-+91-9937148622 |

prerana_bgr@rediffmail.com |

  Monday 23rd November 2026 |

| | | |

R.N.I. Regd No. ODIODI/2010/46693

Breaking News

ଚଳିତବର୍ଷର ଖରିଫ୍ ଧାନକିଣାରେ ଆଗୁଆ ଦୁର୍ନୀତି ମଣ୍ଡି ଖୋଲିନାହିଁ : ମିଲ୍ କୁ ପଶୁଛି ଟ୍ରକ୍ ଟ୍ରକ୍ ଧାନ !   (23-Nov-2026)       ||      ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   (23-Nov-2026)       ||      ବିନିକା ଗୋକୁଲାଷ୍ଟମି ଯାତ୍ରା ପାଇଁ ଶୁଭସ୍ତମ୍ଭ ସ୍ଥାପନ   (23-Nov-2026)       ||      କୋକସରାରେ ଯାଦବ ସମିତିର ମହାସମ୍ମିଳନୀ   (23-Nov-2026)       ||      ବଙ୍ଗୋମୁଣ୍ଡାରେ ହାତୀ ଆକ୍ରମଣରେ ମାହୁନ୍ତଙ୍କ ମୃତ୍ୟୁ   (23-Nov-2026)       ||      କୋସଲି ଛୁଆ ସାହିତ୍ୟ ସଂସଦ ବଲାଙ୍ଗିରର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (23-Nov-2026)       ||      ସମ୍ବଲପୁର ମହୋତ୍ସବ, ୨୦୨୬ ରେ ବଲାଙ୍ଗୀର ର ଝିଅଙ୍କ କୃତିତ୍ୱ    (23-Nov-2026)       ||      ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀରରେ ଏନ୍‌ସିସି ରାଙ୍କ୍ ପ୍ରଦାନ ସମାରୋହ ଅନୁଷ୍ଠିତ   (23-Nov-2026)       ||      ଟିଟିଲାଗଡ ଶ୍ରୀ ସତ୍ୟସାଇ ସେବା ସମିତି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ     (22-Nov-2026)       ||      ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   (22-Nov-2026)       ||      ପୁଣି ଅସୁସ୍ଥ ବାଲିଗୁଡ଼ା ଏନ୍‌ଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ : ଉନ୍ନତ ଚିକିତ୍ସା ପାଇଁ ବ୍ରହ୍ମପୁର ସ୍ଥାନାନ୍ତରିତ    (22-Nov-2026)       ||      ତହଁକ୍ କୁଟୁମ୍ ର କୋଶଲି ଖାଏନା କୋଶଲି ଗାଏନା କାର୍ଯ୍ୟକ୍ରମ    (22-Nov-2026)       ||      ୯ ଦାଦନ ଶ୍ରମିକ ଉଦ୍ଧାର, ସର୍ଦ୍ଦାର ଗିରଫ    (22-Nov-2026)       ||      ଓ.ୟୁ.ଜେ ବଲାଙ୍ଗିର ଶାଖାର ସାଧାରଣ ପରିଷଦ ବୈଠକରେ ନୂତନ ମନୋନୀତ କର୍ମକର୍ତ୍ତା ମାନଙ୍କୁ ଅଭିନନ୍ଦନ    (22-Nov-2026)       ||      ବରପାଲି ରେ ପଞ୍ଚମ ଗଙ୍ଗାଧର ମେହେର ଫୁଟବଲ କପ୍‌, ଝାରସୁଗୁଡ଼ା ଚାମ୍ପିଅନ   (22-Nov-2026)       ||      ଲଡୁଗାଁ ରାଜୁ ବାଗ ହତ୍ୟା କାଣ୍ଡ ର ନ୍ୟାୟ ମିଳିବା ପାଇଁ କୋକସରା ଥାନା ଘେରାଉ   (22-Nov-2026)       ||      *ଡାବୁଗାଁରେ ଜନଜାତୀୟ ଗୌରବ ଦିବସ ପାଳିତ*   (22-Nov-2026)       ||      ବଂଜାରୀ ଗ୍ରାମରେ ଅଷ୍ଟପ୍ରହରୀ ନାମଯଜ୍ଞ ଓ କଳସ ଶୋଭାଯାତ୍ରା   (22-Nov-2026)       ||      ଭକ୍ତି ରସରେ ବିଭୋର ହେଲେ ଶ୍ରଦ୍ଧାଳୁ,ରୁକ୍ମିଣୀ ବିବାହ ଶୋଭାଯାତ୍ରାରେ କମ୍ପିଲା ଗ୍ରାମ (ଫୁଲମୁଠିରେ ସପ୍ତାହ ପାରାୟଣ)   (22-Nov-2026)       ||      ଲାଠୋର ଥାନା ଚାରିପଟେ ଦାଦନସର୍ଦ୍ଦାରଙ୍କ ଘର♦️ ବେଆଇନ ଚାଲାଣକାରୀ ସର୍ଦ୍ଦାରର ସ୍ବୀକାରୋକ୍ତି  ! ଆନ୍ତଃଜିଲ୍ଲା ଓ ଆନ୍ତଃରାଜ୍ୟ ସର୍ଦ୍ଦାର ଗିରଫ   (22-Nov-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜେଏସ୍ଏମ୍ କଲେଜର ଦଶମ ପ୍ରତିଷ୍ଠା ଦିବସ

20-Nov-2025



ବଲାଙ୍ଗିର: ଜେଏସ୍ଏମ୍ କଳା, ବିଜ୍ଞାନ ଓ ବାଣିଜ୍ୟ କଲେଜର ଦଶମ ପ୍ରତିଷ୍ଠା ଦିବସ କଲେଜ ପରିସରରେ ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭରେ ଅତିଥିଗଣ ମାଁ ସମଲେଶ୍ଵରୀଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ ଓ ପ୍ରଦୀପ ପ୍ରଜ୍ୱଳନ କରି ସଭାକୁ ଉଦ୍‌ଘାଟନ କରିଥିଲେ ।  କଲେଜର ଅଧ୍ୟାପିକା ଡ.ମନସ୍ମିତା ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭାରେ ମୁଖ୍ୟ ଅତିଥି ଭାବରେ ସ୍ୱାମୀ ପରମାନନ୍ଦ ସ୍ୱରସ୍ୱତୀ ଯୋଗଦେଇ ଛାତ୍ରଛାତ୍ରୀ ମାନଙ୍କୁ ନିଜର  ବିଚାରଧାରରୁ, ମୋବାଇଲରୁ ଓ ପାଠ୍ୟକ୍ରମରୁ ଅନାବଶ୍ୟକ ବିଷୟଗୁଡିକୁ ବାଦ ଦେଇ ଦେଶ ଓ ସମାଜ ପାଇଁ କାର୍ଯ୍ୟକରିବା ଉଚିତ ବୋଲି ମତବ୍ୟକ୍ତ

କରିଥିଲେ । କଲେଜର ନିର୍ଦେଶକ ସିଏ ଶ୍ରୀକାନ୍ତ ଶର୍ମା ବିଗତ ଦଶନ୍ଧି ମଧ୍ୟରେ କଲେଜକୁ କିପରି ପରିଚାଳନା କରାଯାଇଥିଲା ତାହା ବର୍ଣ୍ଣନା କରିଥିଲେ । ମୁଖ୍ୟ ଉପଦେଷ୍ଟା ଶିକ୍ଷାବିତ୍ ମନୋରଞ୍ଜନ ସାହୁ  ଛାତ୍ରଛାତ୍ରୀମାନଙ୍କୁ ଏହି ପ୍ରତିଷ୍ଠା ଦିବସର ତାତ୍ପର୍ଯ୍ୟ ଉପରେ ଧାରଣା ଦେଇଥିବା ବେଳେ ପୂର୍ବତନ ଅଧ୍ୟକ୍ଷ ପୀତବାସ ପଣ୍ଡା ଦୃଢ଼ ମନୋବଳ, ସାହସ ଓ ଧୈର୍ଯ୍ୟ ସହ କାର୍ଯ୍ୟକଲେ ଜୀବନରେ ସଫଳତା ପାଇପାରିବେ ବୋଲି ଉପଦେଶ ଦେଇଥିଲେ । 
ଏହି ଅବସରରେ ଓ.ଏ.ଏସ୍. ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ବଲାଙ୍ଗିରର ଶ୍ରୀ ହେମରାଜ କୁମ୍ଭାର ଓ ଶ୍ରୀ ଅଟଲ ଦାଶଙ୍କୁ ତଥା ସି. ଏ. ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ବଲାଙ୍ଗିରର ସିଏ ପ୍ରଣୟ ନନ୍ଦ ଓ ସିଏ ସୁରୁଚି ଝା ଙ୍କୁ କଲେଜ ତରଫରୁ

ସମ୍ବର୍ଦ୍ଧିତ କରାଯାଇଥିଲା । ପରେ ଛାତ୍ରଛାତ୍ରୀମାନଙ୍କୁ ନେଇ ଅତିଥିମାନଙ୍କ ସହ ଏକ ମତବିନିମୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି ଉତ୍ସବରେ କଲେଜର ସମସ୍ତ ଛାତ୍ରଛାତ୍ରୀ, ଅଧ୍ୟାପକ, ଅଧ୍ୟାପିକା ତଥା ସମସ୍ତ କର୍ମଚାରୀ ସହଯୋଗ କରିଥିଲେ । ଅଧ୍ୟାପିକା ଏ ବି ରାମ ଲିପ୍ସା ସଂଯୋଜନା କରିଥିବା ବେଳେ ଅଧ୍ୟାପିକା କ୍ରିଷ୍ଣା ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଚଳିତବର୍ଷର ଖରିଫ୍ ଧାନକିଣାରେ ଆଗୁଆ ଦୁର୍ନୀତି ମଣ୍ଡି ଖୋଲିନାହିଁ : ମିଲ୍ କୁ ପଶୁଛି ଟ୍ରକ୍ ଟ୍ରକ୍ ଧାନ !   23-Nov-2026
  ଜିଲ୍ଲା  
ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   23-Nov-2026
  ଜିଲ୍ଲା  
ବିନିକା ଗୋକୁଲାଷ୍ଟମି ଯାତ୍ରା ପାଇଁ ଶୁଭସ୍ତମ୍ଭ ସ୍ଥାପନ   23-Nov-2026
  ଜିଲ୍ଲା  
କୋକସରାରେ ଯାଦବ ସମିତିର ମହାସମ୍ମିଳନୀ   23-Nov-2026
  ଜିଲ୍ଲା  
ବଙ୍ଗୋମୁଣ୍ଡାରେ ହାତୀ ଆକ୍ରମଣରେ ମାହୁନ୍ତଙ୍କ ମୃତ୍ୟୁ   23-Nov-2026
  ଜିଲ୍ଲା  
କୋସଲି ଛୁଆ ସାହିତ୍ୟ ସଂସଦ ବଲାଙ୍ଗିରର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ   23-Nov-2026
  ଜିଲ୍ଲା  
ସମ୍ବଲପୁର ମହୋତ୍ସବ, ୨୦୨୬ ରେ ବଲାଙ୍ଗୀର ର ଝିଅଙ୍କ କୃତିତ୍ୱ   23-Nov-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀରରେ ଏନ୍‌ସିସି ରାଙ୍କ୍ ପ୍ରଦାନ ସମାରୋହ ଅନୁଷ୍ଠିତ   23-Nov-2026
  ଜିଲ୍ଲା  
ଟିଟିଲାଗଡ ଶ୍ରୀ ସତ୍ୟସାଇ ସେବା ସମିତି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ     22-Nov-2026
  ଜିଲ୍ଲା  
ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   22-Nov-2026
  ଜିଲ୍ଲା  
ପୁଣି ଅସୁସ୍ଥ ବାଲିଗୁଡ଼ା ଏନ୍‌ଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ : ଉନ୍ନତ ଚିକିତ୍ସା ପାଇଁ ବ୍ରହ୍ମପୁର ସ୍ଥାନାନ୍ତରିତ    22-Nov-2026
  ଜିଲ୍ଲା  
ତହଁକ୍ କୁଟୁମ୍ ର କୋଶଲି ଖାଏନା କୋଶଲି ଗାଏନା କାର୍ଯ୍ୟକ୍ରମ   22-Nov-2026

You Might Also Like