-+91-9937148622 |

prerana_bgr@rediffmail.com |

  Friday 23rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||     

HOME   ଜିଲ୍ଲା

ଡୁଙ୍ଗୁରିପାଲି ଗ୍ରାମ ର ମା ପାଟଣେଶ୍ୱରୀ ସ୍ଵୟଂ ସହାୟକ ଗୋଷ୍ଠୀର ଧାନ ମଣ୍ଡି ଉଦଘାଟନ      

11-Dec-2025



ଆଗଲପୁର(ବିନୋଦ ଦୀପ):  ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ କୁଟ।ସିଂହ। ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡୁଙ୍ଗୁରିପାଲି ଗ୍ରାମରେ ମା ପାଟଣେଶ୍ଵରି ଏସ ଏଚ ଜି ତରଫରୁ ଧାନ ମଣ୍ଡି ଉଦ୍ଘ।ଟିତ ହୋଇ ଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଓଡ଼ିଶା ପରିବାର ଓ ସ୍ବାସ୍ଥ୍ୟ କଲ୍ୟାଣ,ସଂସଦୀୟ ବ୍ୟାପାର ଓ ଇଲୋକ୍ଟଟ୍ରନିକଓ ସୂଚନା  ବିଭାଗ  ମନ୍ତ୍ରୀ ଡ ମୁକେଶ ମହଲିଂଗ ଯୋଗ ଦେଇ ଥିବା ବେଳେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ପବିତ୍ର ବେହେରା , ବି ଡି ଓ କୁଲଦୀପ ମହାନ୍ତି , ଜିଲ୍ଲା ଯୋଗାଣ ଅଧିକାରୀ ରଞ୍ଜନ ପଣ୍ଡା , ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସୁଷମା ମହାପାତ୍ର ,ଜିଲ୍ଲା ମିଶନ ଶକ୍ତି ଅଧିକାରୀ ଅନିଲ ଦାହାଙ୍ଗ। , ବ୍ଲକ ମିଶନ ଶକ୍ତି ଅଧିକାରୀ ସୁବାସ ଚନ୍ଦ୍ର ବିଶି ମଞ୍ଚାସିନ ଥିଲେ ।  ଏହା ସହିତ ଆଜି ଠାରୁ ଡୁଙ୍ଗୁରିପ।ଲି ମଣ୍ଡି ରେ ଧାନ କ୍ରୟ କରାଯିବ ବୋଲି ମନ୍ତ୍ରୀ ମୁକେଶ ମହଲିଂଗ ପ୍ରକାଶ କରିଥିଲେ । ଏଥିରେ ଏସ ଏଚ ଜି ଗ୍ରୁପ୍ ର ସଭାପତି ସୁନୀତା ଖମାରୀ , ଓ ସମ୍ପାଦିକା ଅଞ୍ଜଳି ଖଣ୍ଡ ଗିରି ସହିତ ଗ୍ରୁପ ର ଅନ୍ୟାନ୍ୟ ମହିଳା ମାନେ ଉପସ୍ଥିତ ଥିଲେ ଓ ଜିଲ୍ଲା ତଥା ବ୍ଲକ ର ଅନ୍ୟାନ୍ୟ କର୍ମଚାରି ଉପସ୍ଥିତ ଥିଲେ । ଏଠାରେ ସୂଚନା ଯୋଗ୍ୟ ଯେ ପୂର୍ବରୁ ୬ କିଲୋମିଟର ଦୂର ଗାଁ ମୂର୍ସୁନ୍ଧି ଗ୍ରାମ ର ସେବା ସମବାୟ ଲି କୁ ଯିବାକୁ ପଡୁଥିଲା। ଏହି ଅବସରରେ ମନ୍ତ୍ରୀଙ୍କ ଆଗଲପୁର ବ୍ଲକ୍ ପ୍ରତିନିଧି ପିତାମ୍ବର କଣ୍ଟା ଉପସ୍ଥିତ ରହି ବର୍ତ୍ତମାନ ଡୁଙ୍ଗୁରିପାଲି ଗ୍ରାମ ବିକାଶ ପଥରେ ଆଉ ଏକ ପାଦ ଆଗକୁ ବଢିଛି ବୋଲି ଜଣାଇ ଏ ଅଞ୍ଚଳ ଚାଷୀ ଭାଈ ମାନଙ୍କ ତରଫରୁ ମନ୍ତ୍ରୀଙ୍କୁ ଧନ୍ୟବାଦ୍ ଜଣାଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026

You Might Also Like