-+91-9937148622 |

prerana_bgr@rediffmail.com |

  Saturday 30th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଉତ୍କଳ ମହିଳା ବିକାଶ ପରିଷଦ”ର ରୌପ୍ୟ ଜୟନ୍ତୀ ପାଳିତ    (30-May-2026)       ||      ବିନା ସୂଚନା ଫଳକ ରେ ଚାଲିଛି ପ୍ରଧାନମନ୍ତ୍ରୀ ସଡ଼କ ଯୋଜନା କାମ   (30-May-2026)       ||      ଓଡିଶା ହାଇକୋର୍ଟରେ ଜଷ୍ଟିସ ରାଧାଚରଣ ପଟ୍ଟନାୟକଙ୍କ ୩୪ତମ ପୂଣ୍ୟ ତିଥିରେ ଶ୍ରଦ୍ଧାଞ୍ଜଳି ଅର୍ପଣ   (30-May-2026)       ||      ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   (30-May-2026)       ||      କଲ୍ୟାଣୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଆମ୍ବୁଲାନ୍ସ ସେବାର ଲୋକାର୍ପଣ   (30-May-2026)       ||      ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ! ଘଟଣା ଦିନ ରାଜ୍ୟ ବାହାରେ ଥାଇ ଵି ସେହି ଘଟଣାରେ ସାମ୍ବାଦିକଙ୍କୁ ଦୋଷୀ କରାଗଲା ♦️ ନିର୍ଦ୍ଦୋଷକୁ ଗିରଫ ନେଇ ସାମ୍ୱାଦିକ ସଂଘର କ୍ଷୋଭ   (30-May-2026)       ||      ନର୍ଲା ଡିଗ୍ରୀ କଲେଜ ଅଧ୍ୟାପିକା ବାସନ୍ତୀ ସାହୁ ବରିଷ୍ଟ କିରାଣୀ ସନ୍ତୋଷ ନାଏକ ଙ୍କୁ ବିଦାୟାଳୀନ ସମର୍ଦ୍ଧନା   (30-May-2026)       ||      ରତାଖଣ୍ଡି-ଆଟଗାଁ ରାସ୍ତାର ତେଲନଦୀରେ ନିର୍ମାଣହେବ ଉଚ୍ଚକ୍ଷମତାସମ୍ପନ୍ନ ପୋଲ   (30-May-2026)       ||      ବୁଥ୍‌ ସ୍ତରୀୟ ଅଧିକାରୀ ମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (29-May-2026)       ||      ବୁଥ୍‌ ସ୍ତରୀୟ ଅଧିକାରୀ ମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (29-May-2026)       ||      ବରପାଲି ସାମ୍ୱାଦିକ ସଂଘ ପକ୍ଷରୁ କର୍କଟ ରୋଗର ସଚେତନତା ଶିବିର ଅନୁଷ୍ଠିତ,   (29-May-2026)       ||      ବିନାସୂଚନା ଫଳକ ରେ ଚାଲିଛି ଚେକଡେମ କାମ    (29-May-2026)       ||      ଖାଦ୍ୟ ନ ପାଇ କଟକ ନୂଆବଜ଼ାର କୁଷ୍ଠ ରୋଗୀ ଧାରଣାରେ ବସିଲେ ।   (29-May-2026)       ||      *ସ୍ୱାମୀ ବିବେକାନନ୍ଦ କଲେଜ ବରପାଲିରେ ସମ୍ବର୍ଦ୍ଧନା ଉତ୍ସବ ଉଦଯାପିତ*   (29-May-2026)       ||      ସୁବର୍ଣ୍ଣପୁର ସହରରେ କାଳବୈଶାଖୀ ତାଣ୍ଡବ ବ୍ୟାପକ କ୍ଷୟକ୍ଷତି   (29-May-2026)       ||      ଆତ୍ମଗୌରବ ଦିବସ ଅବସରରେ ନୂଆଦିଲ୍ଲୀ ରେ ବଲାଙ୍ଗୀର ଜିଲ୍ଲା ଦେଢଗାଁର ଓଡ଼ିଆ ପୁଅ ବଳଦେବ ବାଗଙ୍କୁ ସମ୍ମାନିତ କଲା ଆଦିଲୀଳା ଫାଉଣ୍ଡେସନ   (29-May-2026)       ||      ଅପରାଧୀଙ୍କ ଉପରେ କଡ଼ା ଆକ୍ସନ ନେବାକୁ ନିର୍ଦ୍ଦେଶ |   (29-May-2026)       ||      ୪୭ ନମ୍ବର ୱାର୍ଡରେ ଉନ୍ନୟନମୂଳକ କାର୍ଯ୍ୟର ଶିଳାନ୍ୟାସ   (29-May-2026)       ||      ବିଜୁ ବାବୁଙ୍କ ସମ୍ପତ୍ତି ହଡ଼ପ ପାଇଁ ଚାଲିଛି ଷଡ଼ଯନ୍ତ୍ର : ଦେବାଶିଷ ସାମନ୍ତରାୟ   (29-May-2026)       ||      ବଲାଙ୍ଗୀର ଦୁର୍ଘଟଣାରେ ରାଜ ପରିବାର ସଦସ୍ୟଙ୍କ ଦେହାନ୍ତ   (29-May-2026)       ||     

HOME   ଜିଲ୍ଲା

ଜାକାଲଗୁଣ୍ଡି ଜଙ୍ଗଲରୁ ୪କ୍ୱିଣ୍ଟାଲ୫୦କେଜି ଦମ୍ପିଙ୍ଗ ଗଞ୍ଜେଇ ଠାବ

08-Nov-2025



କାଲିମେଳା(ସନ୍ତୋଷ କୁମାର ପଣ୍ଡା): ମାଲକାନଗିରି ଜିଲ୍ଲା କାଲିମେଳା ବ୍ଲକ ଅନ୍ତର୍ଗତ ଏମ.ଭି ୭୯ ପୋଲିସ କୁ ମିଳିଛି ଆଉ ଏକ ବଡ଼ ସଫଳତା। ଗତ କାଲି ସନ୍ଧ୍ୟା  ୬:୪୫ ବେଳେ ଏମ.ଭି ୭୯ ପୋଲିସ ଏସ୍.ଆଇ ଶ୍ରୀଚନ୍ଦନ ବେହେରା ଙ୍କ ସହ ହାବିଲଦାର ଲକ୍ଷଣ ମଣ୍ଡଳ ଏବଂ ଅନ୍ୟ ପୋଲିସ କର୍ମଚାରୀ ତେଲେରାଇ ପଞ୍ଚାୟତ ଅନ୍ତର୍ଗତ ଏମ ଭି ୧୨୬ ଅଞ୍ଚଳରେ ଗସ୍ତ କରୁଥିବା ବେଳେ ବିଶେଷ ସୂତ୍ରରୁ ଖବର ପାଇ ଜାକାଲଗୁଣ୍ଡି କୁ ଯାଇଥିଲେ । ଜାକାଲଗୁଣ୍ଡି ଜଙ୍ଗଲ ମଧ୍ୟରେ ୧୮ ଟି ପ୍ଲାଷ୍ଟିକ ବସ୍ତାରେ ୪୫୦ କେ.ଜି ଗଞ୍ଜେଇ ଡ଼ମ୍ପିଙ୍ଗ କରି ରଖାଯାଇଥିବା ଦେଖିବାକୁ ପାଇଥିଲେ। ଉକ୍ତ ସ୍ଥାନରେ କୌଣସି ବ୍ୟକ୍ତି ନଥିବା ଜଣାପଡିଛି । ଉକ୍ତ ସ୍ଥାନରେ executive ମାଜିଷ୍ଟ୍ରେଟ ଙ୍କ ଉପସ୍ଥିତି ରେ ଗଞ୍ଜେଇ ଓଜନ କରି ଏମ୍.ଭି ୭୯ ଥାନାକୁ ଅଣାଯାଇଥିଲା। ଡ଼ମ୍ପିଙ୍ଗ ଗଞ୍ଜେଇ ଜଙ୍ଗଲରେ ଗଛିତ ରଖି ଆଜି ଆନ୍ଧ୍ର କୁ ରପ୍ତାନି କରିବା ଉଦ୍ଦେଶ୍ୟ ଥିବା ସୂଚନା ମିଳିଛି। ଉକ୍ତ ଗଞ୍ଜେଇର ଆନୁମାନିକ ମୂଲ୍ୟ ସ୍ଥାନୀୟ ୧୪ ଲକ୍ଷ୍ୟ ହୋଇଥିବା ବେଳେ ରାଜ୍ୟ ବାହାରେ ପ୍ରାୟ ୪୦ ଲକ୍ଷ୍ୟ ପର୍ଯ୍ୟନ୍ତ ହେବା ଆଇ.ଆଇ.ସି ଚନ୍ଦ୍ରକାନ୍ତ ତାଣ୍ଡି ସୂଚନା ପ୍ରଦାନ କରିଛନ୍ତି । ଏନେଇ ଏମ ଭି ୭୯ ଥାନାରେ କେସ ନମ୍ବର ୧୬୬/୨୫ ଏନ୍.ଡ଼ି.ପି.ଏସ୍ ରେ ଏକ ମାମଲା ରୁଜୁ କରାଯାଇ ଗଞ୍ଜେଇ କାରବାର ରେ ଲିପ୍ତ ବ୍ୟକ୍ତି ଙ୍କ ଖୋଜ ଜାରି ରହିଥିବା ଶ୍ରୀ ତାଣ୍ଡି ସୂଚନା ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଉତ୍କଳ ମହିଳା ବିକାଶ ପରିଷଦ”ର ରୌପ୍ୟ ଜୟନ୍ତୀ ପାଳିତ   30-May-2026
  ଜିଲ୍ଲା  
ବିନା ସୂଚନା ଫଳକ ରେ ଚାଲିଛି ପ୍ରଧାନମନ୍ତ୍ରୀ ସଡ଼କ ଯୋଜନା କାମ   30-May-2026
  ଜିଲ୍ଲା  
ଓଡିଶା ହାଇକୋର୍ଟରେ ଜଷ୍ଟିସ ରାଧାଚରଣ ପଟ୍ଟନାୟକଙ୍କ ୩୪ତମ ପୂଣ୍ୟ ତିଥିରେ ଶ୍ରଦ୍ଧାଞ୍ଜଳି ଅର୍ପଣ   30-May-2026
  ଜିଲ୍ଲା  
ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   30-May-2026
  ଜିଲ୍ଲା  
କଲ୍ୟାଣୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଆମ୍ବୁଲାନ୍ସ ସେବାର ଲୋକାର୍ପଣ   30-May-2026
  ଜିଲ୍ଲା  
ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ! ଘଟଣା ଦିନ ରାଜ୍ୟ ବାହାରେ ଥାଇ ଵି ସେହି ଘଟଣାରେ ସାମ୍ବାଦିକଙ୍କୁ ଦୋଷୀ କରାଗଲା ♦️ ନିର୍ଦ୍ଦୋଷକୁ ଗିରଫ ନେଇ ସାମ୍ୱାଦିକ ସଂଘର କ୍ଷୋଭ   30-May-2026
  ଜିଲ୍ଲା  
ନର୍ଲା ଡିଗ୍ରୀ କଲେଜ ଅଧ୍ୟାପିକା ବାସନ୍ତୀ ସାହୁ ବରିଷ୍ଟ କିରାଣୀ ସନ୍ତୋଷ ନାଏକ ଙ୍କୁ ବିଦାୟାଳୀନ ସମର୍ଦ୍ଧନା   30-May-2026
  ଜିଲ୍ଲା  
ରତାଖଣ୍ଡି-ଆଟଗାଁ ରାସ୍ତାର ତେଲନଦୀରେ ନିର୍ମାଣହେବ ଉଚ୍ଚକ୍ଷମତାସମ୍ପନ୍ନ ପୋଲ   30-May-2026
  ଜିଲ୍ଲା  
ବୁଥ୍‌ ସ୍ତରୀୟ ଅଧିକାରୀ ମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   29-May-2026
  ଜିଲ୍ଲା  
ବୁଥ୍‌ ସ୍ତରୀୟ ଅଧିକାରୀ ମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   29-May-2026
  ଜିଲ୍ଲା  
ବରପାଲି ସାମ୍ୱାଦିକ ସଂଘ ପକ୍ଷରୁ କର୍କଟ ରୋଗର ସଚେତନତା ଶିବିର ଅନୁଷ୍ଠିତ,   29-May-2026
  ଜିଲ୍ଲା  
ବିନାସୂଚନା ଫଳକ ରେ ଚାଲିଛି ଚେକଡେମ କାମ   29-May-2026

You Might Also Like