-+91-9937148622 |

prerana_bgr@rediffmail.com |

  Tuesday 17th February 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଦୁଇଦିନିଆ ଜାତୀୟ ଆଲୋଚନାଚକ୍ର    (16-Feb-2026)       ||      *୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*   (16-Feb-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି   (16-Feb-2026)       ||      ‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’   (16-Feb-2026)       ||      ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ♦️ଗୋଟିଏ ଦିନରେ ୧ଲକ୍ଷ ଲିଟର ଦହି ଓ ୧୨ହଜାର ଲିଟର ଘିଅ ଅଧିକ ବିକ୍ରି   (16-Feb-2026)       ||      *ଶ୍ରୀ ରାମେଶ୍ୱର ଶୈବ ପୀଠ ରେ ୩୭ ତମ ସାମୁହିକ ବ୍ରତୋପନୟନ ଉତ୍ସବ ପାଳିତ*-   (16-Feb-2026)       ||      ଅଲ ଇଣ୍ଡିଆ ଭଲିବଲ୍‌ ଟୁର୍ନାମେଣ୍ଟ ରେ ଫାଇନାଲକୁ ଜବଲପୁର   (16-Feb-2026)       ||      ବେଆଇନ ଗୋରୁ ଚଲାଣ ବେଳେ ମାଡି ବସିଲେ ବଜରଙ୍ଗ ଦଳ   (16-Feb-2026)       ||      ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି    (16-Feb-2026)       ||      ଶିବରାତ୍ରୀ ଅବସରରେ କେଲିଆ ଶୈବ ପୀଠ ରେ ହଜାର ହଜାର ଭକ୍ତଙ୍କ ଭିଡ଼   (16-Feb-2026)       ||      ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ   (15-Feb-2026)       ||      ସୀତାରାମ କଳା ଅନୁଷ୍ଠାନ ପକ୍ଷରୁ ମହାଶିବ ରାତ୍ରୀ ଉପଲକ୍ଷେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Feb-2026)       ||      ତରାପୁର ମନ୍ଦିରରେ ଚତୁର୍ଦ୍ଦଶୀ ଓ ଶିବରାତ୍ରୀ ପାଳନ   (15-Feb-2026)       ||      ରାଜ୍ୟସ୍ତରୀୟ ତୀରନ୍ଦାଜୀ ଚମ୍ପିୟାନସିପରେ ବୌଦ୍ଧର ସୁରଜ ମେହେର ପାଇଲେ ରୋପ୍ୟ ପଦକ   (15-Feb-2026)       ||      ୟୁଜିସି ନିର୍ଦ୍ଦେଶାନାମା ୨୦୨୬ ସମର୍ଥନରେ କର୍ମଶାଳା   (15-Feb-2026)       ||      ଆଗଲପୁର ପୋଲିସ କୁ ବଡ଼ ସଫଳତା   (15-Feb-2026)       ||      କୃତ୍ରିମ ବୁଦ୍ଧିମତ୍ତାକୁ ନେଇ ଅନ୍ତର୍ଜାତୀୟ କର୍ମଶାଳାରେ ଭାଗନେଲେ ଯୁବୋଦୟ ର ୧୨ ଛାତ୍ର   (15-Feb-2026)       ||      ଵିଜୁ ପଟ୍ଟନାୟକ ମହିଳା ମହାବିଦ୍ୟାଳୟ ୩୩ତମ ବାର୍ଷିକ ଉତ୍ସଵ "ପରମ୍ପରା "   (15-Feb-2026)       ||      ବଲବସପୁର ଅଗ୍ନିଭୈରବ ନାଟ୍ୟକଳା ସଂଘ ର ଶପଥ ଗ୍ରହଣ ସମାରୋହ।   (15-Feb-2026)       ||      ଦିନଦ୍ୱିପହରରେ କୋର୍ଟକର୍ମଚାରୀଙ୍କ ସ୍କୁଟିଲୁଟ,୪୮ ଘଣ୍ଟାପରେ ବି ପୋଲିସ ହାତ ଖାଲି   (15-Feb-2026)       ||     

HOME   ଜିଲ୍ଲା

ମଣ୍ଡି ପୂର୍ବରୁ ବଂକିବାହାଲ ଆକାଶ ଜେନିଙ୍ଗ କପା ମିଲରେ ହଜାର ହଜାର କୁଇଣ୍ଟାଲ କପା ଭର୍ତ୍ତି

08-Dec-2025



 ପାଟଣାଗଡ଼(ପ୍ରେରଣା ଖବର): ବଂକିବାହାଲ ଆକାଶ ଜେନିଙ୍ଗ କପା ମିଲ ନାଁରେ ଆସିଛି ଗୁରୁତର ଅଭିଯୋଗ, ମଣ୍ଡି ପୂର୍ବରୁ ବଂକିବାହାଲ ଆକାଶ ଜେନିଙ୍ଗ କପା ମିଲରେ ହଜାର ହଜାର କୁଇଣ୍ଟାଲ କପା ଭର୍ତ୍ତି, ଚାଷୀଙ୍କ ନାଁରେ ଫଲ୍ସ ଏଣ୍ଟ୍ରି କରି କୋଟିକୋଟି ଟଙ୍କା ହଡ଼ପ କରିବା ନେଇ ଯୋଜନାର ସାଙ୍ଘାତିକ ଅଭିଯୋଗ ହୋଇଛି l ପାଟଣାଗଡ ଉପଜିଲ୍ଲାପାଳ ସୁନୀଲ କୁମାର ମେହେର ତଦନ୍ତ ନେଇ ଦୃଢ଼ କାର୍ଯ୍ୟନୁଷ୍ଠାନର ପ୍ରତିଶୃତି ଦେଇଛନ୍ତି l ବଲାଙ୍ଗୀର ଜିଲ୍ଲା ପାଟଣାଗଡ ଉପଖଣ୍ଡ ଯୋଗିମୁଣ୍ଡା RMC ରେ ବୁଧବାର ଦିନ ବଲାଙ୍ଗୀର ସାଂସଦ ଓ ପ୍ରଶାସନ ପକ୍ଷରୁ କପା ମଣ୍ଡିର ଉଦ୍ଘାଟନ ହୋଇଛି l ହେଲେ ଶୁଭାରମ୍ଭ ପୂର୍ବରୁ ବଂକିବାହାଲ ଆକାଶ ଜେନିଙ୍ଗ କପା ମିଲରେ ହଜାର ହଜାର କୁଇଣ୍ଟାଲ କପା ଗଛିତ ଥିବା ଜଣାପଡିଛି l ମଣ୍ଡି ପୂର୍ବରୁ ଏତେ କପା ଆସିଲା କେଉଁଠୁ ଏ ନେଇ ଉଠିଛି ସାଙ୍ଘାତିକ ପ୍ରଶ୍ନ, ଚାଷୀଙ୍କୁ ଶୋଷଣ କରି ଏହି ମିଲ କର୍ମଚାରୀ ଚାଷୀଙ୍କ ଠାରୁ କୁଇଣ୍ଟାଲ ପିଛା ୬୦୦୦ ରୁ ୬୫୦୦ ଟଙ୍କା ରେ କପା କିଣି  CCI ଠାରେ ଏଣ୍ଟ୍ରି କରାଇ କୋଟି କୋଟି ଟଙ୍କା ହଡ଼ପ କରିବା ଯୋଜନା କରୁଥିବା ନେଇ ସାଙ୍ଘାତିକ ଅଭିଯୋଗ ହେଉଛି l ମିଳିଥିବା ସୂଚନା ଅନୁଯାଇ ଏହି ମିଲ ମାଲିକ ସ୍ଥାନୀୟ ରାଜନେତାର ଚାତ୍ରଛାୟା ରେ ରହି ବିନ୍ଦାସ ଚାଷୀଙ୍କୁ ଶୋଷଣ କରୁଥିବା ଗୁରୁତର ଅଭିଯୋଗ

ହେଉଛି l ଚାଷୀଙ୍କ ଠାରୁ ବେଆଇନ ଭାବେ କମ ମୂଲ୍ୟରେ କପା କିଣି ରାଜ୍ୟସ୍ଥାନ, ଗୁଜରାଟ ଓ ହରିଆନା କୁ ପଠାଉଥିବା ଜଣାପଡିଛି l ତେଣୁ ପ୍ରଶାସନ ଏହାକୁ ଗୁରୁତର ସହ ନେଇ କିଭଳି ଚାଷୀ ହନ୍ତସନ୍ତ ନହୋଇ ଉଚିତ ମୂଲ୍ୟରେ କପା ବିକ୍ରି କରିପାରିବେ ସେନେଇ ଦୃଷ୍ଟି ଦେଇ ଏଭଳି ଅସାଧୁ ମିଲର୍ସ ଙ୍କ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ପାଇଁ ଚାଷୀ ମାନେ ଦୃଢ଼ ଦାବୀ କରିଛନ୍ତି l ତେଣୁ ପାଟଣାଗଡ ଉପଜିଲ୍ଲାପାଳ ଏନେଇ ଏହି ମିଲ ଉପରେ ତଦନ୍ତ କରି ଉଚିତ କାର୍ଯାନୁଷ୍ଠାନ ପାଇଁ ଦାବୀ କରିଛନ୍ତି ଅଞ୍ଚଳବାସୀ ଓ ଚାଷୀନେତା l


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଦୁଇଦିନିଆ ଜାତୀୟ ଆଲୋଚନାଚକ୍ର   16-Feb-2026
  ଜିଲ୍ଲା  
*୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*   16-Feb-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି   16-Feb-2026
  ଜିଲ୍ଲା  
‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’   16-Feb-2026
  ରାଜ୍ୟ  
ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ♦️ଗୋଟିଏ ଦିନରେ ୧ଲକ୍ଷ ଲିଟର ଦହି ଓ ୧୨ହଜାର ଲିଟର ଘିଅ ଅଧିକ ବିକ୍ରି   16-Feb-2026
  ଜିଲ୍ଲା  
*ଶ୍ରୀ ରାମେଶ୍ୱର ଶୈବ ପୀଠ ରେ ୩୭ ତମ ସାମୁହିକ ବ୍ରତୋପନୟନ ଉତ୍ସବ ପାଳିତ*-   16-Feb-2026
  ଜିଲ୍ଲା  
ଅଲ ଇଣ୍ଡିଆ ଭଲିବଲ୍‌ ଟୁର୍ନାମେଣ୍ଟ ରେ ଫାଇନାଲକୁ ଜବଲପୁର   16-Feb-2026
  ଜିଲ୍ଲା  
ବେଆଇନ ଗୋରୁ ଚଲାଣ ବେଳେ ମାଡି ବସିଲେ ବଜରଙ୍ଗ ଦଳ   16-Feb-2026
  ଜିଲ୍ଲା  
ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି   16-Feb-2026
  ଜିଲ୍ଲା  
ଶିବରାତ୍ରୀ ଅବସରରେ କେଲିଆ ଶୈବ ପୀଠ ରେ ହଜାର ହଜାର ଭକ୍ତଙ୍କ ଭିଡ଼   16-Feb-2026
  ଜିଲ୍ଲା  
ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ   15-Feb-2026
  ଜିଲ୍ଲା  
ସୀତାରାମ କଳା ଅନୁଷ୍ଠାନ ପକ୍ଷରୁ ମହାଶିବ ରାତ୍ରୀ ଉପଲକ୍ଷେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   15-Feb-2026

You Might Also Like