-+91-9937148622 |

prerana_bgr@rediffmail.com |

  Sunday 12th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||      ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   (12-Jul-2026)       ||      ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   (12-Jul-2026)       ||      ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା    (12-Jul-2026)       ||      ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   (12-Jul-2026)       ||      ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   (12-Jul-2026)       ||      ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍    (12-Jul-2026)       ||      ବୁଦ୍ଧିଜୀବୀ ମାନଙ୍କର ଶାସକ ଗୋଷ୍ଠୀର ଜୟଗାନ ମନୋବୃତ୍ତି ସମାଜ କୁ ଆହୁରି ଅଧୋପତନ ଆଡକୁ ନେଇ ଯାଉଛି    (12-Jul-2026)       ||      ବୃକ୍ଷରୋପଣ ଆମରି ପଣ   (12-Jul-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପ୍ରଶ୍ନୋତ୍ତର ପ୍ରତିଯୋଗିତା    (12-Jul-2026)       ||      *ଗାଁ ମୁହାଁ ଜଙ୍ଗଲୀ ଭାଲୁ.... ବୋରିପଦର ଗ୍ରାମରେ ଭାଲୁର ଆତଙ୍କ*   (12-Jul-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଙ୍କ 53 ତମ ଜନ୍ମଦିବସ ବୁର୍ଡ଼l ଡାକ ବଙ୍ଗଳା ଠାରେ ମହା ସମାରୋହରେ ପାଳିତ    (12-Jul-2026)       ||      କୁଟୁମ୍ବଡୋଲା କ୍ଲଷ୍ଟର ପକ୍ଷରୁ ସିଆଲବାହାଲି ଠାରେ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା ସଭା   (12-Jul-2026)       ||      ଅଲେଖ ଧର୍ମ ବଳାମ୍ବି ସ୍ବର୍ଗତ ବିନ୍ଦୁ ବାରିକ ଙ୍କ ଅକାଳ ବିୟୋଗ, ଅଂଚଳ ରେ ଶୋକର ଛାୟା   (12-Jul-2026)       ||      ଯୁବକଙ୍କୁ ହତ୍ୟା, ପୁଲିସର ତଦନ୍ତ ଜାରି   (11-Jul-2026)       ||     

HOME   ଜିଲ୍ଲା

ଅବସରପ୍ରାପ୍ତ ଶିକ୍ଷକ ବୁଧୁରାମଙ୍କ ପରଲୋକ

11-Nov-2025



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧିନସ୍ତ ଉରଲେ ଗ୍ରାମର ଅବସରପ୍ରାପ୍ତ ଶିକ୍ଷକ ବୁଧୁରାମ ଭୋଇ(୮୨)ଙ୍କ ବାର୍ଦ୍ଧକ୍ୟ ଜନିତ ଅବସ୍ଥାରେ ନିଜ ବାସ ଭବନରେ ମଙ୍ଗଳବାର ପରଲୋକ ଘଟିଛି ।ଖବର ପ୍ରଚାରିତ ହେବା ପରେ ସାରା ଅଞ୍ଚଳର ଶିକ୍ଷାପ୍ରେମୀ ତଥା ତାଙ୍କ ଠାରୁ ଶିକ୍ଷା ଲାଭ ପାଇଥିବା ଶିଷ୍ୟ ମହଲରେ ଶୋକର ଲହରୀ ଖେଳିଯାଇଛି  ପ୍ରକାଶ ଥାଉକି ଯେ ସ୍ବର୍ଗତ ବୁଧୁରାମ ବିନିକା ୟୁଜିଏମିସ୍କୁଲରେ ଶିକ୍ଷକତା ଆରମ୍ଭ କରି ଜିଲ୍ଲାର ବିଭିନ୍ନ ବିଦ୍ୟାଳୟରେ ନିଯୁକ୍ତି ପାଇ ଜଣେ ପ୍ରବୀଣ ଶିକ୍ଷକ ଭାବେ ବେଶ ପରିଚିତ ଥିଲେ । ଶ୍ରୀ ଭୋଇ ସେହି ସମୟରେ ଅଧ୍ୟୟନରତ ଛାତ୍ରଛାତ୍ରୀ ମାନଙ୍କୁ ଉତ୍ତମ ଭାବରେ ଶିକ୍ଷାଦାନ ଦେଇ ଦାୟିତ୍ଵ ନିର୍ବାହ କରି ଆସୁଥିଲେ। ଯାହାକି ତାଙ୍କ ଠାରୁ ଶିକ୍ଷାଦାନ ପାଇ ନିଜର ଭବିଷ୍ୟତ ଗଠନ କରିଥିବା ଶିଷ୍ୟ ମାନେ ତାଙ୍କ ଶିକ୍ଷାଦାନ ପ୍ରଦାନକୁ ଏବେ ବି ଝୁରୁଛନ୍ତି। ଆଜି ତାଙ୍କର ହଠାତ ପରଲୋକ ଗମନ ପରେ ତାଙ୍କ ଶିଷ୍ୟ,ବନ୍ଧୁ ବାନ୍ଧବ ତଥା ଆତ୍ମୀୟ ସଜନ ମହଲରେ ଗଭୀର ଶୋକ ପ୍ରକଟ ପାଇବା ସହିତ ଘରକୁ ଆସି ଶେଷ ଦର୍ଶନ କରିବାର ସୁଯୋଗ ପାଇଥିଲେ।ସ୍ବର୍ଗତ ଶ୍ରୀ ଭୋଇଙ୍କ  ମରଶରୀରକୁ ଏକ ଶୋଭାଯାତ୍ରାରେ ନିକଟ ପାପକ୍ଷୟ ଘାଟ ସ୍ଥିତ ଶ୍ଵଶାନ ଘାଟକୁ ନିଆଯାଇ ସେଠାରେ ଅନ୍ତିମ ସଂସ୍କାର କରାଯାଇଥିଲା ।ପୁଅ ଗୋବର୍ଦ୍ଧନ ଭୋଇ ମୁଖାଗ୍ବି ପ୍ରଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ରାଜ୍ୟ  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ଜିଲ୍ଲା  
କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   12-Jul-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   12-Jul-2026
  ଜିଲ୍ଲା  
ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   12-Jul-2026
  ଜିଲ୍ଲା  
ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ   12-Jul-2026
  ଜିଲ୍ଲା  
ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   12-Jul-2026
  ଜିଲ୍ଲା  
ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   12-Jul-2026
  ଜିଲ୍ଲା  
ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା   12-Jul-2026
  ଜିଲ୍ଲା  
ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   12-Jul-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   12-Jul-2026
  ଜିଲ୍ଲା  
ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍   12-Jul-2026

You Might Also Like