-+91-9937148622 |
prerana_bgr@rediffmail.com |
Tuesday 27th October 2026 |
| | | |
E-PAPER
R.N.I. Regd No. ODIODI/2010/46693
Breaking News
ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି (27-Oct-2026) || ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ (27-Oct-2026) || ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା (27-Oct-2026) || ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ (27-Oct-2026) || ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ (26-Oct-2026) || ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା (26-Oct-2026) || ଜାତୀୟ ଲନ୍ବଲ୍ ଉଦ୍ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍ ବର୍ଗରେ ଓଭରଅଲ୍ ବିଜେତା (26-Oct-2026) || *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ* (26-Oct-2026) || ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି (26-Oct-2026) || At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender (26-Oct-2026) || ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ (26-Oct-2026) || ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ (26-Oct-2026) || ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ (26-Oct-2026) || ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ (26-Oct-2026) || ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ (26-Oct-2026) || ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ (26-Oct-2026) || ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ (26-Oct-2026) || ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ (25-Oct-2026) || ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ (25-Oct-2026) || ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ (25-Oct-2026) ||
HOME
27-Oct-2026
Previous
କଲେଜର ଅଧ୍ୟକ୍ଷା ଡ. ମନସ୍ମିତା ମିଶ୍ର ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ କଲେଜର ଉପଦେଷ୍ଟା ଶିକ୍ଷାବିତ୍ ମନୋରଂଜନ ସାହୁ ଯୋଗ ଦେଇ ବ୍ରିଟିଶ ବିରୁଦ୍ଧରେ ପଣ୍ଡିତ ନେହେରୁ ଙ୍କ ଦକ୍ଷତା ଓ ଚତୁରତା ସବୁବେଳେ ମନେ ରହିବ ବୋଲି କହିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ କଲେଜର ନିର୍ଦ୍ଦେଶକ ସିଏ ଶ୍ରୀକାନ୍ତ ଶର୍ମା ଓ ନିର୍ଦ୍ଦେଶକ ପୀତବସ ପଣ୍ଡା ଯୋଗ ଦେଇ ଶିଶୁ ଦିବସ ଅବସରରେ ଛାତ୍ରଛାତ୍ରୀ ମାନଙ୍କୁ ଉପଦେଶ ଦେଇ ଉତ୍ସାହିତ କରିଥିଲେ । ପୂର୍ବରୁ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାର ୩୫ଜଣ କୃତୀ ପ୍ରତିଯୋଗୀ ମାନଙ୍କୁ ମୁଖ୍ୟ ଅତିଥି ପୁରସ୍କୃତ କରିଥିଲେ । ଓଡିଆ ବକ୍ତୃତା ପ୍ରତିଯୋଗିତାରେ ସରୋଜ ପ୍ରଧାନ, ହିନ୍ଦୀ ବକ୍ୃତା ପ୍ରତିଯୋଗିତାରେ ସରୋଜ ପ୍ରଧାନ ଓ ଇଂରାଜୀ ବକ୍ତୃତା ପ୍ରତିଯେଗିତାରେ ପ୍ରାଚୀ ପି. ପ୍ରଧାନ ପ୍ରଥମ ସ୍ଥାନ ଅଧିକାର କରି ପୁରସ୍କୃତ ହୋଇଥିଲେ । ସଭାକୁ କଲେଜର ଅଧ୍ୟାପିକା ଏବିରାମ ଲିପ୍ସା ସଂଯୋଜନା କରିଥିଲେ । ଏହି ଅବସରରେ କଲେଜର ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଶିକ୍ଷକ ମାନଙ୍କ ଦ୍ୱାରା କଲେଜର ଛାତ୍ରଛାତ୍ରୀ ମାନଙ୍କୁ ମିଷ୍ଟାନ୍ନ ଓ ଉପହାର ବଂଟନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ କଲେଜର ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ, ଶିକ୍ଷୟିତ୍ରୀ ସହଯୋଗ କରିଥିଲେ ।
Next