-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||     

HOME   ଜିଲ୍ଲା

ଗୋବର୍ଦ୍ଧନ ପୀଠ ରେ ବ୍ଲକ ସ୍ତରୀୟ ଜଙ୍ଗଲ ଅଧିକାର କମିଟି ମାନଙ୍କ ଏକ ସମୂହ ବୈଠକ

08-Dec-2025



ଲୋଇସିଂହା, (ବିନୋଦ ଦୀପ) ଲୋଇସିଂହା ବ୍ଲକ ଠାକୁରପାଲି ଗିରି ଗୋବର୍ଦ୍ଧନ ପୀଠ ରେ ବ୍ଲକସ୍ତରୀୟ ଜଙ୍ଗଲ ଅଧିକାର କମିଟି ମାନଙ୍କ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି l ବଲାଙ୍ଗୀର ଜିଲ୍ଲା ଜଙ୍ଗଲ ସୁରକ୍ଷା ଫୋରମର ଆବାହକ କୁଳମଣି ସାହୁଙ୍କ ଆବାହକତ୍ୱରେ ଆୟୋଜିତ ଏହି ବୈଠକରେ ରତାଖଣ୍ଡି, ତାଲଜୁରି, ବାନିପାଲି, ଉତ୍ସବପାଲି, ଫଲସାମାଲ, ସାନଝାଙ୍କରପାଲି, ଉପରବାହାଲ, ଜାମଜୁରି, ଠାକୁରପାଲି, ସିଂହାଣୀମୁଣ୍ଡା, ତବଲବାଞ୍ଜି, ପଥରଖଣ୍ଡି, ଉପରଉଡାର, ବବଜା  ପ୍ରଭୃତି ଗ୍ରାମର ଜଙ୍ଗଲ ଅଧିକାର କମିଟିର ସଦସ୍ୟ ମାନେ ଉପସ୍ଥିତ ଥିଲେ l ଅନୁସୂଚିତ ଜନଜାତି ଓ ପାରମ୍ପରିକ ବନବାସୀଙ୍କୁ ସେମାନଙ୍କ ବ୍ୟକ୍ତିଗତ, ଗୋଷ୍ଠିଗତ ତଥା ଗୋଷ୍ଠୀ ଜଙ୍ଗଲ ସମ୍ବଳ ଅଧିକାର ପ୍ରଦାନ ଦିଗରେ ସରକାରୀ ସ୍ତରରେ ଅହେତୁକ ବିଳମ୍ବ ଯୋଗୁଁ ବୈଠକରେ ଉଦବେଗ ପ୍ରକାଶ ପାଇଥିଲା l ବ୍ୟକ୍ତିଗତ ତଥା ଗୋଷ୍ଠିଗତ ପଟ୍ଟା ପ୍ରଦାନ ଦିଗରେ ଟାଳଟୁଳ ନୀତି ଅବଲମ୍ବନ କରାଯାଉଥିବା ଯୋଗୁଁ ଆଗାମୀ ଦିନରେ ଆନ୍ଦୋଳନାତ୍ମକ ପନ୍ଥା ଅବଲମ୍ବନ କରାଯିବ ବୋଲି ବୈଠକରେ ଚେତାବନୀ ଦିଆଯାଇଥିଲା l ଏଥିସହିତ ବ୍ୟକ୍ତିଗତ ତଥା ଗୋଷ୍ଠିଗତ ପଟ୍ଟା ପ୍ରଦାନ  ତଥା "ମୋ ଜଙ୍ଗଲ ଜମି ଯୋଜନା" ଆଇନକୁ ସୁଚାରୁ ରୂପେ କାର୍ଯ୍ୟକାରୀ କରିବା ସକାଶେ ସୋମବାର ଲୋଇସିଂହା ଠାରେ ଆୟୋଜିତ ହେବାକୁ ଥିବା ବଲାଙ୍ଗୀର ଜିଲ୍ଲାପାଳଙ୍କ ଜନଶୁଣାଣୀ ବୈଠକରେ ଜିଲ୍ଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରିବାକୁ ବୈଠକରେ ସହମତି ପ୍ରକାଶ ପାଇଥିଲା l ପ୍ରାରମ୍ଭରେ ବ୍ଲକସ୍ତରୀୟ ଜଙ୍ଗଲ ଅଧିକାର କମିଟିର ସମ୍ପାଦକ ଚୈତନ୍ୟ ବାଗ ସମସ୍ତଙ୍କୁ ସ୍ଵାଗତ ଜଣାଇଥିଲେ l ଶେଷରେ ମୋତିରାମ ବରିହା ଧନ୍ୟବାଦ୍ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026

You Might Also Like