-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||     

HOME   ଜିଲ୍ଲା

*ଶ୍ରୀ ଅରବିନ୍ଦ ନବଚେତନା ପାଠଚକ୍ରର ୧୬ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ*-

08-Dec-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ପାଇକବାହାଲ ସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ଠାରେ ଶ୍ରୀ ଅରବିନ୍ଦ ନବଚେତନା ପାଠଚକ୍ର, ନାରାୟଣପୁର ର ୧୬ଶ ତମ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲାପାଳ ଡ. ନୃପରାଜ ସାହୁ ଯୋଗ ଦେଇ ପ୍ରଥମେ ଶ୍ରୀ ମା ଓ ଶ୍ରୀ ଅରବିନ୍ଦ ଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ସହ ଧୂପ ଦ୍ଵୀପ ପ୍ରଜ୍ବଳନ କରିଥିଲେ । ଡ଼. ସାହୁ ତାଙ୍କ ବକ୍ତବ୍ୟରେ ଧ୍ୟାନ,ଯୋଗ, ସାଧନ ମାଧ୍ୟମରେ ଓ ଶ୍ରୀ ଅରବିନ୍ଦଙ୍କ ଦର୍ଶନ କୁ ପାଥେୟ କରି ଚାଲିଲେ ପରିବର୍ତ୍ତନ ନିଶ୍ଚିତ ବୋଲି କହି "ଏଇ ଜୀବନ କୁ, ଏଇ ଦେହ କୁ, ଏଇ ପୃଥିବୀ କୁ ପାଥେୟ କରି ଆମେ ସ୍ବର୍ଗ ରାଜ୍ଯ ପ୍ରତିଷ୍ଠା କରି ପାରିବା" ବୋଲି କହିଥିଲେ l ଓ ବିପର୍ଯ୍ୟସ୍ତ ଅବସ୍ଥା ରେ ଥିବା କାଲିଫର୍ଣ୍ଣିଆ ଦେଶ ଦିନେ ଧ୍ୟାନ ଓ ଯୋଗ ସାଧନ ମାଧ୍ୟମ ରେ ପୂର୍ବବସ୍ଥା ଫେରି ପାଇଥିଲା ବୋଲି ଜିଲ୍ଲାପାଳ  କହିଥିଲେ l ସମ୍ମାନିତ ଅତିଥି ଭାବରେ ପ୍ରଫେସର ଅରୁଣ ତ୍ରିପାଠୀ, ବ୍ରଜ ମୋହନ ବେହେରା, ମନୋଜ ଭାଇ, ଧର୍ମଗଡ ରୁ ଆସିଥିବା ମାଳବିକା ଅପା, ମଦନ ମୋହନ ଦାନୀ ଯୋଗ ଦେଇଥିଲେ । ଏହି ଅବସରରେ ଶ୍ରୀ ଅରବିନ୍ଦ ପାଠଚକ୍ର ଓ ସାଧନା ବିଷୟରେ ଆଲୋଚନା ହୋଇଥିଲା । ସ୍କୁଲ ର ପ୍ରିନ୍ସିପାଲ୍ ଇତିମୟୀ ସାହୁ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ସମସ୍ତ କାର୍ଯ୍ୟ ଅନୁଷ୍ଠିତ ହୋଇଥଲା ବେଳେ ସୋନପୁରର କାର୍ଯ୍ୟକର୍ତ୍ତା ଇନ୍ଦ୍ରମଣି ଦାଶ, ହରି ନାରାୟଣ ତ୍ରିପାଠୀ, ଲକ୍ଷ୍ମୀ ନାରାୟଣ ମହାନ୍ତି, ଲକ୍ଷ୍ମଣ ଦାଶ ପ୍ରମୁଖ ଯୋଗ ଦେଇଥିଲେ । ସ୍କୁଲର କୁନି କୁନି ଛୁଆ ମାନେ, ଶିକ୍ଷକ, ସ୍ଥାନୀୟ ଜନସାଧାରଣ ତଥା ପରିଚାଳନା କମିଟିର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026

You Might Also Like