-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||     

HOME   ଜିଲ୍ଲା

ନର୍ଲା ନବୋଦୟ ବିଦ୍ୟାଳୟ ପୁରାତନ ଛାତ୍ରଛାତ୍ରୀ ସଂଗଠନର ସଭାପତି ହେଲେ ଲକ୍ଷ୍ମୀନାରାୟଣ ପଣ୍ଡା

08-Dec-2025



ନର୍ଲା (ଚିନ୍ତାମଣି ନାଏକ)
କଳାହାଣ୍ଡି ଜିଲ୍ଲା ନର୍ଲା ସ୍ଥିତ ଜବାହାର ନବୋଦୟ ବିଦ୍ୟାଳୟ ପରିସରରେ ଗତ କାଲି ପୁରାତନ ଛାତ୍ର ସଂଗଠନର ନିର୍ବାଚନ ହେବା ସହ ବାର୍ଷିକ ଉତ୍ସବ ପାଳନ ହୋଇଯାଇଛି। ଏହି ବିଦ୍ୟାଳୟରେ କଳାହାଣ୍ଡିର କୋଣ ଅନୁକୋଣରୁ ଆସି ୩୩ଟି ବ୍ଯାଚ୍ ର ୨୩୦୦ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ପାସ୍ ହୋଇ ଜିଲ୍ଲା ଓ ରାଜ୍ଯର ବିଭିନ୍ନ ସରକାରୀ ଓ ବେସରକାରୀ ସ୍ଥରରେ ଚାକିରୀ କରିବା ସହ ଚାଷ, ଖେଳ, ବିଜନେସ୍, ସେବା, ରାଜନିତୀ ଓ ବିଭିନ୍ନ କ୍ଷେତ୍ରରେ ନିଜକୁ ପ୍ରତିଷ୍ଠିତ କରିପାରିଛନ୍ତି। ଚଳିତ ବର୍ଷ ପୁରାତନ ଛାତ୍ର ସଂଗଠନର କାର୍ଯ୍ଯକାଳ ୨ବର୍ଷ ପୁରଣ ହେବାରୁ ନୂତନ ୧୫ଜଣିଆ କାର୍ଯ୍ଯକାରିଣୀ କମିଟି ନିର୍ବାଚନ ଓ ଗଠନ ହୋଇଥିଲା। ସର୍ବସମ୍ମତି କ୍ରମେ ଦ୍ୱିତୀୟ ବ୍ଯାଚ୍ ର ପୁରାତନ ଛାତ୍ର ଇଂ. ଲକ୍ଷ୍ମୀନାରାୟଣ ପଣ୍ଡାଙ୍କୁ ସଭାପତି ଭାବରେ ଚୟନ କରାଗଲା । ସେ ଜିଲ୍ଲାର ଜଣେ ଜଣାଶୁଣା ସମାଜସେବୀ ଏବଂ ଯୁବ ସଂଗଠକ ଭାବରେ ପରିଚିତ । ତେଣୁ ସମସ୍ତ ପୁରାତନ ଛାତ୍ରଛାତ୍ରୀମାନଙ୍କ ମଧ୍ଯରେ ଖୁସିର ଲହରୀ ଖେଳିଯାଇଛି। ବିମଲ ଦୀପ ଉପସଭାପତି, ଭବାନୀ ଶଙ୍କର ପଣ୍ଡା ସାଧାରଣ ସମ୍ପାଦକ, ଭବତୋଷ କୁମାର କର ଯୁଗ୍ମ ସମ୍ପାଦକ, ସଞ୍ଜୟ କୁମାର ରଣା କୋଷାଧ୍ୟକ୍ଷ, ସରୋଜ ନାଏକ ଯୁଗ୍ମ କୋଷାଧ୍ୟକ୍ଷ ଭାବରେ ଚୟନ ହୋଇଥିଲେ। ଏହି ନିର୍ବାଚନକୁ ମହେଶ କୁମାର ଭାଟି ଓ ଓମ୍ ପ୍ରକାଶ ବାଗ ଇଲେକ୍ସନ କମିଶନ ଭାବରେ ପରିଚାଳନା କରିଥିଲେ। ତାପରେ ପୁର୍ବତନ ଛାତ୍ର ଓ ବର୍ତ୍ତମାନ ଛାତ୍ରଙ୍କ ମଧ୍ଯରେ ଭଲିବଲ ମ୍ଯାଚ୍ ହୋଇଥିଲା । ସ୍କୁଲ ତରଫରୁ ସମସ୍ତଙ୍କ ପାଇଁ ଭୋଜନର ଆୟୋଜନ ହୋଇଥିଲା । ବିଦ୍ୟାଳୟର ଅଧ୍ଯକ୍ଷ ଶ୍ରୀ ଚିନ୍ତାମଣି ଦିୱେଦୀ, ଚଳିତ ସଭାପତି ଗୋଲକ ବିହାରୀ ଭୋଇ , ନିର୍ବାଚିତ ସଭାପତି ଲକ୍ଷ୍ମୀନାରାୟଣ ପଣ୍ଡା, ଚଳିତ ସାଧାରଣ ସମ୍ପାଦକ ପ୍ରଦୀପ ବଳିୟାର ସିଂ, ନିର୍ବାଚିତ ସମ୍ପାଦକ ଭବାନୀ ଶଙ୍କର ପଣ୍ଡା ପ୍ରମୁଖ ଦୀପ ପ୍ରଜ୍ବଳିତ କରି ସଭା ଆରମ୍ଭ କରିଥିଲେ। ସମସ୍ତ ମଞ୍ଚାସୀନ ବ୍ୟକ୍ତି ନିଜ ନିଜ ଅଭିଭାଷଣ ରଖିଥିଲେ। ୧୪ ନଂ ବ୍ଯାଚ୍ ର ଏହି ବର୍ଷ ସିଲ୍ଭର ଜୁବୁଲି ମନେଇବା ସହ ବର୍ତ୍ତମାନ ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରିଥିଲେ।ତାପରେ ପୁର୍ବତନ ଓ ବର୍ତ୍ତମାନ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସାସ୍କୃତିକ କାର୍ଯ୍ୟକ୍ରମ ହୋଇଯାଇଅଛି। ଦୀର୍ଘ ବର୍ଷ ଧରି ନର୍ଲାରୁୁ ନବୋଦୟ ବିଦ୍ୟାଳୟ ରାସ୍ତା ଅତି ଶୋଚନୀୟ ହୋଇ ପଡ଼ିଥିବା ଯୋଗୁଁ ନିର୍ବାଚିତ ସଭାପତି ଦୁଃଖ ପ୍ରକାଶ କରିବା ସହ ଏହା ଉପରେ ଏକ କମିଟି ଯାଇ ଜିଲ୍ଲାପାଳଙ୍କ ସହ କଥାବାର୍ତ୍ତା ହେବେ ଏବଂ ପୁରାତନ ଓ ବର୍ତ୍ତମାନ ଛାତ୍ରଛାତ୍ରୀମାନଙ୍କ ଉନ୍ନତି ଏବଂ ଜିଲ୍ଲାର ବିକାଶ ପାଇଁ ନୂତନ କମିଟି କାମ କରିବ ବୋଲି କହିଛନ୍ତି। କାର୍ତ୍ତିକ ସୁନା, ସରୋଜ ନାଏକ, ଜଗମୋହନ ପାଢ଼ୀ ମଞ୍ଚ ପରିଚାଳନା କରିବା ସହ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026

You Might Also Like