେ ଥାଇ ଵି ସେହି ଘଟଣାରେ ସାମ୍ବାଦିକଙ୍କୁ ଦୋଷୀ କରାଗଲା ♦️ ନିର୍ଦ୍ଦୋଷକୁ ଗିରଫ ନେଇ ସାମ୍ୱାଦିକ ସଂଘର କ୍ଷୋଭ   (30-May-2026)       ||      ନର୍ଲା ଡିଗ୍ରୀ କଲେଜ ଅଧ୍ୟାପିକା ବାସନ୍ତୀ ସାହୁ ବରିଷ୍ଟ କିରାଣୀ ସନ୍ତୋଷ ନାଏକ ଙ୍କୁ ବିଦାୟାଳୀନ ସମର୍ଦ୍ଧନା   (30-May-2026)       ||      ରତାଖଣ୍ଡି-ଆଟଗାଁ ରାସ୍ତାର ତେଲନଦୀରେ ନିର୍ମାଣହେବ ଉଚ୍ଚକ୍ଷମତାସମ୍ପନ୍ନ ପୋଲ   (30-May-2026)       ||      ବୁଥ୍‌ ସ୍ତରୀୟ ଅଧିକାରୀ ମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (29-May-2026)       ||      ବୁଥ୍‌ ସ୍ତରୀୟ ଅଧିକାରୀ ମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (29-May-2026)       ||      ବରପାଲି ସାମ୍ୱାଦିକ ସଂଘ ପକ୍ଷରୁ କର୍କଟ ରୋଗର ସଚେତନତା ଶିବିର ଅନୁଷ୍ଠିତ,   (29-May-2026)       ||      ବିନାସୂଚନା ଫଳକ ରେ ଚାଲିଛି ଚେକଡେମ କାମ    (29-May-2026)       ||      ଖାଦ୍ୟ ନ ପାଇ କଟକ ନୂଆବଜ଼ାର କୁଷ୍ଠ ରୋଗୀ ଧାରଣାରେ ବସିଲେ ।   (29-May-2026)       ||      *ସ୍ୱାମୀ ବିବେକାନନ୍ଦ କଲେଜ ବରପାଲିରେ ସମ୍ବର୍ଦ୍ଧନା ଉତ୍ସବ ଉଦଯାପିତ*   (29-May-2026)       ||      ସୁବର୍ଣ୍ଣପୁର ସହରରେ କାଳବୈଶାଖୀ ତାଣ୍ଡବ ବ୍ୟାପକ କ୍ଷୟକ୍ଷତି   (29-May-2026)       ||      ଆତ୍ମଗୌରବ ଦିବସ ଅବସରରେ ନୂଆଦିଲ୍ଲୀ ରେ ବଲାଙ୍ଗୀର ଜିଲ୍ଲା ଦେଢଗାଁର ଓଡ଼ିଆ ପୁଅ ବଳଦେବ ବାଗଙ୍କୁ ସମ୍ମାନିତ କଲା ଆଦିଲୀଳା ଫାଉଣ୍ଡେସନ   (29-May-2026)       ||      ଅପରାଧୀଙ୍କ ଉପରେ କଡ଼ା ଆକ୍ସନ ନେବାକୁ ନିର୍ଦ୍ଦେଶ |   (29-May-2026)       ||      ୪୭ ନମ୍ବର ୱାର୍ଡରେ ଉନ୍ନୟନମୂଳକ କାର୍ଯ୍ୟର ଶିଳାନ୍ୟାସ   (29-May-2026)       ||      ବିଜୁ ବାବୁଙ୍କ ସମ୍ପତ୍ତି ହଡ଼ପ ପାଇଁ ଚାଲିଛି ଷଡ଼ଯନ୍ତ୍ର : ଦେବାଶିଷ ସାମନ୍ତରାୟ   (29-May-2026)       ||      ବଲାଙ୍ଗୀର ଦୁର୍ଘଟଣାରେ ରାଜ ପରିବାର ସଦସ୍ୟଙ୍କ ଦେହାନ୍ତ   (29-May-2026)       ||     

HOME   ଜିଲ୍ଲା

*ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ ମହା ବିଦ୍ୟାଳୟ ପକ୍ଷରୁ କୁନ୍ଦୁରୁ କୁଶଳ ଙ୍କ ଶ୍ରାଦ୍ଧ ବାର୍ଷିକୀ ପାଳନ* -

08-Nov-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ) ସୁବର୍ଣ୍ଣପୁର ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ କଲେଜ ଠାରେ ଅଷ୍ଟାଦଶ ତମ ଶ୍ରାଦ୍ଧ ବାର୍ଷିକୀ, ଅଧ୍ୟକ୍ଷା ରିତା ରାଣୀ ପୂଜାରୀ ଙ୍କ ପୌରହିତ୍ୟ ରେ ଅନୁଷ୍ଟିତ ହୋଇ ଯାଇଛି l ସଧାରଣ ଭାବରେ ଏହା ଏକ ସ୍ମୁତି ସଭା ଥିଲା ମାତ୍ର ଆଜିର ପୀଢ଼ି ର ଛାତ୍ରୀ ମାନଙ୍କ ଭିତରେ ସ୍ଵର୍ଗତ କୁନ୍ଦୁରୁ କୁଶଳ ଙ୍କ ତ୍ୟାଗ ଉତ୍ସର୍ଗ ବଳିଦାନ, ମାଟି ପ୍ରତି ମମତା ର ମହା ଦ୍ରୁମ ର ମଞ୍ଜି ବପନ କରିଥିଲା l ଛାତ୍ରୀ ମାନଙ୍କ ଉତ୍କଣ୍ଠା ସ୍ୱର୍ଗତ କୁଶଳ ଙ୍କ ପ୍ରତି ଭକ୍ତି ପୂତ ଶ୍ରଦ୍ଧାଞ୍ଜଳୀ ମହା ବିଦ୍ୟାଳୟ ର ପରିସର କୁ ଯେତିକି ଭାବ ବିହ୍ୱଳ କଲା, ତା ଠାରୁ ଅଧିକ ପ୍ରେରଣା ଦାୟୀ ହେଲା l

ଉକ୍ତ ସଭାରେ ମହା ବିଦ୍ୟାଳୟର ସମସ୍ତ ଅଧ୍ୟାପକ,  କର୍ମଚାରୀ  ଓ ଛାତ୍ରୀ ମାନେ ଉପସ୍ଥିତ ରହି ସ୍ଵର୍ଗତ କୁଶଳ ଙ୍କ ଫଟୋ ଚିତ୍ର ରେ ଶ୍ରଦ୍ଧା ସୁମନ ଅର୍ପଣ କରି ଥିଲେ l ବିଭିନ୍ନ ଜିଲ୍ଲା ରୁ ଆସିଥିବା ନବାଗତା ଆଶ୍ଚର୍ଯ୍ୟ ହେଉଥିଲେ ଯେ ଶିକ୍ଷା ର ଏରୁଣ୍ଡି ବନ୍ଧ ମାଡ଼ି ନ ଥିବା ବ୍ୟକ୍ତି ବି ଏକ ମହିଳା ମହା ବିଦ୍ୟାଳୟ ର ସ୍ଵପ୍ନ ଦେଖିପାରେ l ଅଧ୍ୟାପିକା ସଞ୍ଜୁ ରାଣୀ ସିଂ ସଭା ସଂଯୋଜନା କରିଥିବା ବେଳେ କଲେଜ ଅଧ୍ୟକ୍ଷା ଶ୍ରୀମତୀ ପୂଜାରୀ ଧନ୍ୟ ବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଉତ୍କଳ ମହିଳା ବିକାଶ ପରିଷଦ”ର ରୌପ୍ୟ ଜୟନ୍ତୀ ପାଳିତ   30-May-2026
  ଜିଲ୍ଲା  
ବିନା ସୂଚନା ଫଳକ ରେ ଚାଲିଛି ପ୍ରଧାନମନ୍ତ୍ରୀ ସଡ଼କ ଯୋଜନା କାମ   30-May-2026
  ଜିଲ୍ଲା  
ଓଡିଶା ହାଇକୋର୍ଟରେ ଜଷ୍ଟିସ ରାଧାଚରଣ ପଟ୍ଟନାୟକଙ୍କ ୩୪ତମ ପୂଣ୍ୟ ତିଥିରେ ଶ୍ରଦ୍ଧାଞ୍ଜଳି ଅର୍ପଣ   30-May-2026
  ଜିଲ୍ଲା  
ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   30-May-2026
  ଜିଲ୍ଲା  
କଲ୍ୟାଣୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଆମ୍ବୁଲାନ୍ସ ସେବାର ଲୋକାର୍ପଣ   30-May-2026
  ଜିଲ୍ଲା  
ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ! ଘଟଣା ଦିନ ରାଜ୍ୟ ବାହାରେ ଥାଇ ଵି ସେହି ଘଟଣାରେ ସାମ୍ବାଦିକଙ୍କୁ ଦୋଷୀ କରାଗଲା ♦️ ନିର୍ଦ୍ଦୋଷକୁ ଗିରଫ ନେଇ ସାମ୍ୱାଦିକ ସଂଘର କ୍ଷୋଭ   30-May-2026
  ଜିଲ୍ଲା  
ନର୍ଲା ଡିଗ୍ରୀ କଲେଜ ଅଧ୍ୟାପିକା ବାସନ୍ତୀ ସାହୁ ବରିଷ୍ଟ କିରାଣୀ ସନ୍ତୋଷ ନାଏକ ଙ୍କୁ ବିଦାୟାଳୀନ ସମର୍ଦ୍ଧନା   30-May-2026
  ଜିଲ୍ଲା  
ରତାଖଣ୍ଡି-ଆଟଗାଁ ରାସ୍ତାର ତେଲନଦୀରେ ନିର୍ମାଣହେବ ଉଚ୍ଚକ୍ଷମତାସମ୍ପନ୍ନ ପୋଲ   30-May-2026
  ଜିଲ୍ଲା  
ବୁଥ୍‌ ସ୍ତରୀୟ ଅଧିକାରୀ ମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   29-May-2026
  ଜିଲ୍ଲା  
ବୁଥ୍‌ ସ୍ତରୀୟ ଅଧିକାରୀ ମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   29-May-2026
  ଜିଲ୍ଲା  
ବରପାଲି ସାମ୍ୱାଦିକ ସଂଘ ପକ୍ଷରୁ କର୍କଟ ରୋଗର ସଚେତନତା ଶିବିର ଅନୁଷ୍ଠିତ,   29-May-2026
  ଜିଲ୍ଲା  
ବିନାସୂଚନା ଫଳକ ରେ ଚାଲିଛି ଚେକଡେମ କାମ   29-May-2026

You Might Also Like