-+91-9937148622 |

prerana_bgr@rediffmail.com |

  Tuesday 24th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଭକ୍ତି ଆଗରେ ହାରିଲା ଜ୍ଞାନ, ଉଦ୍ଧବ-ମାଧବ ସମ୍ବାଦ ଶୁଣି ନାଚ ଗୀତରେ କମ୍ପି ଉଠିଲା ପାରାୟଣ ସ୍ଥଳ(ଫୁଲମୁଠି ସପ୍ତାହ ପାରାୟଣ ଉଦଯାପିତ)   (24-Nov-2026)       ||      ଭାତହାଣ୍ଡିରୁ ଗୋଟିଏ♦️ ବ୍ଲକ୍ ର ଷ୍ଟ୍ରିଟ୍ ଲାଇଟ୍ ଦୁର୍ନୀତି, ଦେଓଗାଁ ରେ ଲକ୍ଷାଧିକ ଟଙ୍କାର ନିମ୍ନମାନର ସରଞ୍ଜାମ    (24-Nov-2026)       ||      ଝଲପ ପଞ୍ଚାୟତରେ ନୂତନ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ   (24-Nov-2026)       ||      ସାଗରପଡା ସୋସିଓ କଲ୍ଚରାଲ ଆସୋସିଏସନ୍ ତରଫରୁ ଶ୍ରଦ୍ଧାଳୁମାନଙ୍କ ପାଇଁ କାନିକା ପ୍ରସାଦ ବଣ୍ଟନ   (24-Nov-2026)       ||      ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ    (23-Nov-2026)       ||        ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ    (23-Nov-2026)       ||      ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   (23-Nov-2026)       ||      ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   (23-Nov-2026)       ||      ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଆଦିବାସୀ ଙ୍କ ଜନ ନେତା ତଥା ସ୍ୱାଧୀନତା ସଂଗ୍ରାମୀ ଯୋଗେଶ୍ୱର କୁମୁରା ଙ୍କ ସ୍ମାରକୀ ଦାବୀ ଉଠିଲା   (23-Nov-2026)       ||      ‘ନୂଆପଡ଼ା ଉନ୍ମେଷ’ର ଶୁଭାରମ୍ଭ: ଦାଦନ ସମସ୍ୟାର ମୁକାବିଲା ଓ ସ୍ଥାନୀୟ ଜୀବିକା ସୃଷ୍ଟି ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନର ଅଭିନବ ପଦକ୍ଷେପ   (23-Nov-2026)       ||      ସୁଦାମା-କୃଷ୍ଣ ଭେଟ ଶୁଣି ଲୁହ ଝରାଇଲେ ଶ୍ରଦ୍ଧାଳୁ,ଭାବ ବିହ୍ଵଳ ହେଲା ପୁରା ପାରାୟଣ ସ୍ଥଳ(ଫୁଲମୁଠିରେ ସପ୍ତାହ ପାରାୟଣ)   (23-Nov-2026)       ||      ନବକୃଷ୍ଣ ଚୌଧୁରୀଙ୍କ ୧୨୫ ତମ ଜନ୍ମ ଜୟନ୍ତୀ ପାଳନ   (23-Nov-2026)       ||      ଚଳିତବର୍ଷର ଖରିଫ୍ ଧାନକିଣାରେ ଆଗୁଆ ଦୁର୍ନୀତି ମଣ୍ଡି ଖୋଲିନାହିଁ : ମିଲ୍ କୁ ପଶୁଛି ଟ୍ରକ୍ ଟ୍ରକ୍ ଧାନ !   (23-Nov-2026)       ||      ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   (23-Nov-2026)       ||      ବିନିକା ଗୋକୁଲାଷ୍ଟମି ଯାତ୍ରା ପାଇଁ ଶୁଭସ୍ତମ୍ଭ ସ୍ଥାପନ   (23-Nov-2026)       ||      କୋକସରାରେ ଯାଦବ ସମିତିର ମହାସମ୍ମିଳନୀ   (23-Nov-2026)       ||      ବଙ୍ଗୋମୁଣ୍ଡାରେ ହାତୀ ଆକ୍ରମଣରେ ମାହୁନ୍ତଙ୍କ ମୃତ୍ୟୁ   (23-Nov-2026)       ||     

HOME   ଜିଲ୍ଲା

ସୂଚନାଅଧିକାରୀ କର୍ମୀ ଙ୍କ ବିକ୍ଷୋଭ, ସୂଚନା କମିଶନର ଙ୍କ ଅର୍ଡର ସିଟ ପୋଡି, କମିଶନରଙ୍କ ବହିଷ୍କାର ଦାବି

20-Nov-2025



ବଲାଙ୍ଗୀର(ପ୍ରେରଣା ଖବର)- ବଲାଙ୍ଗୀର ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଓଡ଼ିଶା ସୂଚନା ଅଧିକାର ଅଭିଯାନ ପକ୍ଷରୁ ପ୍ରତିବାଦ, ବିକ୍ଷୋଭ ପ୍ରଦର୍ଶନ ସହ ସୂଚନା କମିଶନରଙ୍କ  ରାୟ ବା ଅର୍ଡର ସିଟ୍‌କୁ ପୋଡ଼ିଛନ୍ତି। ସୂଚନା ଅଧିକାର ଆଇନ ୨୦୦୫କୁ ଖିଲାପ କଲା ଭଳି ରାୟ ଦେଇ ସୂଚନା ଅଧିକାର ଆଇନକୁ ଓଡ଼ିଶାରେ ପ୍ରହସନ କରାଯାଇ ଥିବା ଅଭିଯୋଗ କରି ସମ୍ପୃକ୍ତ ସୂଚନା କମିଶନରମାନଙ୍କୁ ତୁରନ୍ତ ବହିଷ୍କାର କରିବାକୁ ଦାବି କରିଛନ୍ତି।  ରାଜ୍ୟରେ ଥିବା ସୂଚନା କମିଶନର ମାନେ ଆଇନ ଉଲ୍ଲଂଘନ କରି ଅନେକ୍ଆ ଗୁରୁତ୍ଵ ପୂର୍ଣ୍ଣ ମାମଲା ଗୁଡିକୁ ଖାରଜ କରିଦେଉଛନ୍ତି l ତେଣୁ ଏହାକୁ ସାରା ରାଜ୍ୟରେ ବିରୋଧ କରାଯାଉଛି l ଆଜି ବଲାଙ୍ଗିର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସୂଚନା ଅଧିକାର ଅଭିଯାନ ର ବଲାଙ୍ଗିର ଜିଲ୍ଲା ଆବାହକ ନୀଳମଣି ଯୋଶୀ ଙ୍କ ନେତୃତ୍ଵରେ ଶତାଧିକ ସୂଚନା ଅଧିକାର କର୍ମୀ ସାମିଲ ହୋଇ ବିକ୍ଷୋଭ କରିଥିଲେ l ଏହି ପ୍ରତିବାଦ ଓ ବିକ୍ଷୋଭ ସମାବେଶରେ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀ, ପ୍ରମୋଦ କୁମାର ବେହେରା, ଶିବ ପ୍ରସାଦ ସାହୁ, କୃଷ୍ଣଚନ୍ଦ୍ର ବନଛୋର, ସତ୍ୟ ବନଛୋର, ଅନଙ୍ଗ ଠାକୁର, ଗୋପବନ୍ଧୁ ଛତ୍ରିଆ, ଶଙ୍କର ପାଣିଗ୍ରାହୀ, ଜତି ପଧାନ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ପରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଏଡିଏମ୍‌ ଡ. ବିଜୟାନନ୍ଦ ସେଠୀଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇ ଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭକ୍ତି ଆଗରେ ହାରିଲା ଜ୍ଞାନ, ଉଦ୍ଧବ-ମାଧବ ସମ୍ବାଦ ଶୁଣି ନାଚ ଗୀତରେ କମ୍ପି ଉଠିଲା ପାରାୟଣ ସ୍ଥଳ(ଫୁଲମୁଠି ସପ୍ତାହ ପାରାୟଣ ଉଦଯାପିତ)   24-Nov-2026
  ରାଜ୍ୟ  
ଭାତହାଣ୍ଡିରୁ ଗୋଟିଏ♦️ ବ୍ଲକ୍ ର ଷ୍ଟ୍ରିଟ୍ ଲାଇଟ୍ ଦୁର୍ନୀତି, ଦେଓଗାଁ ରେ ଲକ୍ଷାଧିକ ଟଙ୍କାର ନିମ୍ନମାନର ସରଞ୍ଜାମ   24-Nov-2026
  ଜିଲ୍ଲା  
ଝଲପ ପଞ୍ଚାୟତରେ ନୂତନ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ   24-Nov-2026
  ଜିଲ୍ଲା  
ସାଗରପଡା ସୋସିଓ କଲ୍ଚରାଲ ଆସୋସିଏସନ୍ ତରଫରୁ ଶ୍ରଦ୍ଧାଳୁମାନଙ୍କ ପାଇଁ କାନିକା ପ୍ରସାଦ ବଣ୍ଟନ   24-Nov-2026
  ଜିଲ୍ଲା  
ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ   23-Nov-2026
  ଜିଲ୍ଲା  
  ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ   23-Nov-2026
  ଜିଲ୍ଲା  
ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   23-Nov-2026
  ରାଜ୍ୟ  
ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   23-Nov-2026
  ଜିଲ୍ଲା  
ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   23-Nov-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   23-Nov-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   23-Nov-2026
  ଜିଲ୍ଲା  
ଆଦିବାସୀ ଙ୍କ ଜନ ନେତା ତଥା ସ୍ୱାଧୀନତା ସଂଗ୍ରାମୀ ଯୋଗେଶ୍ୱର କୁମୁରା ଙ୍କ ସ୍ମାରକୀ ଦାବୀ ଉଠିଲା   23-Nov-2026

You Might Also Like