-+91-9937148622 |

prerana_bgr@rediffmail.com |

  Thursday 11th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   (10-Jun-2026)       ||      ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   (10-Jun-2026)       ||      ବଲାଙ୍ଗୀର : ଭୋଟର ତାଲିକାକୁ ଅଧିକ ସୁଦୃଢ଼, ସ୍ୱଚ୍ଛ ଓ ତ୍ରୁଟିମୁକ୍ତ କରିବା ପାଇଁ ସଘନ ସଂଶୋଧନ କାର୍ଯ୍ୟକ୍ରମ    (10-Jun-2026)       ||      *ସଫଳ ଓ ସୁଶାସନ ପାଇଁ ପ୍ରଧାନମନ୍ତ୍ରୀ ଙ୍କ ଦୀର୍ଘାୟୁ କାମନା କରି କଣ୍ଟାମାଳ ବ୍ଳକ ରକ୍ସା ଗାଁ ରେ ପୂଜା ଅର୍ଚ୍ଚନା*-   (10-Jun-2026)       ||      ଯୋଗୀସର୍ଡ଼l ଶୈବପୀଠ କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ଆଗମନ, ପ୍ରଧାନମନ୍ତ୍ରୀ ଙ୍କ ଦୀର୍ଘାୟୁ କାମନା କଲେ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   (10-Jun-2026)       ||      *କାଳବୈଶାଖୀ କ୍ଷତିଗ୍ରସ୍ତଙ୍କୁ ପଲିଥିନ ବଣ୍ଟନ*   (10-Jun-2026)       ||      ଟୋକନ୍ ସମସ୍ୟା: ଶୁକ୍ରବାର ସୁଦ୍ଧା ସମାଧାନ ନହେଲେ ରାସ୍ତାରୋକ କରିବ ଓଡ଼ିଶା ରାଜ୍ୟ କୃଷକ ସଂଗଠନ   (10-Jun-2026)       ||      ଯୋଗୀସର୍ଡ଼l ଶୈବପୀଠ କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ଆଗମନ, ପ୍ରଧାନମନ୍ତ୍ରୀ ଙ୍କ ଦୀର୍ଘାୟୁ କାମନା କଲେ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   (10-Jun-2026)       ||      କୁସଙ୍ଗ ହାଇସ୍କୁଲରେ ନୂତନ ପ୍ରଧାନ ଶିକ୍ଷକ କାହ୍ନୁ ଚରଣ ଧରୁଆଙ୍କୁ ଭବ୍ୟ ସ୍ୱାଗତ ଓ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସର୍ଜନ ନେଗୀଙ୍କୁ ସମ୍ବର୍ଦ୍ଧନା    (10-Jun-2026)       ||      ଗାନ୍ଧୀ ନଗର ପଡା ରାସ୍ତା ଦୁର୍ଘଟଣା ପ୍ରସଙ୍ଗ: କଠୋର କାର୍ଯ୍ୟାନୁଷ୍ଠାନ ଓ ଆର୍ଥିକ ସହାୟତା ଦାବିରେ ଥାନାର ଦ୍ୱାରସ୍ଥ ହେଲା ବିଜେଡ଼ି    (10-Jun-2026)       ||      *ଖୁଡୁଖୁଡି ଖେଳ ଉପରେ ଚଢାଉ, ୫ ଗିରଫ*   (10-Jun-2026)       ||      ଭାରତ ନିର୍ମାଣ ସମିତି ଦ୍ୱାରା ସମ୍ବର୍ଦ୍ଧନା ଜ୍ଞାପନ   (10-Jun-2026)       ||      ଦୁର୍ଘଟଣାରେ ମାଁ ଝିଅ ମୃତ୍ୟୁ ଘଟଣା, ମୃତକଙ୍କ ପରିବାରଙ୍କୁ ଭେଟିଲେ ନରସିଂହ♦️ ମୁଖ୍ୟମନ୍ତ୍ରୀ ରିଲିଫ୍ ଫଣ୍ଡରୁ ସାହାଯ୍ୟ ପାଇଁ ଚିଠି ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ କଲେ ଅନୁରୋଧ   (10-Jun-2026)       ||      ସମାଜସେବୀ ଶ୍ରୀଧର ସାହୁ ଙ୍କୁ ନର୍ଲା ପ୍ରେସ ଆଶ୍ସୋସିଏସନ ଦ୍ୱାରା ସମ୍ମାନିତ   (10-Jun-2026)       ||      ବଲାଙ୍ଗୀର ସହରରେ କ୍ରମବର୍ଦ୍ଧିଷ୍ଣୁ ରାସ୍ତା ଦୁର୍ଘଟଣା ଜନିତ ସମସ୍ୟାକୁ ନେଇ,   ଏନ୍‌ଏଚ୍ ଅଧୀକ୍ଷଣ ଯନ୍ତ୍ରୀଙ୍କୁ ସାକ୍ଷାତ କଲା ବଲାଙ୍ଗୀର ଜିଲା ସିଭିଲ ସୋସାଇଟି   (10-Jun-2026)       ||      *ନୂଆପଡ଼ା ଜିଲ୍ଲାରେ ରବି ଧାନ ଅଧିଗ୍ରହଣ ଜୋରଦାର: ଗୋଟିଏ ଦିନରେ ୨୧ ହଜାର କ୍ୱିଣ୍ଟାଲରୁ ଅଧିକ ଧାନ କ୍ରୟ, ବିଭିନ୍ନ ମଣ୍ଡିରେ ଧାନ ନ ଉଠିବା ଅଭିଯୋଗ*   (10-Jun-2026)       ||      *ନୂଆପଡ଼ା ଜିଲ୍ଲାର ମନିଜର ଆର୍ଯ୍ୟଙ୍କୁ ଓଡ଼ିଶା ସରକାରଙ୍କ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଉନ୍ନୟନ, ସଂଖ୍ୟାଲଘୁ ଏବଂ ପଛୁଆ ବର୍ଗ କଲ୍ୟାଣ ବିଭାଗ ର ସଦସ୍ୟ ଭାବେ ମନୋନୀତ*   (10-Jun-2026)       ||      ସମାଜସେବୀଙ୍କ ସ୍ମୃତିଚାରଣ ସଭା   (10-Jun-2026)       ||      *ଆଧାର କାର୍ଡ ନଥିବା ଓ ବିଦ୍ୟାଳୟରେ ଆଦୌ ନାମ ଲେଖା ନଥିବା ଅନାଥ ପିଲାଙ୍କୁ ବୟସ ଆଧାରରେ ଶିଶୁଙ୍କ ନାମ ଲେଖା ନିଶ୍ଚିତ କରିଛନ୍ତି ସିଆରସିସି*   (10-Jun-2026)       ||      ବାରିଯୋର ରେ ଚେକଡେମ ପାଇଁ ଦାବି କଲେ ଲୋକେ ♦️ବିଜୁଳି ସମସ୍ୟା ସମାଧାନ ପାଇଁ କାମ ହେଲା ଆରମ୍ଭ   (10-Jun-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଜିଲ୍ଲା ଦୌରା ଜଜ୍ ଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

11-Nov-2025



ବଲାଙ୍ଗୀର(ପ୍ରେରଣା ଖବର) ଇତି ମଧ୍ୟରେ ରାଜ୍ୟ ସରକାରଙ୍କ ଆଇନ ବିଭାଗର ପ୍ରମୁଖ ସଚିବ ଭାବରେ ବଲାଙ୍ଗୀର ଜିଲ୍ଲା ଦୌରା ଜଜ୍ ଡ. ପବିତ୍ର ମୋହନ ସାମଲ ନିଯୁକ୍ତି ପାଇଛନ୍ତି । ଏହି ଖବର ପ୍ରଚାର ହେବା ପରେ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶ୍ରୀ ସାମଲଙ୍କୁ ଅଭିନନ୍ଦନ ଜ୍ଞାପନ କରିବା ସହ ଏହି ନୂତନ ଦାୟିତ୍ୱକୁ ସେ ସଫଳତାର ନିର୍ବାହ କରିବେ ବୋଲି କାମନା କରାଯାଇଛି । ତେବେ ଆଜି ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ବଲାଙ୍ଗୀର ଜିଲ୍ଲା ଦୌରା ଜଜ୍ ଡ. ପବିତ୍ର ମୋହନ ସାମଲଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରା ଯାଇଛି । ଗତ  ୨୦୨୪ ଜାନୁୟାରୀ ୦୨  ତାରିଖରେ ଶ୍ରୀ ସାମଲ ବଲାଙ୍ଗୀର ସିଭିଲ୍ କୋର୍ଟରେ ଡିଷ୍ଟ୍ରିକ୍ଟ ଆଣ୍ଡ ସେସନସ୍ ଜଜ୍ ଭାବରେ ଦାୟିତ୍ଵ ତୁଲାଇଥିଲେ l ଏହି ୧ବର୍ଷ ୦୯ ମାସର କାର୍ଯ୍ୟକାଳ ମଧ୍ୟରେ ଦୌରା ଜଜ୍ ଶ୍ରୀ ସାମଲ ନିଜ ଆମାୟିକ ବ୍ୟବାହର ଓ ବଲାଙ୍ଗୀରର କାର୍ଯ୍ୟରତ ଓକିଲ ମାନଙ୍କ ମଧ୍ୟରେ ସୁସଂପର୍କ ସ୍ଥାପନ କରି ସମସ୍ତଙ୍କ ପ୍ରଶଂସାଭାଜନ ହୋଇ ପାରିଥିଲେ । ବିଭିନ୍ନ ମାମଲାର ଫଇସଲା କରିବା ଦିଗରେ ତଥା ମହକିଲ ମାନଙ୍କୁ ତ୍ୱରିତ ନ୍ୟାୟ ପ୍ରଦାନ କରିବା କ୍ଷେତ୍ରରେ ଜିଲ୍ଲା ଦୌରା ଜଜ୍ ଙ୍କ କାର୍ଯ୍ୟଶୈଳୀ ଓ ଦକ୍ଷତା ପ୍ରକୃତରେ ପ୍ରଶଂସନୀୟ ଥିଲା ବୋଲି ଜିଲ୍ଲା ଓକିଲ ସଂଘ ପକ୍ଷରୁ କୁହାଯାଇଛି । ଜିଲ୍ଲା ଓକିଲ ସଂଘର ସଭାପତି ବାସୁଦେବ ରଥଙ୍କ ଆବାହକତ୍ୱରେ ଆୟୋଜିତ ଆଜିର ସମ୍ବର୍ଦ୍ଧନା ସଭାରେ କିଛି ସମୟ ପାଇଁ ବିଦାୟୀ ଜିଲ୍ଲା ଦୌରା ଜଜ୍ ଶ୍ରୀ ସାମଲଙ୍କ ସହ ଭାବବିନିମୟ ହେବା ସହ ତାଙ୍କ ବୃତ୍ତିଗତ ଜୀବନ ଆହୁରି ସୁନ୍ଦର ଓ ସୁଗମ ହେଉ ବୋଲି କାମନା କରାଯାଇଥିଲା । ଏହି ସମ୍ବର୍ଦ୍ଧନା ସଭାରେ ସଂଘର ସଂପାଦକ ସଂଜୟ ବଗର୍ତ୍ତୀ, ଉପସଭାପତି ସୁଧାଂଶୁ ଦେଓ, କୋଷାଧ୍ୟକ୍ଷ ସମୀର ମିଶ୍ର, କାର୍ଯ୍ୟକାରୀ କମିଟି ସଭ୍ୟ ମଳୟ ଗଡତ୍ୟା,ସରୋଜ ଗୁପ୍ତା, ଦିପ୍ତୀ ଶର୍ମା ଙ୍କ ସମେତ ବରିଷ୍ଠ ସଦସ୍ୟ ଆନନ୍ଦ ପାଣିଗ୍ରାହୀ, ପ୍ରମୋଦ ତ୍ରିପାଠୀ, ଅମରେନ୍ଦ୍ର ମିଶ୍ର, ବିଜୟ ମିଶ୍ର ଗୋପାଳ ପାଣିଗ୍ରାହୀ, ରାଧାକାନ୍ତ ମହାକୁଡ, ଚନ୍ଦ୍ରଶେଖର ମିଶ୍ର ଓ ଅନ୍ୟ ମାନେ ଉପସ୍ଥଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   10-Jun-2026
  ଜିଲ୍ଲା  
ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   10-Jun-2026
  ଜିଲ୍ଲା  
ବଲାଙ୍ଗୀର : ଭୋଟର ତାଲିକାକୁ ଅଧିକ ସୁଦୃଢ଼, ସ୍ୱଚ୍ଛ ଓ ତ୍ରୁଟିମୁକ୍ତ କରିବା ପାଇଁ ସଘନ ସଂଶୋଧନ କାର୍ଯ୍ୟକ୍ରମ   10-Jun-2026
  ଜିଲ୍ଲା  
*ସଫଳ ଓ ସୁଶାସନ ପାଇଁ ପ୍ରଧାନମନ୍ତ୍ରୀ ଙ୍କ ଦୀର୍ଘାୟୁ କାମନା କରି କଣ୍ଟାମାଳ ବ୍ଳକ ରକ୍ସା ଗାଁ ରେ ପୂଜା ଅର୍ଚ୍ଚନା*-   10-Jun-2026
  ଜିଲ୍ଲା  
ଯୋଗୀସର୍ଡ଼l ଶୈବପୀଠ କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ଆଗମନ, ପ୍ରଧାନମନ୍ତ୍ରୀ ଙ୍କ ଦୀର୍ଘାୟୁ କାମନା କଲେ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   10-Jun-2026
  ଜିଲ୍ଲା  
*କାଳବୈଶାଖୀ କ୍ଷତିଗ୍ରସ୍ତଙ୍କୁ ପଲିଥିନ ବଣ୍ଟନ*   10-Jun-2026
  ଜିଲ୍ଲା  
ଟୋକନ୍ ସମସ୍ୟା: ଶୁକ୍ରବାର ସୁଦ୍ଧା ସମାଧାନ ନହେଲେ ରାସ୍ତାରୋକ କରିବ ଓଡ଼ିଶା ରାଜ୍ୟ କୃଷକ ସଂଗଠନ   10-Jun-2026
  ଜିଲ୍ଲା  
ଯୋଗୀସର୍ଡ଼l ଶୈବପୀଠ କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ଆଗମନ, ପ୍ରଧାନମନ୍ତ୍ରୀ ଙ୍କ ଦୀର୍ଘାୟୁ କାମନା କଲେ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   10-Jun-2026
  ଜିଲ୍ଲା  
କୁସଙ୍ଗ ହାଇସ୍କୁଲରେ ନୂତନ ପ୍ରଧାନ ଶିକ୍ଷକ କାହ୍ନୁ ଚରଣ ଧରୁଆଙ୍କୁ ଭବ୍ୟ ସ୍ୱାଗତ ଓ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସର୍ଜନ ନେଗୀଙ୍କୁ ସମ୍ବର୍ଦ୍ଧନା   10-Jun-2026
  ଜିଲ୍ଲା  
ଗାନ୍ଧୀ ନଗର ପଡା ରାସ୍ତା ଦୁର୍ଘଟଣା ପ୍ରସଙ୍ଗ: କଠୋର କାର୍ଯ୍ୟାନୁଷ୍ଠାନ ଓ ଆର୍ଥିକ ସହାୟତା ଦାବିରେ ଥାନାର ଦ୍ୱାରସ୍ଥ ହେଲା ବିଜେଡ଼ି   10-Jun-2026
  ଜିଲ୍ଲା  
*ଖୁଡୁଖୁଡି ଖେଳ ଉପରେ ଚଢାଉ, ୫ ଗିରଫ*   10-Jun-2026
  ଜିଲ୍ଲା  
ଭାରତ ନିର୍ମାଣ ସମିତି ଦ୍ୱାରା ସମ୍ବର୍ଦ୍ଧନା ଜ୍ଞାପନ   10-Jun-2026

You Might Also Like