-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||     

HOME   ଜିଲ୍ଲା

ଅବସର ପ୍ରାପ୍ତ ଶିକ୍ଷକ ତଥା ଗାୟତ୍ରୀ ପରିଜନ ଜଗନ୍ନାଥ ନାଗ ଙ୍କ ବିୟୋଗରେ ଶୋକସଭା

19-Nov-2025



ସିନାପାଲି ( ଚିନ୍ତାମଣି ନେତାମ ) ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ ଗୋର୍ଲା ଗ୍ରାମପଂଚାୟତର ପତିଆଳପଡା ଶ୍ରୀ ଶ୍ରୀ ଜଗନ୍ନାଥ ମନ୍ଦିର ପରିସରରେ ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟି ଓ ଏ ଅଞ୍ଚଳର ଗାୟତ୍ରୀ ପରିଜନଙ୍କ ଆନୁକୂଲ୍ୟରେ ଖରସେଲ ଗ୍ରାମ ପଂଚାୟତର ରାଣୀଡ଼ଙ୍ଗରି ଗ୍ରାମ ନିବାସୀ ଅବସର ପ୍ରାପ୍ତ ହାଇସ୍କୁଲ ଶିକ୍ଷକ ସ୍ବର୍ଗତ   ଜଗନ୍ନାଥ ନାଗଙ୍କ  ବିୟୋଗ ରେ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି  l ମନ୍ଦିର ପରିଚାଳନା କମିଟିର ବରିଷ୍ଠ ସଦସ୍ୟ ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀରଙ୍କ ସଂଯୋଜନାରେ ଆୟୋଜିତ ଏହି ସଭାରେ ଜଗନ୍ନାଥ ମନ୍ଦିରର ପରିଚାଳନା କମିଟିର ସଭାପତି ଶ୍ରୀଯୁକ୍ତ ଲଛମନ ବଞ୍ଜରା,କୋଷାଧକ୍ଷ ଶ୍ରୀଯୁକ୍ତ ଟଙ୍କଧର ବନ୍ଦୀଛୋର,ବରିଷ୍ଠ ଗାୟତ୍ରୀ ପରିଜନ ତଥା ସଦସ୍ୟ ଶ୍ରୀଯୁକ୍ତ କ୍ଷମାଧର ନିଆଲ,ଶ୍ରୀଯୁକ୍ତ କେଶବ ପାଣ୍ଡେ,ସ୍ଥାନୀୟ ଶିବମନ୍ଦିର ପୂଜକ ଶ୍ରୀ ଶ୍ୟାମ ସୁନ୍ଦର ମାଝୀ,ସଭ୍ୟ ଜୟସିଂ ମାଝୀ,ଦିନ ମାଝୀ ପ୍ରମୁଖ ଉପସ୍ଥିତ ରହି ସ୍ବର୍ଗତ ଆତ୍ମାର ଶାନ୍ତି ଓ ସଦଗତି ପାଇଁ ଜଗତର ନାଥ ଶ୍ରୀଜଗନ୍ନାଥ ମହାପ୍ରଭୁ ଙ୍କ  ସମ୍ମୁଖରେ ପ୍ରାର୍ଥନା କରିଥିଲେ  l ସ୍ବର୍ଗତ ଜଗନ୍ନାଥ ନାଗ ଜଣେ ମିଷ୍ଠ ଭାଷି,ମେଳାପୀ,ନିରହ ଙ୍କାରୀ ଓ ଆଦର୍ଶ ଛାତ୍ର ବତ୍ସଳ ଶିକ୍ଷକ ଥିଲେ l ସେ ଦୀର୍ଘ ଦିନରୁ ସ୍ଥାନୀୟ ଜଗନ୍ନାଥ ମନ୍ଦିର ପରିଚାଳନା କମିଟିର ସମ୍ପାଦକ ଦାୟିତ୍ୱ ସୁଚାରୁ ରୂପରେ  ତୁଲାଇବା ସହ ମହାପ୍ରଭୁ ଙ୍କ  ନୀତିକାନ୍ତି ଆୟୋଜନ କରିବାରେ ସବୁପ୍ରକାର ସହଯୋଗ କରୁଥିଲେ l ଦୀର୍ଘ ୩୬ ବର୍ଷ ଟିମନପୁର ଠାରେ ଥିବା ହାଇସ୍କୁଲ ରେ ସହକାରୀ ଶିକ୍ଷକ ଭାବରେ ନିଜର କର୍ମ ତୁଲାଇଥିଲେ  l ଗାୟତ୍ରୀ ପରିଜନ ଭାବରେ ଭାରତୀୟ ଧର୍ମ ଓ ସଂସ୍କୃତି ସୁରକ୍ଷା ପାଇଁ ମଧ୍ୟ କାମ କରୁଥିଲେ l ଗତ ତା ୧୭/୧୧ / ୨୦୨୫ ରିଖ ଦିନ ସେ ୬୩ ବର୍ଷ ବୟସ ରେ ସ୍ଵର୍ଗା ରୋହଣ କରିଛନ୍ତି  l ଏହି ଦୁଃଖଦ ମୁହୂର୍ତରେ ତାଙ୍କ ପରିବାର ବର୍ଗ ଧର୍ଯ୍ୟ ରକ୍ଷା କରନ୍ତୁ ବୋଲି ଭଗବାନ ଙ୍କ ଠାରେ ପ୍ରାର୍ଥନା କରାଯାଇଥିଲା  ଓ  ଉପସ୍ଥିତ ସଦସ୍ୟ ଗଣ ତାଙ୍କ ଗୁଣ ଗୁଡିକର ସ୍ମୃତି ଚାରଣ କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ   26-Oct-2026
  ଜିଲ୍ଲା  
ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    26-Oct-2026
  ଜିଲ୍ଲା  
ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ   26-Oct-2026
  ଜିଲ୍ଲା  
ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   25-Oct-2026

You Might Also Like