-+91-9937148622 |

prerana_bgr@rediffmail.com |

  Sunday 25th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||      ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   (24-Oct-2026)       ||      ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   (24-Oct-2026)       ||      ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   (24-Oct-2026)       ||      ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   (24-Oct-2026)       ||      ଟିଟିଲାଗଡ଼ରେ ଭୂତଳ ପୋଲ ନିକଟସ୍ଥ ରାସ୍ତା ବନ୍ଦ ପ୍ରସ୍ତାବକୁ ବିରୋଧ - ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ ଦାବି   (24-Oct-2026)       ||      ନ୍ୟାସନାଲ୍‌ ଅର୍ବାନ୍‌ କନ୍‌କ୍ଲେଭ୍‌-୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ♦️ପିଏମ ଇ-ବସ୍‌ ସେବା ଯୋଜନାରେ ୨୬ଟି ଇ-ବସ୍ ସେବାର ଶୁଭାରମ୍ଭ    (24-Oct-2026)       ||      ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା    (24-Oct-2026)       ||      ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   (24-Oct-2026)       ||      କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   (24-Oct-2026)       ||      ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||     

HOME   ଜିଲ୍ଲା

ସାହିତ୍ୟରେ ନୋବେଲ ବିଜେତାଙ୍କ ସମ୍ପର୍କରେ ବିମର୍ଶ

03-Dec-2025



ବଲାଙ୍ଗିର,  ବିଶ୍ୱ ସାହିତ୍ୟ କ୍ଷେତ୍ରରେ  ନୋବେଲ ପୁରସ୍କାର ସର୍ବଶ୍ରେଷ୍ଠ ସମ୍ମାନ I  ନୋବେଲ ପୁରସ୍କାରପ୍ରାପ୍ତ  ସାହିତ୍ୟିକ ସର୍ବୋଚ୍ଚ ମର୍ଯ୍ୟାଦାର ଅଧିକାରୀ I ତାଙ୍କ ସାହିତ୍ୟିକ କୃତି ଓ କୃତିତ୍ୱ ସମ୍ପର୍କରେ  ଅବଗତହେବା ପ୍ରତ୍ୟେକ ସାହିତ୍ୟାନୁରାଗୀ ପାଇଁ ବେଶ୍  ଗୁରୁତ୍ୱପୂର୍ଣ୍ଣ I  ଏକ୍ରମରେ ବିଗତ ବର୍ଷମାନଙ୍କ ଭଳି ଚଳିତବର୍ଷ ମଧ୍ୟ ସରକାରୀ ମହିଳା ମହାବିଦ୍ୟାଳୟ ବଲାଙ୍ଗିର ର  ଇଂରାଜୀ ଭାଷା ଓ ସାହିତ୍ୟ  ବିଭାଗର  ଉଦ୍ୟମକ୍ରମେ  ଚଳିତ ବର୍ଷର  ନୋବେଲ ପୁରସ୍କାର ପ୍ରାପ୍ତ ସାହିତ୍ୟିକ  ଲାରିଲୋ କ୍ରାଜନାହୋରକାଇଙ୍କ ସାହିତ୍ୟିକ ଜୟଯାତ୍ରା ସମ୍ପର୍କରେ ଏକ ବିଚାର ବିମର୍ଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି  I   ସମ୍ପୃକ୍ତ କାର୍ଯ୍ୟକ୍ରମରେ ଅଧ୍ୟକ୍ଷ ଡ଼ଃ ଅରବିନ୍ଦ କୁମାର ଭାବରେ ଓଝା  ସଭାପତିତ୍ୱ କରିଥିବାବେଳେ  ବିଭାଗୀୟ ମୁଖ୍ୟ ଶ୍ରୀ ସଲୋମନ  କୁମାର ସ୍ୱାଗତ ଭାଷଣ ଦେଇଥିଲେ I  ଏ ସକାଶେ ମୁଖ୍ୟବକ୍ତା ଭାବରେ ମହିଳା ମହାବିଦ୍ୟାଳୟ, ଝାରସୁଗୁଡାର ଇଂରାଜୀ ଅଧ୍ୟାପକ ଶ୍ରୀ ଅଂଶୁମାନ ମିତ୍ର ଯୋଗଦେଇ ନୋବେଲ ବିଜେତାଙ୍କ ବ୍ୟକ୍ତିତ୍ୱ ଏବଂ ସାହିତ୍ୟିକ କୃତି ତଥା ରାଜନୈତିକ ପ୍ରଭାବ ସମ୍ପର୍କରେ ବିଶଦ ଆଲୋଚନା କରିଥିଲେ I  ଏହା ସହ ବିଭାଗୀୟ  ଛାତ୍ରୀ ରୁକ୍ମିଣୀ ସରାଫ ଏବଂ ରିତିକା ପାଣିଗ୍ରାହୀ  ପ୍ରମୁଖ କ୍ରାଜନାହୋରକାଇଙ୍କ ସମ୍ପର୍କରେ ନିଜ ନିଜ ବକ୍ତବ୍ୟ ଉପସ୍ଥାପନ କରିଥିଲେ I ଏହି ସାରସ୍ୱତ କାର୍ଯ୍ୟକ୍ରମରେ ଡ଼ଃ ଅନୁରାଧା ମିଶ୍ର ଅତିଥି ପରିଚୟ ପ୍ରଦାନ କରିଥିବାବେଳେ ଶେଷରେ ସାମ୍ରାଜ୍ଞୀ ମିତ୍ର  ଧନ୍ୟବାଦ ଅର୍ପଣ କରିଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   24-Oct-2026
  ଜିଲ୍ଲା  
ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !    24-Oct-2026
  ଜିଲ୍ଲା  
ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   24-Oct-2026
  ରାଜ୍ୟ  
ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   24-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର   24-Oct-2026
  ଜିଲ୍ଲା  
ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   24-Oct-2026
  ଜିଲ୍ଲା  
ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   24-Oct-2026
  ଜିଲ୍ଲା  
ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ   24-Oct-2026
  ଜିଲ୍ଲା  
ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   24-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   24-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   24-Oct-2026
  ଜିଲ୍ଲା  
ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   24-Oct-2026

You Might Also Like