-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||     

HOME   ଜିଲ୍ଲା

୧କୋଟି ୩୮ଲକ୍ଷ ୯୪ ହଜାର ୩୫୬ଟଙ୍କା ମୂଲ୍ୟର ଅବକାରୀ ସାମଗ୍ରୀ , ୧୧ ବାଇକ୍ ,ଏକ ତିନି ଚକିଆ ଓ ଏକ ଚାରିଚକିଆ ଯାନ ଜବତ

11-Nov-2025



ନୂଆପଡା(ପରମେଶ୍ଵର ମେହେର): ନୂଆପଡା ଉପନିର୍ବାଚନ ପାଇଁ ଅବକାରୀ ବିଭାଗ ତରଫରୁ ତତ୍ପରତା ସହିତ  ତଲାସୀ ଅଭିଯାନ  ଚାଲିଛି l ଗତ ୦୯  ତାରିଖ ରେ ବିଭାଗୀୟ ଅଧିକାରୀ ଯାଞ୍ଚ କରି ୧୫୦ଲିଟର ହାତ ରନ୍ଧା ମଦ, ୩୬୫୦  କେଜି ମହୁଲ ପୋଚ , ଜବତ କରିଛନ୍ତି l ଏ ସବୁର ଆନୁମାନିକ  ମୂଲ୍ୟ  ୨, ୧୨,୫୦୦ ଟଙ୍କା ହେବ l ଅଦ୍ୟାବଧି ଅବକାରୀ ବିଭାଗ ୮୬  ଲିଟର ବିଅର୍, ୪୨ ଲି ବିଦେଶୀ ମଦ, ୭୮୮୮    ଲି ହାତ ରନ୍ଧା ମଦ, ୧୬୬୪    ଲି ବାହାର ଭାଟି ମଦ ,୬୦କେଜି ଗଞ୍ଜେଇ ,୧,୧୯,୭୦୫୦ କେଜି ମହୁଲ ପୋଚ  ଓ ୨୦୦ ତରି ଜବତ କରିଛନ୍ତି l ଏସବୁର ଆନୁମାନିକ ମୂଲ୍ୟ ୧ କୋଟି ୩୮ ଲକ୍ଷ ୯୪   ହଜାର ୩ ୫୬  ଟଙ୍କା ହେବ l ଏହା ସହିତ ୧୧   ଗୋଟି ବାଇକ୍ , ଏକ ତିନି ଚକିଆ ଓ ଏକ ଚାରିଚକିଆ ଯାନ ମଧ୍ୟ ଅବକାରୀ ବିଭାଗ ଜବତ କରିଛନ୍ତି l  ବର୍ତ୍ତମାନ ସୁଦ୍ଧା ୨୬୫ ଟି ଅବକାରୀ କେଶ୍ ରୁଜ୍ଜୁ ହୋଇଛି ଓ ୧୪୫  ଜଣଙ୍କୁ ଗିରଫ କରାଯାଇଥିବା ଅବକାରୀ ଅଧିକ୍ଷକ ଜଣାଇଛନ୍ତି l ନିର୍ବାଚନ ସମୟରେ ବେଆଇନ୍ ଅବକାରୀ ସାମଗ୍ରୀ ଚାଲାଣ ଓ କାର୍ଯ୍ୟକଳାପ ସମ୍ପୂର୍ଣ ବନ୍ଦ କରିବା ପାଇଁ ଜିଲ୍ଲାପାଳ ନିୟୋଜିତ ସମସ୍ତ ଟିମ୍ ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି l


News Comment




Photo in News

Advertisment
Lastest News
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026

You Might Also Like