-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||     

HOME   ଜିଲ୍ଲା

ଫୁଲମୁଠି ଗୋକୁଳାଷ୍ଟମୀ ମହୋତ୍ସବ,କୃଷ୍ଣଙ୍କ ହାତରେ ପୁତୁନା ଓ ବକାସୁର ବଧ

29-Nov-2025



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ବ୍ଲକ ଅନ୍ତର୍ଗତ ଫୁଲମୁଠି ବ୍ରଜବିହାରି ନୃତ୍ୟ କଳା ପରିଷଦ ତରଫରୁ ଚାଲିଥିବା ଗୋକୁଳାଷ୍ଟମୀ ମହୋତ୍ସବର ଶନିବାର ପଞ୍ଚମ ଦିବସରେ ଗୋପପୁରେ ନଟଖଟିଆ କୃଷ୍ଣ ଗୋପାଳ ପୁଅଙ୍କ ସହିତ ଲୁଚି ଛପି ବିଭିନ୍ନ ଘରକୁ ଯାଇ ଲହୁଣୀ ଚୋରୀ କରି ଖାଇବା,ଖେଳକୁଦରେ ମଜ୍ଜି ରହିବା,ମାଁ ଯଶୋଦାଙ୍କୁ ଧରାଛୁଁଆ ନଦେବା ଆଦି କଳାକାର ମାନଙ୍କ ଦ୍ଵାରା ମଞ୍ଚସ୍ଥ ଦୃଶ୍ୟ ଗୁଡିକ ଅତି ମନୋହର ଥିଲା ।ସେପଟେ ମଥୁରାଧିପତି ମହାରାଜ କଂସ ତାଙ୍କ ସୈନ୍ୟ ସାମନ୍ତଙ୍କ ସହିତ ଏକ ରଥରେ ଦରବାରକୁ ଆସିଥିଲେ ।ଦେବକୀର ଅଷ୍ଟମ ଗର୍ଭ ସନ୍ତାନ ହାତରେ କଂସର ମୃତ୍ୟୁ ଲେଖା ଅଛି ଭାବି କଂସ ଅତ୍ୟନ୍ତ ବିଚଳିତ ହୋଇପଡ଼ିଥିଲେ । ଡଗର ଠାରୁ ପୂତୁନା ରାକ୍ଷାସୁଣୀ ବଧ ଖବର ପାଇବା ପରେ ମର୍ମାହତ କଂସ ମନ୍ତ୍ରୀଙ୍କ ପରାମର୍ଶ କ୍ରମେ ଦୁଗ୍ଧ ପିଆ ଶିଶୁକୁ ମାରିବା ପାଇଁ ବକାସୁର ରାକ୍ଷସକୁ ପ୍ରେରଣ କରିଥିଲେ।ହେଲେ ଦଇବ ସାହା ହେଲାନାହିଁ ।ପ୍ରଭୁ ଶ୍ରୀକୃଷ୍ଣ ଵକାସୁର ସହିତ ଯୁଦ୍ଧ କରି ତାକୁ ନିଧନ କରିଥିଲେ ଆଦି ଅନେକ ଦୃଶ୍ୟ ଉଭୟ ଗୋପପୁର ଓ ମଥୁରା ନଗରୀରେ ପ୍ରଦର୍ଶିତ ହୋଇଥିଲା।ସେପଟେ ବନ ଦୁର୍ଗା ପ୍ରାଙ୍ଗଣରେ ଅନୁଷ୍ଟିତ କଂସ ଦରବାରରେ ରାଜକୀୟ ମୁଖ୍ୟ ଅତିଥି ଭାବେ ଗ୍ରାମର ସଚେତନ ନାଗରିକ ପ୍ରମୋଦ କୁମାର ଦାଶ ଯୋଗଦେଇ ସାଂସ୍କୃତିକ ବାର୍ତ୍ତା ପ୍ରଦାନ କରିଥିଲେ।ଏହି ଅବସରରେ କମିଟି ସଦସ୍ୟ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026

You Might Also Like