-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   (24-Oct-2026)       ||      କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   (24-Oct-2026)       ||      ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||     

HOME   ଜିଲ୍ଲା

ବାଲିଗୁଡ଼ା : ଚାଇଲଡ ଲାଇନ ଦ୍ଵାରା ନବଜାତ ଶିଶୁପୁତ୍ର ଉଦ୍ଧାର

01-Feb-2021



ବାଲିଗୁଡା,(ସୁଶିଲ  କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଜି. ଉଦୟଗିରି ନିକଟସ୍ଥ କେନ୍ଦୁପଦର ସେବାଶ୍ରମ ରାସ୍ତା କଡରୁ  ରବିବାର ବିଳମ୍ବିତ ରାତିରେ ଏକ  ନବଜାତ ଶିଶୁପୁତ୍ରକୁ ଚାଇଲଡଲାଇନ ଉଦ୍ଧାର କରିଛି ।
ଖବର ପାଇ ଚାଇଲଡ ଲାଇନ ସଦସ୍ୟ ଅନୁପ କୁମାର ସାହୁ,ଚିକୁନକୁମାର ପ୍ରଧାନ, ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚି କାନ୍ଦୁଥିବା ଅବସ୍ଥାରେ ଶିଶୁପୁତ୍ର କୁ ଉଦ୍ଧାର କରି ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତିକରି ଥିଲେ। ଶିଶୁଟି ଏବେ ଏସଏନସିୟୁ ରେ ଚିକିତ୍ସାଧୀନ ରହିଛି। ତାର ସ୍ଵାସ୍ଥ୍ୟ ଅବସ୍ଥା ଭଲ ଥିବା ଡାକ୍ତର କହିଛନ୍ତି।
ନବଜାତକ ଶିଶୁ ପୁତ୍ରକୁ କିଏ କାହିଁକି ସେଠାରେ ପକାଇ ଦେଇଥିଲା ଜଣାପଡିନି। ଶିଶୁର କାନ୍ଦ ଶୁଣି ସ୍ଥାନୀୟଲୋକେ ଚାଇଲଡ ଲାଇନକୁ ଜଣାଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   24-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   24-Oct-2026
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026

You Might Also Like