-+91-9937148622 |

prerana_bgr@rediffmail.com |

  Saturday 13th December 2025 |

| | | |

R.N.I. Regd No. ODIODI/2010/46693

Breaking News

ଲୁତୁରପଙ୍କ କ୍ରିକେଟ କପ୍ ର ଚଏସ ଲଳିଙ୍ଗ ଉତ୍ସବ   (13-Dec-2025)       ||      ତୋଷାଳୀ ବିଦ୍ୟାମନ୍ଦିରର ସପ୍ତମ ବାର୍ଷିକ କ୍ରୀଡା ଉତ୍ସବ   (13-Dec-2025)       ||      ବନବିଭାଗ ର ବଡ ସଫଳତା, ୪ ଟ୍ରାକ୍ଟର ଖଇର ଗଣ୍ଡି ଜବତ, ହେଲେ କାଠ ମାଫିଆ କିମ୍ବା ଗାଡି ଜବତ କରିବାରେ ବିଫଳ   (13-Dec-2025)       ||      ନୂଆପଡାରେ ଆପଣଙ୍କ ପୁଞ୍ଜି ଆପଣଙ୍କ ଅଧିକାର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Dec-2025)       ||      ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ    (13-Dec-2025)       ||      ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ    (13-Dec-2025)       ||      ଝାରସୁଗୁଡ଼ା: ଏସ୍. ୟୁ. ଜେ ର ଫେବୃଆରୀ ୧୧ ରାଜ୍ୟ ବାର୍ଷିକ ଉତ୍ସବର ରୂପରେଖ ସମ୍ପର୍କରେ ଆଲୋଚନା    (12-Dec-2025)       ||      ବାଲେଶ୍ୱର – ଜିଲ୍ଲାସ୍ତରୀୟ ଯୁବୋତ୍ସବ ଉଦଘାଟିତ   (12-Dec-2025)       ||      ବୁଢୀବଲଣ୍ଡl ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପୂର୍ବତନ ପ୍ରଧାନଶିକ୍ଷକଙ୍କୁ ଅର୍ଥ ତୋଷlରପାତ ମାମଲାରେ ୪ବର୍ଷ ଜେଲ ଦଣ୍ଡାଦେଶ   (12-Dec-2025)       ||      ଜିଲ୍ଲାସ୍ତରୀୟ ଯୁବୋତ୍ସବ ନିମନ୍ତେ ବିଭିନ୍ନ ପ୍ରତିଯୋଗିତା   (12-Dec-2025)       ||      *ନୂଆପଡ଼ା ଜିଲ୍ଲା ଯୋଙ୍କ ପୋଲିସ କୁ ବଡ ସଫଳତା, ୫୭ ଜଣ ଦାଦନ ଶ୍ରମିକ ମହିଳା,ଓ ନାବାଳକ ଙ୍କୁ ଉଦ୍ଧାର, ଜଣେ ଦଲାଲ ଗିରଫ*   (12-Dec-2025)       ||      କୃଷି ସମବାୟ ସମିତି ବୋଡ଼େନରେ ଧାନ ମଣ୍ଡି ଉଦଘାଟନ   (12-Dec-2025)       ||      ହିତାଧିକାରୀଙ୍କୁ ଅଧିକାରୀଙ୍କ ଜୁହାର,ଘର ସମ୍ପୂର୍ଣ୍ଣ କରିବାକୁ ଅନୁରୋଧ   (12-Dec-2025)       ||      ହଧାନର ମନ୍ଥରତାରୁ ସମାଧାନ ପାଇଁ ଅତାବିରା ଏନ୍ଏସି ସ୍ତରୀୟ ଚାଷୀଙ୍କ ବୈଠକ   (12-Dec-2025)       ||      *ଉପ ଜିଲ୍ଲାପାଳ ଓ ଡିଏସପି ଙ୍କୁ ସହର ବାସୀଙ୍କ ପକ୍ଷରୁ ସ୍ବାଗତ ସମ୍ବର୍ଧନା*-   (12-Dec-2025)       ||      *ଆସନ୍ତା କାଲି ଠୁ ସୁବର୍ଣ୍ଣପୁର ଡିଷ୍ଟ୍ରିକ୍ ଏନୁଏଲ ଏଥଲେଟିକ ମିଟ*   (12-Dec-2025)       ||      *ନବରଙ୍ଗପୁରରେ କ୍ଷତ୍ରିୟ ଧାକଡ ସମାଜ ପଦାଧିକାରୀ ବୈଠକ*   (12-Dec-2025)       ||      ମନମୁଣ୍ଡା ହାଇସ୍କୁଲର ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ    (12-Dec-2025)       ||      ମଣ୍ଡଳସ୍ତରୀୟ କୁଇଜ୍ ପ୍ରତିଯୋଗିତା    (12-Dec-2025)       ||      ଅନ୍ତର୍ଜାତୀୟ ପ୍ରତିଯୋଗିତା ଓଡିଶା ମାଷ୍ଟର୍ସ ୨୦୨୫ ■ ସେମଫାଇନାଲ ଲାଇନ ଅପ ଚୂଡାନ୍ତ   (12-Dec-2025)       ||     

HOME   ଜିଲ୍ଲା

ବାୟୋଡିଗ୍ରେଡେବଲ୍ କ୍ୟାରିବ୍ୟାଗ୍ ଶିଳ୍ପ ଉଦ୍‌ଘାଟିତ

08-Nov-2025



ବଲାଙ୍ଗିର- ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ ବରକାନି ଗ୍ରାମରେ ରାଜକିଶୋର ପୁଟେଲ ଙ୍କ ସୋନାଲି ବାୟୋଡିଗ୍ରେଡେବଲ କ୍ୟାରିବ୍ୟାଗ୍ ଶିଳ୍ପ ଉଦ୍‌ଘାଟିତ ହୋଇଯାଇଛି । ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହାକୁ ଉଦ୍‌ଘାଟନ କରିଥିଲେ । ସମ୍ମାନିତ ଅତିଥି ଭାବରେ ବ୍ୟାଙ୍କ ଅଫ୍ ଇଣ୍ଡିଆର ସିନିୟର ମ୍ୟାନେଜର ବି.ପି. ବେହେରା, ଜିଲ୍ଲା ଶିଳ୍ପ ଅଧିକାରୀ ବିଷ୍ଣୁ ପ୍ରସାଦ ଦାଶ ଯୋଗ ଦେଇଥିଲେ । ଏହି ଉଦ୍ୟମ ଦ୍ୱାରା ଗ୍ରାମୀଣ ଯୁବକ ଯୁବତୀଙ୍କୁ ରୋଜଗାର ସୁଯୋଗ ମିଳିବା ସହିତ ପ୍ଲାଷ୍ଟିକ ମୁକ୍ତ ପରିବେଶ ଗଠନରେ ଏକ ପଦକ୍ଷେପ ହେବ ବୋଲି ପୌରାଧ୍ୟକ୍ଷା ଶ୍ରୀମତୀ ସାହୁ ଜଣାଇଥିଲେ । ପରିବେଶ ସୁରକ୍ଷା ଓ ଉଦ୍ୟମୀତାକୁ ପ୍ରୋତ୍ସାହନ ଦେବା ଏହି ଶିଳ୍ପର ପ୍ରଧାନ ଲକ୍ଷ୍ୟ ବୋଲି ମଧ୍ୟ କହିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୁତୁରପଙ୍କ କ୍ରିକେଟ କପ୍ ର ଚଏସ ଲଳିଙ୍ଗ ଉତ୍ସବ   13-Dec-2025
  ଜିଲ୍ଲା  
ତୋଷାଳୀ ବିଦ୍ୟାମନ୍ଦିରର ସପ୍ତମ ବାର୍ଷିକ କ୍ରୀଡା ଉତ୍ସବ   13-Dec-2025
  ଜିଲ୍ଲା  
ବନବିଭାଗ ର ବଡ ସଫଳତା, ୪ ଟ୍ରାକ୍ଟର ଖଇର ଗଣ୍ଡି ଜବତ, ହେଲେ କାଠ ମାଫିଆ କିମ୍ବା ଗାଡି ଜବତ କରିବାରେ ବିଫଳ   13-Dec-2025
  ଜିଲ୍ଲା  
ନୂଆପଡାରେ ଆପଣଙ୍କ ପୁଞ୍ଜି ଆପଣଙ୍କ ଅଧିକାର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Dec-2025
  ଜିଲ୍ଲା  
ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ   13-Dec-2025
  ଜିଲ୍ଲା  
ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ   13-Dec-2025
  ଜିଲ୍ଲା  
ଝାରସୁଗୁଡ଼ା: ଏସ୍. ୟୁ. ଜେ ର ଫେବୃଆରୀ ୧୧ ରାଜ୍ୟ ବାର୍ଷିକ ଉତ୍ସବର ରୂପରେଖ ସମ୍ପର୍କରେ ଆଲୋଚନା   12-Dec-2025
  ଜିଲ୍ଲା  
ବାଲେଶ୍ୱର – ଜିଲ୍ଲାସ୍ତରୀୟ ଯୁବୋତ୍ସବ ଉଦଘାଟିତ   12-Dec-2025
  ଜିଲ୍ଲା  
ବୁଢୀବଲଣ୍ଡl ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପୂର୍ବତନ ପ୍ରଧାନଶିକ୍ଷକଙ୍କୁ ଅର୍ଥ ତୋଷlରପାତ ମାମଲାରେ ୪ବର୍ଷ ଜେଲ ଦଣ୍ଡାଦେଶ   12-Dec-2025
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଯୁବୋତ୍ସବ ନିମନ୍ତେ ବିଭିନ୍ନ ପ୍ରତିଯୋଗିତା   12-Dec-2025
  ଜିଲ୍ଲା  
*ନୂଆପଡ଼ା ଜିଲ୍ଲା ଯୋଙ୍କ ପୋଲିସ କୁ ବଡ ସଫଳତା, ୫୭ ଜଣ ଦାଦନ ଶ୍ରମିକ ମହିଳା,ଓ ନାବାଳକ ଙ୍କୁ ଉଦ୍ଧାର, ଜଣେ ଦଲାଲ ଗିରଫ*   12-Dec-2025
  ଜିଲ୍ଲା  
କୃଷି ସମବାୟ ସମିତି ବୋଡ଼େନରେ ଧାନ ମଣ୍ଡି ଉଦଘାଟନ   12-Dec-2025

You Might Also Like