-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||     

HOME   ରାଜନୀତି

ବିଧାନସଭାରେ କଳିକେଶ ଉଠିଇଲେ ବଲାଙ୍ଗୀର ଜିଲ୍ଲାର ମାନବଚାଲାଣ ପ୍ରସଙ୍ଗ

02-Dec-2025



ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲାରୁ  ପ୍ରତିବର୍ଷ ହଜାର ହଜାର ସଂଖ୍ୟାରେ ବେଆଇନ ମାନବଚାଲାଣ ହୋଇ ଚାଲିଛି । ଏହି ଘଟଣାକୁ ନେଇ ବିଭିନ୍ନ ମହଲରେ ଉଦବେଗ ପ୍ରକାଶ ପାଉଛି । ତେବେ ଏହି ପ୍ରସଙ୍ଗକୁ ନେଇ ବିଜେଡି ବିଧାୟକ କଳିକେଶ ନାରାୟଣ ସିଂଦେଓ ବିଧାନସଭାରେ ଉଠାଇ ଗୃହବିଭାଗ ଦାୟୀତ୍ୱରେ ଥିବା ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶ୍ନ କରିଛନ୍ତି । ଏକ ଅଣତାରକା ପ୍ରଶ୍ନ-ୟୁଡି-୬୨୫ ମାଧ୍ୟମରେ ବଲାଙ୍ଗୀର ଜିଲ୍ଲାରୁ ବେଆଇନ ମାନବଚାଲାଣ ହେଉଥିବା ଓ ଏହାକୁ ରୋକିବାକୁ ରାଜ୍ୟସରକାର କଣ ପଦକ୍ଷେପ ନେଉଛନ୍ତି ତଥା ଉଦ୍ଧାର ଶ୍ରମିକଙ୍କ ଥଇଥାନ ପାଇଁ କଣସବୁ ବ୍ୟବସ୍ଥା କରାଯାଇଛି ସେନେଇ ପ୍ରଶ୍ନ କରିଛନ୍ତି ବିଧାୟକ କଳିକେଶ । ଗତ କିଛିଦିନ ତଳେ କଣ୍ଟାବାଞ୍ଜିର ଜଣେ ସର୍ଦ୍ଦାରଙ୍କ ଘରୁ ଚାଲାଣ ହେବାକୁ ଥିବା ୧୪ଜଣ ଶିଶୁ ସମେତ ୫୫ଜଣଙ୍କୁ ଉଦ୍ଧାର କରାଯାଇଥିଲା । ମୁଖ୍ୟତଃ ସେହି ପ୍ରସଙ୍ଗରେ ସରକାର କଣ ପଦକ୍ଷେପ ନେଇଛନ୍ତି ସେନେଇ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶ୍ନ କରିଛନ୍ତି ।  ô ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝି ଏହାର ଉତ୍ତର ରଖିଛନ୍ତି ଯେ,କଣ୍ଟାବାଞ୍ଜିର ଆନନ୍ଦନଗର ପଡାର ବ୍ରଜେସ ବେହେରା ଓ ତାଙ୍କ ଭାଇ ପ୍ରକାଶ ବେହେରାଙ୍କ ଘରେ ପୋଲିସ ଚଢାଉକରି ୧୪ଜଣ ଶିଶୁ ସମେତ ୫୫ଜଣ ଶ୍ରମିକଙ୍କୁ ଉଦ୍ଧାର କରିଥିଲା । ସେହି ଘଟଣାରେ ଉଭୟ ଅଭିଯୁକ୍ତୁ ଅନ୍ଧାରର ସୁଯୋଗ ନେଇ ଫେରାର ହୋଇଯାଇଥିବା ବେଳେ ତାଙ୍କ ଘରୁ ଏକ ଅନେକଗୁଡିଏ ଶ୍ରମିକମାନଙ୍କ ଆଧାରକାର୍ଡ ,ଲାପଟପ ସହ ୧ଲକ୍ଷ ୬୭ ହଜାର ଟଙ୍କା ଜବତ କରାଯାଇଥିଲା । ଉଭୟେ ବେଆଇନ ଭାବରେ ଶ୍ରମିକ ଚାଲାଣ କରିବାକୁ ତାଙ୍କ ଘରେ ଶ୍ରମିକଙ୍କୁ ରଖିଥିବା ଜଣାପଡିଥିଲା । କଣ୍ଟାବାଞ୍ଜି ଥାନାରେ ମାମଲା ନମ୍ବର-୦୮/୨୦୨୫ ରୁଜୁ କରି ତଦନ୍ତ ଚାଲୁରହିଛି । ଅଭିଯୁକ୍ତମାନେ ହାଇକୋର୍ଟ ନିର୍ଦ୍ଦେଶ ବଳରେ ଜାମିନରେ ଅଛନ୍ତି ବୋଲି ଉତ୍ତର ରଖାଯାଇଛି । ତେବେ ଶ୍ରମବିଭାଗ, ମହିଳା ଶିଶୁକଲ୍ୟାଣବିଭାଗ,ପଞ୍ଚାୟତପ୍ରତିନିଧି ଓ ଏନଜିଓ ମାନଙ୍କ ମିଳିତ ପ୍ରୟାସରେ ଲୋକଙ୍କୁ ସଚେତନ କରାଯାଉଛି । ଜିଲ୍ଲା ସ୍ତରରେ ଡିଏସପି ଓ ଇନ୍ସପେକ୍ଟରଙ୍କୁ ନେଇ ଗଠିତ ବିଭାଗ ମାନବ ଓ ଶିଶୁଚାଲାଣ ଅଭିଯୋଗ ଉପରେ ତ୍ୱରିତ ପଦକ୍ଷେପ ନେଉଛନ୍ତି । ଉଦ୍ଧାର ଶିଶୁ ଓ ଲୋକଙ୍କୁ ସର୍ଟ ଷ୍ଟେହୋମରେ ରଖାଯାଇ ଖାଦ୍ୟଦେବା ସହ କାଉନସେଲିଂ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ଉତ୍ତରରେ କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   15-Aug-2026
  ଜିଲ୍ଲା  
*ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   15-Aug-2026
  ଜିଲ୍ଲା  
ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like