-+91-9937148622 |

prerana_bgr@rediffmail.com |

  Sunday 25th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||      ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   (24-Oct-2026)       ||      ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   (24-Oct-2026)       ||      ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   (24-Oct-2026)       ||      ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   (24-Oct-2026)       ||      ଟିଟିଲାଗଡ଼ରେ ଭୂତଳ ପୋଲ ନିକଟସ୍ଥ ରାସ୍ତା ବନ୍ଦ ପ୍ରସ୍ତାବକୁ ବିରୋଧ - ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ ଦାବି   (24-Oct-2026)       ||      ନ୍ୟାସନାଲ୍‌ ଅର୍ବାନ୍‌ କନ୍‌କ୍ଲେଭ୍‌-୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ♦️ପିଏମ ଇ-ବସ୍‌ ସେବା ଯୋଜନାରେ ୨୬ଟି ଇ-ବସ୍ ସେବାର ଶୁଭାରମ୍ଭ    (24-Oct-2026)       ||      ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା    (24-Oct-2026)       ||      ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   (24-Oct-2026)       ||      କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   (24-Oct-2026)       ||      ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||     

HOME   ଜିଲ୍ଲା

ବିଂଶତମ ବୌଦ୍ଧ ପୁସ୍ତକମେଳା ଉଦଘାଟିତ: ପୁୁରୁଣାକଟକ ମା ଭୈରବୀଙ୍କ ପୀଠରୁ ଆସିଲା ଆଜ୍ଞାମାଳ ଓ ଦିବ୍ୟଜ୍ୟୋତି

03-Dec-2025



କଣ୍ଟାମାଳ,୦୨/୧୨- ସ୍ଥାନୀୟ  କଚେରୀ  ଖେଳ ପଡିଆଠାରେ ଜିଲ୍ଲା ଜର୍ଣ୍ଣାଲିଷ୍ଟ ଫୋରମ୍‌ ଦ୍ୱାରା ଆୟୋଜିତ ବିଂଶତମ  ବୌଦ୍ଧ ପୁସ୍ତକମେଳା ମଙ୍ଗଳବାର  ସନ୍ଧ୍ୟାରେ  ଉଦ୍‌ଘାଟିତ ହୋଇ ଯାଇଛି ।  ଏଥିରେ ମୁଖ୍ୟଅତିଥିଭାବେ  ବୌଦ୍ଧ ଜିଲ୍ଲାପାଳ ବିଭୁତି ଭୂଷଣ ନାୟକ ଓ  ସମ୍ମାନୀତ ଅତିଥି ଭାବେ ଆରକ୍ଷୀ ଅଧୀକ୍ଷକ ରାହୁଲ ଗୋଏଲ ଯୋଗଦେଇ ଫିତାକାଟି ପୁସ୍ତକମେଳାକୁ ଉଦଘାଟନ କରିଥିଲେ ।   ମା’ଭୈରବୀ  ଓ ପ୍ରଭୁ ଶ୍ରୀଜଗନ୍ନାଥଙ୍କ  ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ଓ

ପ୍ରଦୀପ ପ୍ରଜ୍ଜ୍ୱଳନ କରି  ପୁସ୍ତକମେଳା ମଞ୍ଚ ଓ କାର୍ଯ୍ୟକ୍ରମର ଶୁଭାରମ୍ଭ  କରିଥିଲେ ଓ ଏଭଳି ଏକ ପୁସ୍ତକମେଳା ଆୟୋଜନ କରାଯାଇଥିବାରୁ ଜିଲ୍ଲାପାଳ ଓ ଏସ୍‌ ପି ଖୁସିବ୍ୟକ୍ତ କରିଥିଲେ ।   ଏହାପରେ ଅତିଥିମାନେ ସମସ୍ତ ପୁସ୍ତକ ଷ୍ଟଲ୍‌ ବୁଲି ଦେଖି ଥିଲେ ।  ଜିଲ୍ଲା ଜର୍ଣ୍ଣାଲିଷ୍ଟ ଫୋରମ ସଭାପତି ଦିବ୍ୟଶଙ୍କର ରାଉତ, ସାଧାରଣ ସଂପାଦକ ଯୁଗଳ କିଶୋର  ସାମଲ, ଆବାହକ ଦିବ୍ୟରଞ୍ଜନ ପଟ୍ଟନାୟକ, ସଦସ୍ୟ ସତ୍ୟନାରାୟଣ ପାଣି, ସୁକାନ୍ତ କୁମାର ପଟ୍ଟନାୟକ, ପ୍ରୀତିରଞ୍ଜନ ଦାସଙ୍କ ସମେତ ଅନ୍ୟାନ୍ୟ ସଦସ୍ୟମାନେ ଉପସ୍ଥିତ  ଥିଲେ ।    ପୁସ୍ତକମେଳା  ଉଦ୍‌ଘାଟନ  ପୂର୍ବରୁ  ପୁରୁଣାକଟକ ମା

ଭୈରବୀଙ୍କ ପୀଠରୁ   ଅଖଣ୍ଡ ଦୀପ ଅଣାଯାଇ   ପୁସ୍ତକମେଳା ମଞ୍ଚରେ ସ୍ଥାପନ କରାଯାଇଥିଲା  । ଏହି ମେଳାରେ ରାଜ୍ୟର ପ୍ରତିଷ୍ଠିତ ପୁସ୍ତକ ପ୍ରକାଶକ ଓ ବିକ୍ରେତା ଯୋଗ ଦେଇଥିବା ବେଳେ ୭୦ ରୁ ଉର୍ଦ୍ଧ୍ୱ ଷ୍ଟଲ କରାଯାଇଛି । ଉଦଘାଟନୀ ସନ୍ଧ୍ୟାରେ ବୌଦ୍ଧର ଗେହ୍ଲାମା କଳା ନିକେତନ, ଗନ୍ଧରାଡି କଳାପରିଷଦ, ନଟରାଜ କଳା ପରିଷଦ ଫୁଲବାଣୀ  ବିଭିନ୍ନ  ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ । ଏହି ପୁସ୍ତକମେଳା ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ବେଳେ ଆଜି ପ୍ରଥମ ଦିନରେ ବହୁସଂଖ୍ୟାରେ ଦର୍ଶକ ବିଭିନ୍ନ ବହି ଷ୍ଟଲ ଗୁଡିକରେ ଭିଡ ଜମାଇ ପୁସ୍ତକ କିଣିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   24-Oct-2026
  ଜିଲ୍ଲା  
ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !    24-Oct-2026
  ଜିଲ୍ଲା  
ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   24-Oct-2026
  ରାଜ୍ୟ  
ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   24-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର   24-Oct-2026
  ଜିଲ୍ଲା  
ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   24-Oct-2026
  ଜିଲ୍ଲା  
ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   24-Oct-2026
  ଜିଲ୍ଲା  
ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ   24-Oct-2026
  ଜିଲ୍ଲା  
ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   24-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   24-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   24-Oct-2026
  ଜିଲ୍ଲା  
ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   24-Oct-2026

You Might Also Like