-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||     

HOME   ଜିଲ୍ଲା

*ଡାବୁଗାଁ ଠାରେ ଜିଲ୍ଲା ଭିତ୍ତିକ ନିଯୁକ୍ତି ଦାବିରେ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ*

10-Dec-2025



ନବରଙ୍ଗପୁର (ପ୍ରିୟଦର୍ଶିନୀ ପାତ୍ର)
ଡାବୁଗାଁ ସଦର ମହକୁମା ସ୍ଥିତ ପ୍ରାର୍ଥପ୍ରାନ୍ତ କେନ୍ଦ୍ର ଠାରେ ବ୍ଲକର ୧୨ ଗୋଟି ପଞ୍ଚାୟତ ର ଶିକ୍ଷିତ ବେକାରୀ ଯୁବକ ଯୁବତୀ ତଥା ଜିଲ୍ଲା ଭିତ୍ତିକ ସଙ୍ଗ ପକ୍ଷ ରୁ ଏକ ସାମ୍ବାଦିକ ସମ୍ମିଳନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ସମ୍ଭିଲୋନୀ ରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଗତ ବର୍ଷ ତଥା ୨୦୨୪ରେ ନବରଙ୍ଗପୁର ଜିଲ୍ଲା ଲୋକପର୍ବ "ମଣ୍ଡେଇ" ଠାରେ ଆସି ଜିଲ୍ଲା ଭିତ୍ତିକ ସମସ୍ତ ଶିକ୍ଷିତ ଯୁବକ ଯୁବତୀ ମାନକୁ ଚାକିରୀ ପ୍ରଦାନ କରାଯିବ ବୋଲି ନିଜ ଅଭିଭାଷଣ ରେ କହିଥିଲେ । ହେଲେ ଏକ ବର୍ଷ ପୂର୍ତ୍ତି ହେବାକୁ ଯାଉଛି ଆଉ ଚଳିତ ମାସ ୧୨ତାରିଖରେ ଲୋକପର୍ବ "ମଣ୍ଡେଇ"ନବରଙ୍ଗପୁର ରେ ପାଳନ ହେବ କିନ୍ତୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ନିଜ ଅଭିଭାଷଣ ଦେଇଥିବା କାର୍ଯ୍ୟ ସମ୍ପାଦନ କରିପାରିଲେ ନାହିଁ ବୋଲି ରୋକଠୋକ ଜିଲ୍ଲା ଭିତ୍ତିକ ଯୁବକ ଯୁବତୀ ମାନେ ଅଭିଯୋଗ କରିଛନ୍ତି। ଏବଂ ଆଗାମୀ ୧୪ତାରିଖ ରେ ମଣ୍ଡେଇ ପଡିଆ ଠାରେ ନବରଙ୍ଗପୁର ଜିଲ୍ଲାର ସମସ୍ତ ଯୁବକ ଯୁବତୀ ଯାଇ ପ୍ରତିବାଦ କରିବେ ବଳି ସ୍ଥିର କରାଯାଇଥବା ଆଜିର ସାମ୍ବାଦିକ ସମ୍ମିଳନୀ ରେ ଯୁବକ ମାନେ କହୁଛନ୍ତି। ଆଜି ଏହି ସମ୍ମିଳନୀ ସମୟରେ ଉପସ୍ଥିତି ଥିଲେ ରାଜେଶ ଜାନିଅନିକେଶ୍ୱର ଶବର ସହ 50 ରୁ ଉର୍ଦ୍ଧ ଯୁବକ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026

You Might Also Like