-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଖେଳ

ଅନ୍ତର୍ଜାତୀୟ ପ୍ରତିଯୋଗିତା, ଓଡିଶା ମାଷ୍ଟର୍ସ ୨୦୨୫

10-Dec-2025



ମହିଳା ବିଭାଗ  ପ୍ରି କ୍ୱାର୍ଟର ରେ ରେ ଉନ୍ନତି ହୁଡ଼ା, ଅନମୋଲ ଖର୍ବ, ତନଭି ଶର୍ମା ଓ ଅଦିତି ଭଟ୍ଟ

ଭୁବନେଶ୍ୱର(ପ୍ରେରଣା ଖବର): ସ୍ଥାନୀୟ ଜବାହର ଲାଲ ନେହେରୁ ଇଣ୍ଡୋର ଷ୍ଟେଡ଼ିଅମ ଠାରେ ଅନ୍ତର୍ଜାତୀୟ ବେଡ଼ମୀଣ୍ଟନ ପ୍ରତିଯୋଗିତା "ଓଡିଶା ମାଷ୍ଟର୍ସ ୨୦୨୫" ର  ମହିଳା ସିଙ୍ଗଲସ, ପୁରୁଷ ସିଙ୍ଗଲସ, ମହିଳା ଡବଲସ, ପୁରୁଷ ଡବଲସ ଏବଂଡ ମିକ୍ସଡ଼ ଡବଲସ ଏ ସମସ୍ତ ବିଭାଗର ୭୬ ଟି ମେଚ ଖେଳ ହୋଇଯାଇଅଛି l
ଦ୍ଵିତୀୟ ଦିନ ର ଏହି ଆନ୍ତର୍ଜାତୀୟ ପ୍ରତିଯୋଗୀତା ରେ ମୁଖ୍ୟ ଅତିଥି ଭାବେ ରାଜ୍ୟସରକାରଙ୍କ କ୍ରୀଡା ଓ ଯୁବସେବା, ଓଡ଼ିଆ ଭାଷା, ସାହିତ୍ୟ ଏବଂ ସଂସ୍କୃତି ବିଭାଗ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ଯୋଗ ଦେଇ ଖେଳାଳୀ,ଆୟୋଜକ, ଏବଂ ଦର୍ଶକ ମାନଙ୍କୁ ଶୁଭେଚ୍ଛା ବର୍ତl ଦେଇଥିଲେ l 

ପୁରୁଷ ପ୍ରି-କ୍ୱାର୍ଟର ରେ ଥରୁନ ମାନେପଲ୍ଲୀ, କିରଣ ଜର୍ଜ, ସତୀଶ କୁମାର ଓ ପ୍ରିୟାଂଶୁ ରାଜୱତ

 ଏହି ଅବସରରେ କଟକ ସଦର ବିଧାୟକ  ପ୍ରକାଶ ସେଠୀ, କ୍ରୀଡା ନିର୍ଦ୍ଦେଶକ ଡ଼. ବିଜୟ ୟେଦୁଲ୍ଲା,କଟକ ଜିଲ୍ଲାପାଳ ଶ୍ରୀ ଦତ୍ତlତ୍ରେୟ ଭାଉ ସାହେବ ସିନ୍ଧେ, କଟକ ମହାନଗର ନିଗମ ଅଧ୍ୟକ୍ଷା କିରଣ ଦୀପ କୌର ସହଟା, ସିନେମା ଅଭିନେତା ଶ୍ରୀତମ ଦାସ, ପ୍ରତିଯୋଗୀତା ର ଡାଇରେକଟର ବେଣୁଗୋପାଳ ମହାଲିଙ୍ଗମ ପ୍ରମୁଖ ଅତିଥି ଭାବେ ଉପସ୍ଥିତ ରହିଥିଲେ l
ଦ୍ଵିତୀୟ ଦିନରେ ଖେଳାଯାଇ ଥିବା ମହିଳା ସିଙ୍ଗଲ ପୁରୁଷ ସିଙ୍ଗଲ ବିଭାଗ ରେ ଭାରତୀୟ ଖେଳାଳୀ ମାନେ ଉତ୍ତମ ପ୍ରଦର୍ଶନ ସହ ପ୍ରି କ୍ୱାର୍ଟର ପର୍ଯ୍ୟାୟ ରେ ପହଂଚିଛନ୍ତି ମହିଳା ବିଭାଗ ର ରାଉଣ୍ଡ ୩୨ରେ ଟପସିଡ ଭାରତୀୟ ଖେଳାଳୀ ଉନ୍ନତି ହୁଡ଼ା, ଯୁନାଇଟେଡ଼ ଆରବ ଏମିରେଟ୍ସ ର ପ୍ରକ୍ରିତି ଭାରତଙ୍କୁ ୨୧-୧୨,୨୧-୧୮ ରେ ପରାଜିତ କରି ପ୍ରି କ୍ଵାଟର ରେ ପହଂଚି ଛନ୍ତି l ମହିଳା ପ୍ରି କ୍ୱାର୍ଟର ରେ ପହଞ୍ଚି ଥିବା ଅନ୍ୟ ଖେଳାଳୀ ମାନେ ହେଲେ ତୃତୀୟ ସିଡ ତନଭି ଶର୍ମା, ଷଷ୍ଠ ସିଡ ଅନମୋଲ ଖର୍ବ ଏବଂ ଅଣ ସିଡେଡ଼ ତାନ୍ୟା ହେମନ୍ଥ l
ପୁରୁଷ ବିଭାଗ ସିଙ୍ଗଲରେ ମଧ୍ୟ ଟପ ସିଡ ଥରୁନ ମାନେପଲ୍ଲୀ ନିଜ ଦେଶ ଖେଳାଳୀ ମାନବ ଚୌଧୁରୀଙ୍କୁ ୨୧-୫,୨୧-୮ ର ସହଜ ବିଜୟ ସହ ପ୍ରି କ୍ୱାର୍ଟର ରେ ପହଂଚିଛନ୍ତି l ପ୍ରି କ୍ୱାର୍ଟର ପର୍ଯାୟ ରେ ପହଂଚି ସାରିଥିବା ଅନ୍ୟ ଖେଳାଳୀ ମାନେ ହେଲେ ଗତ ସିଜନ ର ସିଙ୍ଗଲ ଚାମ୍ପିୟନ ସତୀଶ କୁମାର, ଦ୍ଵିତୀୟ ସିଡ କିରଣ ଜର୍ଜ ଏବଂ ପ୍ରିୟାଂଶୁ ରାଜୱତ l
ମିକ୍ସଡ଼ ଡବଲସ ବିଭାଗ ରେ ଅନୁଷ୍ଠିତ ରାଉଣ୍ଡ ୩୨ମେଚ ରେ ଟପ ସିଡ ଇଣ୍ଡୋନେସିଆ ର  ଏମ. ଫାଜା ଓ ଏ. ପ୍ରଣତାଙ୍କ

ଯୋଡି ମାଲେସିଆ ଯୋଡି ୱେଇ ୟୀ ହେର୍ନ ଓ ଭାନୀ ଗୋବି ଯୋଡିଙ୍କୁ ୨୧-୧୮,୨୧-୧୧ ର ଦୁଇଟି ଗେମ ରେ ପରାଜିତ କରି କ୍ୱାର୍ଟର ଫାଇନାଲ ରେ ପହଂଚିଛନ୍ତି l କ୍ୱାର୍ଟର ଫାଇନାଲ ପହଂଚି ଥିବା ଅନ୍ୟ ଯୋଡି ମାନେ ହେଲେ ଇଣ୍ଡୋନେସିଆ ଯୋଡି ବି. ପ୍ରସେତ୍ୱ ଓ ଏ. ମୁଂଗରଣ, ଭାରତୀୟ ଯୋଡି ଆର୍ଯ୍ୟନ ସପିଆ ଓ ଅଶ୍ୱିନୀ ପୋନ୍ନାପ୍ପା ଏବଂ ଡି. ଭେଲ ମୁରୁଗାନ ଓ ପି. ନଟରlଜନଙ୍କ ଯୋଡି l
ଭାରତୀୟ ବେଡ଼ମୀଣ୍ଟନ ସଂଘ ଓଡିଶା ସରକାର ଏବଂ ଓଡିଶା ରାଜ୍ୟ ବେଡ଼ମୀଣ୍ଟନ ସଙ୍ଘ ର ମିଳିତ ସହଯୋଗ ରେ ଚାଲିଥିବା ଏହି ଆନ୍ତର୍ଜାତୀୟ ପ୍ରତିଯୋଗିତାର ସମାପନ ଆଗାମୀ 14 ତାରିଖ ରେ ଅନୁଷ୍ଠିତ ହେବ ବୋଲି ପ୍ରତିଯୋଗିତା ଆୟୋଜନ କମିଟୀ ସମ୍ପାଦକ ନିଲିନ କୁମାର ଜଣାଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like