-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||     

HOME   ଜିଲ୍ଲା

*ରାଜ୍ୟ ପରିବହନ ବସ୍ ସେବା ସଂପ୍ରସାରଣ ପାଇଁ ଉପ ଜିଲ୍ଲାପାଳ ଙ୍କୁ ଦେଲେ ସ୍ମାରକ ପତ୍ର*-

29-Nov-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ)
ସୁନ୍ଦରଗଡରୁ ସମ୍ବଲପୁର ଦେଇ ସୋନପୁର କୁ ଆସୁଥିବା ରାଜ୍ୟ ପରିବହନ ବିଭାଗ ବସ୍ ସେବା ବୀରମହାରାଜପୁରକୁ ସଂପ୍ରସାରଣ ପାଇଁ ଆଜି ଶୁକ୍ରବାର ବରିଷ୍ଠ ନାଗରିକ ସଂଗଠନ ତରଫରୁ ଅନୁଷ୍ଠାନର ସଭାପତି ଡକ୍ଟର ପ୍ରଫୁଲ୍ଲ କୁମାର ରଥଙ୍କ ନେତୃତ୍ବରେ ଏକ ପ୍ରତିନିଧି ଦଳ ସ୍ଥାନୀୟ ଉପଜିଲ୍ଲାପାଳ ସୁରେନ୍ଦ୍ର କୁମାର ମେହେରଙ୍କୁ ଭେଟି ରାଜ୍ୟ ପରିବହନ ଓ ବାଣିଜ୍ୟ ମନ୍ତ୍ରୀ ମାନ୍ୟବର ବିଭୁତି ଭୂଷଣ ଜେନାଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି।ପ୍ରକାଶ ଥାଉକି ସୁନ୍ଦରଗଡ଼ରୁ ଏହି ବସ୍ ସୋନପୁରକୁ ଦିନ ୧୦ ଘଣ୍ଟା ରେ ପହଞ୍ଚି ଅପରାହ୍ନ ୩ ଘଣ୍ଟାରେ ଛାଡୁଛି ।ଏହି ବସ୍ ସେବାକୁ ବୀରମହାରାଜପୁରକୁ ସଂପ୍ରସାରଣ କଲେ ଏଠାକାର ଅଧିବାସୀ ଯାତାୟାତ ଓ ବାଣିଜ୍ୟ କ୍ଷେତ୍ରରେ ବିଶେଷ ଉପକୃତ ହେବେ ବୋଲି ଏହି ସ୍ମାରକ ପତ୍ରରେ ଉଲ୍ଲେଖ କରା ଯାଇଛି। ପ୍ରତିନିଧି ଦଳରେ ଜ୍ଞାନେନ୍ଦ୍ର ତ୍ରୀପାଠୀ,ଚମରା ମହାକୁର,ଦୟାନିଧି ହୋତା,ଦ୍ବିତୀକୃଷ୍ଣ ପଣ୍ଡା,ସତ୍ୟ ନାରାୟଣ ନାୟକ,ଅକ୍ଷୟ ମିଶ୍ର,ବାସୁଦେବ ପଣ୍ଡା, ଜଗଦୀଶ ଚାନ୍ଦ, ସୌମିତ୍ରୀ ମେହେର, ଅକୁର ଦନ୍ତା,ଶିବ ଖମାରୀ, ସୁରେନ୍ଦ୍ର ହୋତା ପ୍ରମୁଖ ସାମିଲ ହୋଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ   26-Oct-2026
  ଜିଲ୍ଲା  
ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    26-Oct-2026
  ଜିଲ୍ଲା  
ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ   26-Oct-2026
  ଜିଲ୍ଲା  
ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026

You Might Also Like