-+91-9937148622 |

prerana_bgr@rediffmail.com |

  Sunday 31st May 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଲିଯାତ୍ରା ତଳ ପଡିଆରେ ପ୍ରେମୀ ଯୁଗଳଙ୍କ ଭିଡ ପଡ଼ିଆରେ ଯୁବତୀଙ୍କୁ ଅସଦାଚରଣ ଉଦ୍ୟମ   (31-May-2026)       ||      ଯୁବୋଦୟ ଭିକ୍ଟର ୨୦୨୬♦️ +୨ବିଜ୍ଞାନରେ ୯୦ ପ୍ରତିଶତ ରୁ ଉର୍ଦ୍ଧ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (30-May-2026)       ||      ପ୍ରେମ ପାଇଁ ଯୁବକ ଉପରେ ଚଢ଼ାଇ ଦେଲେ ଥାର ଗାଡି|   (30-May-2026)       ||      ନିର୍ମାଣ ସଂସ୍ଥା ବସ ଧକ୍କାରେ ଯୁବତୀ ମୃତ   (30-May-2026)       ||      ମୈଦଳପୁରରେ ସ୍ୱତନ୍ତ୍ର ସଘନ ସଂଶୋଧନ ବୈଠକ କାର୍ଯ୍ୟକ୍ରମ ଅନୁଷ୍ଠିତ   (30-May-2026)       ||      ନର୍ଲା ପି,ଏସ,ଡିଗ୍ରୀ କଲେଜ ଇଂରାଜୀ ଅଧ୍ୟାପିକା ବାସନ୍ତୀ ସାହୁ ଓ ବରିଷ୍ଟ କିରାଣୀ ସନ୍ତୋଷ ନାଏକଙ୍କୁ ଭାବବିହୋଲ ବିଦାୟକାଳୀନ ସମ୍ବର୍ଦ୍ଧନା   (30-May-2026)       ||      ଉତ୍କଳ ମହିଳା ବିକାଶ ପରିଷଦ”ର ରୌପ୍ୟ ଜୟନ୍ତୀ ପାଳିତ    (30-May-2026)       ||      ବିନା ସୂଚନା ଫଳକ ରେ ଚାଲିଛି ପ୍ରଧାନମନ୍ତ୍ରୀ ସଡ଼କ ଯୋଜନା କାମ   (30-May-2026)       ||      ଓଡିଶା ହାଇକୋର୍ଟରେ ଜଷ୍ଟିସ ରାଧାଚରଣ ପଟ୍ଟନାୟକଙ୍କ ୩୪ତମ ପୂଣ୍ୟ ତିଥିରେ ଶ୍ରଦ୍ଧାଞ୍ଜଳି ଅର୍ପଣ   (30-May-2026)       ||      ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   (30-May-2026)       ||      କଲ୍ୟାଣୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଆମ୍ବୁଲାନ୍ସ ସେବାର ଲୋକାର୍ପଣ   (30-May-2026)       ||      ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ! ଘଟଣା ଦିନ ରାଜ୍ୟ ବାହାରେ ଥାଇ ଵି ସେହି ଘଟଣାରେ ସାମ୍ବାଦିକଙ୍କୁ ଦୋଷୀ କରାଗଲା ♦️ ନିର୍ଦ୍ଦୋଷକୁ ଗିରଫ ନେଇ ସାମ୍ୱାଦିକ ସଂଘର କ୍ଷୋଭ   (30-May-2026)       ||      ନର୍ଲା ଡିଗ୍ରୀ କଲେଜ ଅଧ୍ୟାପିକା ବାସନ୍ତୀ ସାହୁ ବରିଷ୍ଟ କିରାଣୀ ସନ୍ତୋଷ ନାଏକ ଙ୍କୁ ବିଦାୟାଳୀନ ସମର୍ଦ୍ଧନା   (30-May-2026)       ||      ରତାଖଣ୍ଡି-ଆଟଗାଁ ରାସ୍ତାର ତେଲନଦୀରେ ନିର୍ମାଣହେବ ଉଚ୍ଚକ୍ଷମତାସମ୍ପନ୍ନ ପୋଲ   (30-May-2026)       ||      ବୁଥ୍‌ ସ୍ତରୀୟ ଅଧିକାରୀ ମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (29-May-2026)       ||      ବୁଥ୍‌ ସ୍ତରୀୟ ଅଧିକାରୀ ମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (29-May-2026)       ||      ବରପାଲି ସାମ୍ୱାଦିକ ସଂଘ ପକ୍ଷରୁ କର୍କଟ ରୋଗର ସଚେତନତା ଶିବିର ଅନୁଷ୍ଠିତ,   (29-May-2026)       ||      ବିନାସୂଚନା ଫଳକ ରେ ଚାଲିଛି ଚେକଡେମ କାମ    (29-May-2026)       ||      ଖାଦ୍ୟ ନ ପାଇ କଟକ ନୂଆବଜ଼ାର କୁଷ୍ଠ ରୋଗୀ ଧାରଣାରେ ବସିଲେ ।   (29-May-2026)       ||      *ସ୍ୱାମୀ ବିବେକାନନ୍ଦ କଲେଜ ବରପାଲିରେ ସମ୍ବର୍ଦ୍ଧନା ଉତ୍ସବ ଉଦଯାପିତ*   (29-May-2026)       ||     

HOME   ଜିଲ୍ଲା

ବୁଢୀବଲଣ୍ଡl ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପୂର୍ବତନ ପ୍ରଧାନଶିକ୍ଷକଙ୍କୁ ଅର୍ଥ ତୋଷlରପାତ ମାମଲାରେ ୪ବର୍ଷ ଜେଲ ଦଣ୍ଡାଦେଶ

12-Dec-2025



ବୌଦ୍ଧ: ଶୁକ୍ରବାର ଅପରାନ୍ହ୍ ୪ଘଣ୍ଟା ସମୟରେ ବୌଦ୍ଧ ବ୍ଲକ ବୁଢୀବଲଣ୍ଡା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପୂର୍ବତନ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସଞ୍ଜୟ କୁମାର ମଲ୍ଲିକଙ୍କୁ ଅର୍ଥ ତୋଷlର ପାତ ମାମଲାରେ ୪ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି ସ୍ବତନ୍ତ୍ର ଭିଜିଲାନ୍ସ୍ କୋର୍ଟ l ମିଳିଥିବା ସୂଚନା ଅନୁଯାୟୀ ବର୍ତ୍ତମାନ ଗୁନ୍ଦୁଳିଆ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ସହକାରୀ ଶିକ୍ଷକ ଭାବେ କାର୍ଯ୍ୟରତ  ସଞ୍ଜୟ କୁମାର ମଲ୍ଲିକ କିଛି ବର୍ଷ ତଳେ ବୁଢୀବଲଣ୍ଡା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଦାୟିତ୍ବରେ ଥିଲେ | ଉକ୍ତ ସମୟରେ ବିଦ୍ୟାଳୟ ଶ୍ରେଣୀ ଗୃହ ନିର୍ମାଣ ପାଇଁ ସରକାରୀ ଅନୁଦାନ ଆସିଥିଲା l ଶ୍ରୀ ମଲ୍ଲିକ ଗୃହ ନିର୍ମାଣ ନକରି ଜମାଖାତାରୁ ଟଙ୍କା ଉଠାଣ କରି ଆତ୍ମସାତ କରିଥିବା ଅଭିଯୋଗ ହୋଇଥିଲା | ଉକ୍ତ ମାମଲା ସ୍ବତନ୍ତ୍ର ଭିଜିଲାନ୍ସ୍ କୋର୍ଟ, ଫୁଲବାଣୀରେ ବିଚାରାଧିନ ଥିଲା ଓ ଆଜି  ଏହି ମାମଲାର ରାୟ ପ୍ରକାଶ ପାଇଛି l ଶ୍ରୀ ମଲ୍ଲିକଙ୍କୁ ୪ବର୍ଷ କାରାଦଣ୍ଡ ଆଦେଶ ସହ ୨୦ହଜାର ଟଙ୍କା ଅର୍ଥଦଣ୍ଡରେ ଦଣ୍ଡିତ କରିଛନ୍ତି ଅଦାଲତ ଓ ଆଜି ତାଙ୍କୁ ଫୁଲବାଣୀ ଜେଲକୁ ପଠାଇ ଦିଆଯାଇଥିବା ସୂଚନା ମିଳିଛି |


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଲିଯାତ୍ରା ତଳ ପଡିଆରେ ପ୍ରେମୀ ଯୁଗଳଙ୍କ ଭିଡ ପଡ଼ିଆରେ ଯୁବତୀଙ୍କୁ ଅସଦାଚରଣ ଉଦ୍ୟମ   31-May-2026
  ଜିଲ୍ଲା  
ଯୁବୋଦୟ ଭିକ୍ଟର ୨୦୨୬♦️ +୨ବିଜ୍ଞାନରେ ୯୦ ପ୍ରତିଶତ ରୁ ଉର୍ଦ୍ଧ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   30-May-2026
  ଜିଲ୍ଲା  
ପ୍ରେମ ପାଇଁ ଯୁବକ ଉପରେ ଚଢ଼ାଇ ଦେଲେ ଥାର ଗାଡି|   30-May-2026
  ଜିଲ୍ଲା  
ନିର୍ମାଣ ସଂସ୍ଥା ବସ ଧକ୍କାରେ ଯୁବତୀ ମୃତ   30-May-2026
  ଜିଲ୍ଲା  
ମୈଦଳପୁରରେ ସ୍ୱତନ୍ତ୍ର ସଘନ ସଂଶୋଧନ ବୈଠକ କାର୍ଯ୍ୟକ୍ରମ ଅନୁଷ୍ଠିତ   30-May-2026
  ଜିଲ୍ଲା  
ନର୍ଲା ପି,ଏସ,ଡିଗ୍ରୀ କଲେଜ ଇଂରାଜୀ ଅଧ୍ୟାପିକା ବାସନ୍ତୀ ସାହୁ ଓ ବରିଷ୍ଟ କିରାଣୀ ସନ୍ତୋଷ ନାଏକଙ୍କୁ ଭାବବିହୋଲ ବିଦାୟକାଳୀନ ସମ୍ବର୍ଦ୍ଧନା   30-May-2026
  ଜିଲ୍ଲା  
ଉତ୍କଳ ମହିଳା ବିକାଶ ପରିଷଦ”ର ରୌପ୍ୟ ଜୟନ୍ତୀ ପାଳିତ   30-May-2026
  ଜିଲ୍ଲା  
ବିନା ସୂଚନା ଫଳକ ରେ ଚାଲିଛି ପ୍ରଧାନମନ୍ତ୍ରୀ ସଡ଼କ ଯୋଜନା କାମ   30-May-2026
  ଜିଲ୍ଲା  
ଓଡିଶା ହାଇକୋର୍ଟରେ ଜଷ୍ଟିସ ରାଧାଚରଣ ପଟ୍ଟନାୟକଙ୍କ ୩୪ତମ ପୂଣ୍ୟ ତିଥିରେ ଶ୍ରଦ୍ଧାଞ୍ଜଳି ଅର୍ପଣ   30-May-2026
  ଜିଲ୍ଲା  
ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   30-May-2026
  ଜିଲ୍ଲା  
କଲ୍ୟାଣୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଆମ୍ବୁଲାନ୍ସ ସେବାର ଲୋକାର୍ପଣ   30-May-2026
  ଜିଲ୍ଲା  
ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ! ଘଟଣା ଦିନ ରାଜ୍ୟ ବାହାରେ ଥାଇ ଵି ସେହି ଘଟଣାରେ ସାମ୍ବାଦିକଙ୍କୁ ଦୋଷୀ କରାଗଲା ♦️ ନିର୍ଦ୍ଦୋଷକୁ ଗିରଫ ନେଇ ସାମ୍ୱାଦିକ ସଂଘର କ୍ଷୋଭ   30-May-2026

You Might Also Like