-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||     

HOME   ରାଜ୍ୟ

ଗାର୍ଲଫ୍ରେଣ୍ଡକୁ ଜନ୍ମଦିନରେ ଆଇଫୋନ ଗିଫ୍ଟ ଦେବା ପାଇଁ ଗଞ୍ଜେଇ ଚାଲାଣ କରୁଥିବା ବେଳେ ଧରା ପଡିଲେ ୨ ଯୁବକ

15-Nov-2025



କାଲିମେଳା(ସନ୍ତୋଷ କୁମାର ପଣ୍ଡା): ଗାର୍ଲଫ୍ରେଣ୍ଡଙ୍କୁ ଜନ୍ମ ଦିନରେ ଆଇଫୋନ ଗିଫ୍ଟ ଦେବା ପାଇଁ ଟଙ୍କା ଜୋଗାଡ଼ କରିବା ଚକରରେ ଗଞ୍ଜେଇ ଚାଲାଣ କରୁଥିବା ଦୁଇ ଯୁବକ ମାଲକାନଗିରି ଜିଲ୍ଲାର ଏମ୍. ଭି-୭୯ ଥାନା ପୁଲିସଙ୍କ ହାତରେ ଧରା ପଡ଼ିଛନ୍ତି। ପେଟ୍ରୋଲିଂ କରୁଥିବା ସମୟରେ ଏମ୍.ଭି-୭୯ ପୁଲିସ ଟିମ୍ ଲାଛିପେଟା ଛକ ନିକଟରେ ସନ୍ଦେହଜନକ ଏକ୍ଟିଭା ସ୍କୁଟିକୁ ଚେକିଙ୍ଗ କରିଥିଲେ। ସେଥିରେ ମୋଟ 22 କିଲୋ ଗଞ୍ଜେଇ ମିଳିଥିଲା। ମଧ୍ୟରାତିରେ ସେମାନେ ଗଞ୍ଜେଇକୁ ଅନ୍ୟ ଅଞ୍ଚଳକୁ ନେଇ ଉଚ୍ଚ ମୂଲ୍ୟରେ ବିକି ଟଙ୍କା ଯୋଗାଡ଼ କରିବା ଚେଷ୍ଟା କରୁଥିବା ତଥ୍ୟ ମିଳିଛି।ଧରାପଡ଼ିଥିବା ଯୁବକ ଦୁଇଜଣ ହେଲେ ଟି. ତ୍ରିନାଥ କୁମାର ବି. ୟୁଵାଚାରଣ ଆଦିତ୍ୟ,ଉଭୟେ ତେଲେଙ୍ଗାନା ରାଜ୍ୟର ଖମ୍ମମ ଜିଲ୍ଲାର ବାସିନ୍ଦା। ପୁଲିସ ସୂତ୍ର ଅନୁସାରେ ଗଞ୍ଜେଇର ବଜାର ମୂଲ୍ୟ ପ୍ରାୟ ୧ ଲକ୍ଷ 50 ହଜାର ଟଙ୍କା ହେବା ସହିତ ଚାଲାଣରେ ବ୍ୟବହୃତ ଏକ୍ଟିଭା ସ୍କୁଟିକୁ ମଧ୍ୟ ଜବତ କରାଯାଇଛି। ତେବେ ଦୁଇ ଯୁବକ ଗାର୍ଲଫ୍ରେଣ୍ଡଙ୍କୁ ଜନ୍ମଦିନ ରେ ଆଇଫୋନ ଗିଫ୍ଟ ଦେବା ପାଇଁ ଟଙ୍କା ଜୋଗାଡ଼ କରିବା ଚକରରେ ଗଞ୍ଜେଇ ଚାଲାଣ କରୁଥିବା ବେଳେ ଧରା ପଡ଼ିଥିବା ଏମି.ଭି-୭୯ ଥାନା ଥାନା ଅଧିକାରୀ ଚନ୍ଦ୍ରକାନ୍ତ ତାଣ୍ଡି ସୂଚନା ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ   26-Oct-2026
  ଜିଲ୍ଲା  
ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    26-Oct-2026
  ଜିଲ୍ଲା  
ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ   26-Oct-2026
  ଜିଲ୍ଲା  
ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026

You Might Also Like