-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||     

HOME   ଜିଲ୍ଲା

*ଦୁଷ୍କର୍ମ ଅଭିଯୁକ୍ତ ନିର୍ଦୋଷ ରେ ଖଲାସ*

10-Dec-2025



ନବରଙ୍ଗପୁର (ପ୍ରିୟଦର୍ଶିନୀ ପାତ୍ର)
ନବରଙ୍ଗପୁର ସ୍ୱତନ୍ତ୍ର ପୋକସୋ କୋର୍ଟର ମାନ୍ୟବର ବିଚାରପତି ଶ୍ରୀ ବାସୁଦେବ ଆଚାର୍ଯ୍ୟ ଏକ ଦୁଷ୍କର୍ମ ଘଟଣାର ବିଚାରଣା କରି ସାକ୍ଷ୍ୟ ପ୍ରମାଣ ଅଭାବରୁ ସମସ୍ତ ୫ ଜଣ ଅଭିଯୁକ୍ତ ଅମୀର ହରିଜନ, ଅମ୍ବିକା ହରିଜନ, ଚନ୍ଦ୍ର ହରିଜନ, ଭବାନୀ ହରିଜନ ଓ ସାଗର ହରିଜନ କୁ  ନିର୍ଦୋଷରେ ଖଲାସ କରିଛନ୍ତି । ସୂଚନା ଅନୁଯାୟୀ,ନବରଙ୍ଗପୁର ଥାନା  ଅନ୍ତର୍ଗତ ପଖନାଗୁଡ଼ା ଗ୍ରାମର ପୀଡିତା ଗତ ୦୪/୦୭/୨୦୧୭ ତାରିଖ ଦିନ ନବରଙ୍ଗପୁର ଥାନାରେ କେସ ନମ୍ବର ୧୮୯/୧୭ପ୍ରକାରେ ଏକ ଲିଖିତ ଅଭିଯୋଗ କରିଥିଲେ ଯେ ତାଙ୍କୁ ଖାତିଗୁଡା ଥାନା ଅନ୍ତର୍ଗତ ଉଷୁରିପଦର ଗ୍ରାମର ଅମୀର ହରିଜନ ବିବାହ କରି ଘରେ ନେଇ ସ୍ତ୍ରୀ କରି ରଖିବି ବୋଲି ପ୍ରତିଶୃତି ଦେଇ ଶାରୀରିକ ସମ୍ପର୍କ ରଖି ତିନି ମାସର ଗର୍ଭବତୀ କରିଛି l  ପୋଲିସ ଘଟଣା ର ତଦନ୍ତ କରି ସମସ୍ତ ଅଭିଯୁକ୍ତ ଅମୀର ହରିଜନ, ଅମ୍ବିକା ହରିଜନ,ଚନ୍ଦ୍ର ହରିଜନ,ଭବାନୀ ହରିଜନ ଓ ସାଗର ହରିଜନ କୁ କୋର୍ଟ ଚାଲାଣ କରିବା ସହ ଅମୀର ହରିଜନ ଙ୍କ ନାମରେ ଭାରତୀୟ ପିଙ୍ଗଳ କୋର୍ଡ ର ଧାରା 376(2) (n)/294,506,34 ଓ ସ୍ୱତନ୍ତ୍ର ପୋକସୋ ଆଇନ 2012 ର ଧାରା 6 ସହ ଅନ୍ୟ ଅଭିଯୁକ୍ତ ମାନଙ୍କ ନାମରେ ଭାରତୀୟ ପିଙ୍ଗଳ କୋର୍ଡ ର ଧାରା 294,506 ଓ 34 ପ୍ରକାରେ ମାମଲା ରୁଜୁ କରିଥିଲେ ଯାହାର କୋର୍ଟ କେସ ନମ୍ବର ଥିଲା TR-100/20 l ସମସ୍ତ 21 ଜଣ ସାକ୍ଷ୍ୟ ପ୍ରମାଣ କୁ ଭିତ୍ତି କରି ମାନ୍ୟବର ବିଚାରପତି ଶ୍ରୀ ବାସୁଦେବ ଆଚାର୍ଯ୍ୟ ଅଭିଯୁକ୍ତ ଅମୀର ହରିଜନ,ଅମ୍ବିକା ହରିଜନ, ଚନ୍ଦ୍ର ହରିଜନ, ଭବାନୀ ହରିଜନ ଓ ସାଗର ହରିଜନ କୁ ନିର୍ଦୋଷ ରେ ଖଲାସ କରିଛନ୍ତି l ଅଭିଯୁକ୍ତଙ୍କ ପକ୍ଷରୁ ମାମଲା କୁ ବରିଷ୍ଠ ଆଇନଜୀବି ନରସିଂହ ତ୍ରିପାଠୀ ମାମଲା କୁ ପରିଚାଳନା କରୁଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026

You Might Also Like