-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||     

HOME   ଜିଲ୍ଲା

ଆଗଲପୁର ତରଫରୁ ଜାତୀୟ ତମ୍ବାଖୁ ନିୟନ୍ତ୍ରଣ କାର୍ଯ୍ୟକ୍ରମ - 2025 ଆୟୋଜିତ

06-Dec-2025



ଆଗଲପୁର, (ବିନୋଦ ଦୀପ) ଆଜି ଆଗଲପୁର ସାଇନ୍ସ ହାଇୟର ସେକେଣ୍ଡାରୀ ସ୍କୁଲ୍ ଠାରେ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର, ଆଗଲପୁର ତରଫରୁ ଜାତୀୟ ତମ୍ବାଖୁ ନିୟନ୍ତ୍ରଣ କାର୍ଯ୍ୟକ୍ରମ 2025 ଆୟୋଜିତ ହୋଇଥିଲା l ଉକ୍ତ କାର୍ଯ୍ୟକ୍ରମରେ ଡ଼. ଅଭିଷେକ କୁମାର (ଦାନ୍ତରୋଗ ବିଶେଷଜ୍ଞ), ଭଜମନ ସାହୁ (ସ୍ୱାସ୍ଥ୍ୟକର୍ମୀ) ଓ ଗିରିଧାରୀ ମେହେର ଆର. ଡବ୍ଲୁ ଯୋଗ ଦେଇଥିଲେ l ସ୍ୱାସ୍ଥ୍ୟକର୍ମୀ ଭଜମନ ସାହୁ “ତମ୍ବାଖୁ ମୁକ୍ତ ଯୁବ ଅଭିଯାନ 3.0” ବିଷୟରେ ପାୱାର ପଏଣ୍ଟ ପ୍ରଜେଣ୍ଟେସନ୍ ମାଧ୍ୟମରେ ବିସ୍ତୃତ ଶିକ୍ଷାଦାନ କରିଥିଲେ। ତାପରେ Dr. ଅଭିଷେକ କୁମାର ତମ୍ବାଖୁ ସେବନ ର କୁପ୍ରଭାବ ବିଷୟରେ ସଚେତନତା ସୃଷ୍ଟି କରିଥିଲେ। ଗିରିଧାରୀ ମେହେରଙ୍କ ପରିଚାଳନାରେ କ୍ୱିଜ୍ ପ୍ରତିଯୋଗିତା ଆୟୋଜନ କରାଗଲା ଓ ତିନିଜଣ କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଗଲା l ପୁରସ୍କୃତ ତିନିଜଣ କୃତି ପ୍ରତିଯୋଗୀ ହେଲେ ଉପମା ଭୋଇ, ରୀତି ମେହେର, ବୁଦ୍ଧଦେବ ମେହେର କାର୍ଯ୍ୟକ୍ରମର ଶେଷରେ ଭଜମନ ସାହୁ ସମସ୍ତ ଛାତ୍ରଛାତ୍ରୀଙ୍କୁ ତମ୍ବାଖୁ ବିରୋଧୀ ଶପଥ କରାଇଥିଲେ ଓ ତମ୍ବାଖୁସେବନରୁ ଦୂରେ ରହିବାକୁ ପ୍ରତିଜ୍ଞା ବାନ୍ଧିଥିଲେ l ସଭାକୁ ଶ୍ରୀଯୁକ୍ତ ମନ୍ତ୍ରୀ ମେହେର ଅଧ୍ୟକ୍ଷତା କରିଥିଲେ। ସେ ତମ୍ବାଖୁ ସଚେତନତାର ଗୁରୁତ୍ୱ ବିଷୟରେ ମହତ୍ତ୍ଵପୂର୍ଣ୍ଣ ମତାମତ ରଖିଥିଲେ ଓ ଆଗଲପୁର ବ୍ଲକର ସମସ୍ତ ଶିକ୍ଷାନୁଷ୍ଠାନରେ ଏପରି ସଚେତନତା ମୂଳକ କାର୍ଯ୍ୟକ୍ରମ ଜାରି ରଖିବାକୁ ଆହ୍ୱାନ ଜଣାଇଥିଲେ l କାର୍ଯ୍ୟକ୍ରମର ଧନ୍ୟବାଦ ଜ୍ଞାପନ କରିଥିଲେ ଶ୍ରୀ ତ୍ରିନାଥ ସାହୁ, ଅଧ୍ୟାପକ l ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର, ଆଗଲପୁର ପକ୍ଷରୁ ଜଣାଇଯାଇଛି ଯେ ଆଗାମୀଦିନରେ ଆଗଲପୁର ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଏହିପରି ସଚେତନତାମୂଳକ କାର୍ଯ୍ୟକ୍ରମ ଜାରି ରହିବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026

You Might Also Like