-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||     

HOME   ଜିଲ୍ଲା

ବାଉଁଶ କାରିଗରଙ୍କ ପାଇଁ ତାଲିମ ଶିବିର

04-Dec-2025



ନୂଆପଡ଼ା (ରାମନାଥ ପଣ୍ଡା)
ଜିଲ୍ଲା  ହସ୍ତଶିଳ୍ପ କାର୍ଯ୍ୟାଳୟ ନୂଆପଡ଼ା ଏବଂ ବ୍ଲକ ପ୍ରଶାସନର ମିଳିତଆନୁକୁଲ୍ୟରେ ଆଜି ବୋଡ଼େନ ବ୍ଲକର ବଣ ପାହାଡ଼ ଘେରା ଭଇଁଶା ଦାନି ଗ୍ରାମର ବାଉଁଶ କାରିଗରଙ୍କ ପାଇଁ ତାଲିମ ଶିବିର ଉଦ୍ଘାଟନ ହୋଇଯାଇଛି । ଶିବିରରେ ଅତିରିକ୍ତ ପ୍ରକଲ୍ପ ଅଧିକାରୀ କ୍ଷମାନିଧି ଭୁଏ ମୂଖ୍ୟ ଅତିଥି ରୂପେ ଯୋଗଦେଇ ହସ୍ତ ଶିଳ୍ପର ଚାହିଦା ଏବଂ ଏହା ଦ୍ବାରା କିପରି କାରିଗର ମାନେ ନିଜ ଜୀବନଜୀବିକା ପ୍ରତିପୋଷଣ କରିବେ ତା ଉପରେ ଆଲୋକପାତ କରିଥିଲେ । ଓରମାସ ଡେପୁଟି ସିଇଓ ବିଦେଶ ଘୋଷ, ଗୋଷ୍ଠି ଉନ୍ନୟନ ଅଧିକାରୀ ସୁଶାନ୍ତ କୁମାର ରଣା ଉପସ୍ଥିତ ରହି ବାଉଁଶରୁ ତିଆରି ବିଭିନ୍ନ ଜିନିଷର କିପରି ବଜାରିକରଣ କରିହେବ ତା ଉପରେ ବୁଝାଇଥିଲେ I ଅନ୍ୟମାନଙ୍କ ମଧ୍ୟରେ ସି ଡି ପି ଓ ଅର୍ଚ୍ଚନା ରାଉତ, ସହକାରୀ କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ ନାଏକ, ଏ ପି ଓ ରବିନାରାୟଣ ରାଉତ, ବି ପି ସି ମିଶନ ଶକ୍ତି ବିଜୟ କୁମାର ଭିତ୍ରିଆ,ବି ଏଲ ସି ସୁନୀତା ସୁନା , ବି ପି ସି ଆର୍ ଏଚ୍ ଜ୍ୟୋତି ରଞ୍ଜନ ପଣ୍ଡା, ପି ଇ ଓ ତାପସ କୁମାର ଅଗସ୍ତି, ଏ ବି ଏଫ୍ ରାକେଶ କୁମାର ଷଡଙ୍ଗୀ,ହସ୍ତଶିଳ୍ପ ବିକାଶ ଅଧିକାରୀ ମାନସ ପଟେଲ ଉପସ୍ଥିତ ଥିଲେ । କାର୍ଯ୍ୟକ୍ରମରେ ଜିଲ୍ଲା ସହକାରୀ ନିର୍ଦ୍ଦେଶକ ହସ୍ତଶିଳ୍ପ  ପୁଷ୍ପରଞ୍ଜନ ସାହୁ ସଭାପତିତ୍ବ କରିଥିଲେ । ସୂଚନା ଥାଉକି ଏହି ତାଲିମ ଶିବିରରେ ଉକ୍ତ ଗ୍ରାମର ୧୫ ଜଣ ବାଉଁଶ କାରୀଗରଙ୍କୁ ସ୍ଵତନ୍ତ୍ର ପ୍ରଶିକ୍ଷକଙ୍କ ଦ୍ବାରା ୬ ମାସ ଧରି ତାଲିମ ଦିଆଯାଇ ବାଉଁଶଶିଳ୍ପରେ କୁଶଳୀ କରାହେବ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026

You Might Also Like